ବିଦ୍ୟୁତ୍ଲତାଙ୍କ ଜୀବନ ନେଲା ବିଦ୍ୟୁତ୍, ବଞ୍ଚାଇବାକୁ ଆସି ପ୍ରାଣ ହରାଇଲେ ମମତା
ବାଣପୁର/ବାଲୁଗାଁ,୮ା୧୦(ଡି.ଏନ୍.ଏ.): ମଙ୍ଗଳବାର ଦଶହରା ପାଇଁ ସବୁଠି ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିବାବେଳେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ବିଷ୍ଣୁପୁର ପଞ୍ଚାୟତର ତେନ୍ତୁଳିଡିହ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ସକାଳ ପ୍ରାୟ ୧୦ଟାରେ ଗ୍ରାମର ୨ଜଣ ମହିଳାଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ…
ମହଙ୍ଗା ପଡିଲା ପ୍ରେମ ସମ୍ପର୍କ : ପ୍ରେମିକାଙ୍କ ମାଡ଼ରେ ପ୍ରେମିକ ଗୁରୁତର, ଯୁବକଙ୍କୁ ମୃତ ଭାବି ଫୋପାଡ଼ି ଦେଲେ
ରଣପୁର,୭ା୧୦ (ସ୍ବ.ପ୍ର.): ପ୍ରେମ ସମ୍ପର୍କ ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡିଛି । ପ୍ରେମିକାଙ୍କ ଘରକୁ ଲୁଚିଛପି ଆସୁଥିଲା ବେଳେ କୌଣସି କାରଣକୁ ନେଇ ଯୁବକଙ୍କ ସହ ତାଙ୍କର ମତାନ୍ତର ହୋଇଥିଲା। ଏହାକୁ ନେଇ ପ୍ରେମିକାଙ୍କ ସମେତ ତାଙ୍କ ମାଆ ଓ…
ଜଙ୍ଗଲୀ ହାତୀ ଉପଦ୍ରବ : ୧୦ ଏକରରୁ ଊର୍ଦ୍ଧ୍ୱ ଧାନଫସଲ ନଷ୍ଟ
ନିରାକାରପୁର,୭ା୧୦(ଡି.ଏନ.ଏ.): ଚଳିତବର୍ଷ ଆରମ୍ଭରୁ କମ୍ ବର୍ଷା ଯୋଗୁ ଚାଷୀମାନେ ବିଳମ୍ବରେ ଚାଷକାର୍ଯ୍ୟ ଆରମ୍ଭ କରିଥିଲେ। ସେଥିରେ ପୁଣି ସରକାରଙ୍କ ପକ୍ଷରୁ ମିଳିଥିବା ବିହନ ଠିକ୍ ଭାବେ ଗଜା ହୋଇ ନ ଥିଲା। ପରବର୍ତ୍ତୀ ସମୟରେ ଫନୀ ବାତ୍ୟା। ଏସବୁ ବାଧା ଅତିକ୍ରମ…
ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା
ନିରାକାରପୁର,୬।୧୦(ଡି.ଏନ.ଏ.)- ଖୋର୍ଦ୍ଧା ଜିଲା ନୂଆଗଡ଼ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶନିବାର ଅଷ୍ଟମୀ ଜନ୍ମତିଥି ଅବସରରେ ମା’ ଉଗ୍ରତାରା ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ା ପ୍ରତ୍ୟୁଷରୁ ମା’ଙ୍କୁ ରୀତିନୀତି…
ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ
ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ସ୍ବାମୀ ବେକରେ ରଶି ଲଗାଇ ଜୀବନ ହାରିଛନ୍ତି। ମୃତକଦ୍ୱୟ ହେଲେ ସନା ସାହୁ ଓ…
୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର ଧରଣୀଧର ମହାପାତ୍ର(୪୨)ଙ୍କୁ ଗିରଫ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ୨୦…
ବାଲିଅନ୍ତା ଗାନ୍ଧୀ ସ୍ମୃତି ପୀଠରେ ଗାନ୍ଧୀଜୟନ୍ତି ପାଳିତ
ବାଲିଅନ୍ତା, ୨।୧୦(ଡି.ଏନ୍.ଏ.): ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଭୁବନେଶ୍ୱର ବାଲିଅନ୍ତାସ୍ଥିତ ପବିତ୍ର ଗାନ୍ଧି ସ୍ମୃତି ପୀଠରେ ପାଳିତ ହୋଇଯାଇଛି। ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ପକ୍ଷରୁ ବୁଧବାର ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ସାମାଜୀକ କର୍ମୀ…
ଶାଳିଆ ଡ୍ୟାମ୍ରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
ଖୋର୍ଦ୍ଧା ଅଫିସ,୨ା୧୦: ବାଣପୁର ଥାନା ଶାଳିଆ ଡ୍ୟାମରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖାଯାଇଛି। ମୃତ ଯୁବକଙ୍କର ବୟସ ୨୫ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର…
ପୂଜାରେ ଶବ୍ଦ ପ୍ରଦୂଷଣ ରୋକିବାକୁ ଖୋର୍ଦ୍ଧା ପୋଲିସର କଟକଣା, ୪୨ ଡିଜେ ସାଉଣ୍ଡ ୟୁନିଟ୍ ପରୀକ୍ଷା
ଖୋର୍ଦ୍ଧା ଅଫିସ,୨ା୧୦: ଦଶହରା ଏବଂ ଗଜଲକ୍ଷ୍ମୀ ପୂଜାରେ ଶବ୍ଦ ପ୍ରଦୂଷଣକୁ ରୋକିବାକୁ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ଖୋର୍ଦ୍ଧା ପୋଲିସ ଜିଲାର ମୁୁଖ୍ୟାଳୟରେ ୪୨ ଡିଜେ ସାଉଣ୍ଡ ୟୁନିଟ୍ ଟେଷ୍ଟ କରାଯାଇଛି। ପ୍ରଦୂଷଣ ବିଭାଗର ଜୁନିୟର ସାଇଣ୍ଟିଫିକ୍ ଅଧିକାରୀ ସୁଦର୍ଶନ ଦାସଙ୍କ…
ଖୋର୍ଦ୍ଧା ଆର୍ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ
ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି ଡାଇଭିଂ…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା ପଡିଛନ୍ତି। ଭିଜିଲାନ୍ସ ଦୁର୍ଗା ପ୍ରସାଦଙ୍କ ନଁାରେ ନଂ. ୪୨/୧୯ରେ ମାମଲା ରୁଜୁ କରି…
କନ୍ତଳବାଇ ବାପ, ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଅଜୀବନ କାରାଦଣ୍ଡଦେଶ
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ କନ୍ତଳବାଇର ପଙ୍କଜ ମହାପାତ୍ରଙ୍କୁ ଆଜୀବନ…
Archives


