ଖୋର୍ଦ୍ଧା

ଖୋର୍ଦ୍ଧାରୋଡ଼ ଷ୍ଟେଶନରେ ମେମୁର ଗୋଟିଏ ବଗି ଲାଇନଚ୍ୟୁତ

ଜଟଣୀ,୨୬ା୧୧(ଡି.ଏନ.ଏ): ଖୋର୍ଦ୍ଧାରୋଡ଼ ରେଳ ଷ୍ଟେଶନରେ ସୋମବାର ସନ୍ଧ୍ୟାରେ ମେମୁ ଟ୍ରେନ୍‌ର ଏକ ବଗି ଲାଇନଚ୍ୟୁତ ହୋଇଥିଲା। ସନ୍ଧ୍ୟା ପ୍ରାୟ ୭ଟାରେ ଏହା ଘଟିଛି। ଷ୍ଟେଶନର ସିକ୍‌ ଲାଇନ୍‌ରେ ଏହା ହୋଇଛି। କେହି ଯାତ୍ରୀ ନ ଥିବା ଏହି ଟ୍ରେନ୍‌ର ବଗିଗୁଡ଼ିକ ଲାଇନ…

ଖୋର୍ଦ୍ଧାରେ ମହିଳା କୋର୍ଟ ଉଦ୍‌ଘାଟିତ

ଖୋର୍ଦ୍ଧା ଅଫିସ,୨୪।୧୧: ଓଡ଼ିଶାର ପ୍ରଥମ ମହିଳା କୋର୍ଟ ଖୋର୍ଦ୍ଧା ଅଦାଲତ ପରିସରରେ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିନିୟର ଡିଭିଜନ ସିଭିଲ ଜଜ୍‌ କମ୍‌ ସେସନ ଜଜ୍‌ କୋର୍ଟକୁ ମୁଖ୍ୟଅତିଥି ରୂପେ ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର ମିଶ୍ର…

ପାଣିରେ ପଡି ଦନ୍ତା ହାତୀ ମୃତ

ନିରାକାରପୁର,୨୨।୧୧(ଡି.ଏନ.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ବାଘେପୁଟ ମୌଜା ଖଦେଇ ଗହୀର ମଲାଗୁଣୀ ନଦୀ ପଠା ଉପରେ ପାଣିରେ ପଡି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ୨୦ରୁ ୨୫ ବର୍ଷ ହେବ…

୧୬୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଜେଲ ଗଲେ

ଖୋର୍ଦ୍ଧା ଅଫିସ,୧୮।୧୧: କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନା ଶ୍ରୀବିହାରରୁ ଆନନ୍ଦ ପଶ୍ଚିମ କବାଟ(୪୬)ଙ୍କଠାରୁ ୧୬୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ଦାମ୍‌ ପ୍ରାୟ ୧୬ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି…

ଚୋରା ପଥର ଚାଲାଣରେ ଦୁଇ ପୋଲିସ ଅଧିକାରୀ: ଇନ୍ସପେକ୍ଟର ବିକ୍ରମ ଜେନା ନିଲମ୍ବିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ)/ ଖୋର୍ଦ୍ଧା(ଡି.ଏନ୍‌.ଏ.): ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ଅଧିକାରୀ। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ସ୍କାନରରେ ଥିବା ଦୁଇ ଥାନା ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଓ ରଞ୍ଜିତ ସାହୁଙ୍କ ଉପରେ ଆରମ୍ଭ ହୋଇଛି ପଦକ୍ଷେପ। ଉଭୟଙ୍କୁ ଖୋର୍ଦ୍ଧାରେ ବେଆଇନ ପଥର…

ଟ୍ରେନ୍‌ରୁ ଖସି ପଡ଼ି ସିନେ କଳାକାର ପ୍ରେମାନନ୍ଦ ବାରିକଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୧୬।୧୧: ଖୋର୍ଦ୍ଧା ବ୍ଲକ ତାପଙ୍ଗ ଷ୍ଟେଶନର କିଛିଦୂରରେ ଚଳନ୍ତା ଟ୍ରେନରୁ ଖସି ପଡି ସିନେ କଳାକାର ପ୍ରେମାନନ୍ଦ ବାରିକ(୫୭)ଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତଦେହକୁ ଜଟଣୀ ରେଲଓ୍ବେ ପୋଲିସ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରେମାନନ୍ଦଙ୍କ ଘର…

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର ବିନୋଦ କୁମାର ବେହେରାଙ୍କୁ ଶନିବାର ପୋଲିସ ଗିରଫ କରିଛି। ତାଙ୍କୁ ପଚରାଉଚରା ପରେ କୋର୍ଟ…

ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ ଦରକାର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭-୧୧(ବ୍ୟୁରୋ): ନିଜ ନିଷ୍ପତ୍ତିର ମାଲିକ ନିିଜେ ହେବା ଉଚିତ। ନିଜର ଇଚ୍ଛା ଅନୁଯାୟୀ କ୍ୟାରିୟର କରିବା ଦରକାର। କେବଳ ସାର୍ଟିଫିକେଟ୍‌ ପାଇଁ ପାଠ ନ ପଢି ରୁଚି ଓ ଇଚ୍ଛା ଅନୁଯାୟୀ ବିଦ୍ୟା ଅଧ୍ୟୟନ କରିବା ଦରକାର। ଦାରିଦ୍ର୍ୟରୁ ମୁକ୍ତି ପାଇଁ…

ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’

ଭୁବନେଶ୍ୱର, ୧୭-୧୧(ବ୍ୟୁରୋ) ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ ବଢ଼େ। ଆଜିର ସମାଜରେ ଆମେ ନିଜର ଅଧିକାର ପ୍ରତି ଯେତେ ସଚେତନ, ଦାୟିତ୍ୱ ପ୍ରତି…

ସିପେଟ୍‌ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ) ସିପେଟ୍‌ ସିଏସ୍‌ଟିଏସ୍‌ ଭୁବନେଶ୍ୱର ଏବଂ ରାଉରକେଲାସ୍ଥିତ ଏନ୍‌ଏସ୍‌ପିସିଏଲ୍‌ର ମିଳିତ ସହଯୋଗରେ ଚତୁର୍ଥ ବର୍ଷ ଲାଗି ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳଗୁଡିକରେ ବେକାର ଯୁବତୀଯୁବକଙ୍କୁ ଦକ୍ଷତା ତାଲିମ ଦ୍ୱାରା ନିଯୁକ୍ତି ସୃଷ୍ଟି ଲାଗି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ,୧୫।୧୧ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ଛୋଟିଯୋଡ଼ି ଗ୍ରାମରେ ବୋମାମାଡ଼ ଓ ଫାଙ୍କା ଗୁଳିଚାଳନା ହୋଇଛି। ଏଥିରେ ଜଣେ ଗୁରୁତର ହୋଇ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର…

ସିରିଜ ଲୁଟ୍‌ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା

ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି ହେମନ୍ତ ଛୋଟରାୟଙ୍କ ଘରୁ ନଗଦ ୨୦ ହଜାର ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?