ବଜ୍ରପାତ ନେଲା ଦୁଇ ଯୁବକଙ୍କ ଜୀବନ, ୩ ଗୁରୁତର
ଟାଙ୍ଗୀ(ଖୋର୍ଦ୍ଧା),୧୫ା୭(ଡି.ଏନ୍.ଏ.): ଟାଙ୍ଗୀ ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଦୁଇ ଯୁବକଙ୍କ ଜୀବନ ନେବା ସହ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଝରିଆ ଗ୍ରାମର ତୁଷାର ପଲେଇ(୧୯) ଓ ଟାଙ୍ଗୀ ଗ୍ରାମର ଚିତ୍ତରଞ୍ଜନ ରାଉତ(୩୮)। ଏଥିରେ ସୁଜିତ...
ଗାଁ ଦାଣ୍ଡରେ ଜମି ରହିଛି ବର୍ଜ୍ୟଜଳ : ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଅସନ୍ତୋଷ, ଡ୍ରେନେଜ୍ ଦାବି
ବୋଲଗଡ଼,୧୫ା୭(ଡି.ଏନ୍.ଏ.): ବୋଲଗଡ଼ ବ୍ଲକ ଅସରଳା ଗ୍ରାମଦାଣ୍ଡରେ ବର୍ଜ୍ୟଜଳ ନିଷ୍କାସିତ ନ ହୋଇ ଗାଁ ଦାଣ୍ଡରେ ଜମି ରହିଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଉପଯୁକ୍ତ ଡ୍ରେନେଜ୍ ବ୍ୟବସ୍ଥା ନ ଥିବାରୁ ଗ୍ରାମର ୨ଟି ସ୍ଥାନରେ ବର୍ଷସାରା ଏଭଳି ଅବସ୍ଥା ଲାଗି...
ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ନିଃଶୁଳ୍କ ରୋଗ ନିରୂପଣ କେନ୍ଦ୍ରରେ ତାଲା; ଘରୋଇ କେନ୍ଦ୍ର ଉପରେ ନିର୍ଭରକରି ରୋଗୀ ଶୋଷଣର ଶିକାର
ବାଲୁଗାଁ,୧୨ା୭ (ଡି.ଏନ.ଏ.): ସ୍ବାସ୍ଥ୍ୟ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ହେତୁ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ସମ୍ପ୍ରତି ବହୁବିଧ ସମସ୍ୟା ଦେଇ ଗତି କରୁଛି| ଦୀର୍ଘବର୍ଷ ହେଲା ଏଠାରେ ଡାକ୍ତର ସମସ୍ୟା ଲାଗିରହିଥିବାରୁ ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚତ୍ତ ହେଉଛନ୍ତି ା...
ବିଦ୍ୟାଳୟ ନିକଟ ରାସ୍ତା କର୍ଦ୍ଦମାକ୍ତ, ମରାମତି ଦାବି
ବୋଲଗଡ଼,୧୧ା୭(ଡି.ଏନ୍.ଏ.)-ବୋଲଗଡ଼ ବ୍ଲକ ବଡ଼କୁମାରୀ ପଞ୍ଚାୟତ ଅନ୍ତର୍ଗତ ହାଟବସ୍ତସ୍ଥିତ ମା’ ଯୋଗମାୟା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ଯାଇଥିବା ରାସ୍ତାଟି ବର୍ଷା ଯୋଗୁ ଅତି କର୍ଦ୍ଦମାକ୍ତ ଅବସ୍ଥାରେ ରହିଛି। ବିଦ୍ୟାଳୟଟି ହାଟବସ୍ତଠାରୁ କୋଡପଡ଼ା ରାସ୍ତାର ମଧ୍ୟସ୍ଥଳରେ ରହିଛି। ମାତ୍ର ବିଦ୍ୟାଳୟଠାରୁ କୋଡପଡ଼ା ଓ...
ଗାଁ କଲ୍ୟାଣ ସମିତି କାର୍ଯ୍ୟ ନିମନ୍ତେ ରାଜି ନୁହନ୍ତି ଅଙ୍ଗନୱାଡି କର୍ମୀ: ବିଡିଓ, ସିଡିପିଓ ଓ ପ୍ରୋଗ୍ରାମ ଅଧିକାରୀଙ୍କୁ ଦାବିପତ୍ର
ବୋଲଗଡ଼,୧୦ା୭(ଡି.ଏନ୍.ଏ.)-ଗାଁ କଲ୍ୟାଣ ସମିତି କାର୍ଯ୍ୟ ଗ୍ରହଣ ନିମନ୍ତେ ଅଙ୍ଗନଓ୍ବାଡି କର୍ମୀମାନେ ରାଜି ହେଉ ନ ଥିବା ଜଣାପଡ଼ିଛି। ଏହି କାର୍ଯ୍ୟରେ ସାମିଲ ନ ହେବା ପାଇଁ ଅଙ୍ଗନୱାଡ଼ି କର୍ମୀମାନେ ମଙ୍ଗଳବାର ଏକ ଦାବିପତ୍ର ବୋଲଗଡ଼ ସିଡିପିଓଙ୍କୁ ପ୍ରଦାନ କରିଛନ୍ତି। ଖୋର୍ଦ୍ଧା...
ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି
ବୋଲଗଡ଼,୯ା୭(ଡି.ଏନ.ଏ.)-ବୋଲଗଡ଼ ବ୍ଲକ କାର୍ଯ୍ୟାଳୟସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଗୃହର ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲାପାଳ ସୀତାଂଶୁୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଏସ୍ପି ଅମୂଲ୍ୟ କୁମାର ଦାଶ,...
ଅସୁର କୁମାରୀ ପୀଠରେ ଚାରାରୋପଣ
ରଣପୁର,୮ା୭(ସ୍ବ.ପ୍ର.): ବନ ମହୋତ୍ସବ ସପ୍ତାହର ଶେଷ ଦିବସରେ ନୟାଗଡ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପଞ୍ଚାୟତସ୍ଥ ମା’ ଅସୁର କୁମାରୀ ପୀଠରେ ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ସୂଚନା ଅଧିକାର କର୍ମୀ ଦିଲୀପ...
ଶୋଚନୀୟ ଅବସ୍ଥାରେ ହାଟବସ୍ତ-ପାଟବନ୍ଧ ରାସ୍ତା : ତୁରନ୍ତ କାମ ସାରିବାକୁ ଦାବି
ବୋଲଗଡ଼,୮।୭(ଡି.ଏନ୍.ଏ.): ବୋଲଗଡ଼ ବ୍ଲକ ଅନ୍ତର୍ଗତ ହାଟବସ୍ତଠାରୁ ଖଲ୍ଲିକୋଟ ମଧ୍ୟ ଦେଇ ପାଟବନ୍ଧ ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାଟି ବର୍ତ୍ତମାନ ନିର୍ମାଣ ନ ହୋଇ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି। ୧ ବର୍ଷ ପୂର୍ବରୁ ଟେଣ୍ଡର ମାଧ୍ୟମରେ ଏହି ରାସ୍ତାର ନିର୍ମାଣ...
ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ଆହ୍ବାନ
ରଣପୁର,୭ା୭(ସ୍ବ.ପ୍ର.): ଶନିବାର ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ରଣପୁର ବନାଞ୍ଚଳ ତରଫରୁ ସାନଗଡ ବିଦ୍ୟାଳୟରେ ୭୦ତମ ବନ ମହୋତ୍ସବ ପାଳନ କରାଯାଇଛି। ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ ମୁଖ୍ୟଅତିଥି ଓ ଖୋର୍ଦ୍ଧା ଜିଲା ଡିଏଫଓ ସୁଦୀପ୍ତ ନାୟକ, ବ୍ଲକ ଶିକ୍ଷାଧିକାରୀ ଉପେନ୍ଦ୍ର...
ରାମେଶ୍ୱର ହାଇସ୍କୁଲ ପ୍ରତିଷ୍ଠା ଦିବସ
ନିରାକାରପୁର,୩ା୭(ଡି.ଏନ୍.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ହାଇସ୍କୁଲର ୫୫ ତମ ପ୍ରତିଷ୍ଠା ଦିବସ ସ୍କୁଲ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି ା ପ୍ରଧାନ ଶିକ୍ଷକ ହିମାଂଶୁ ଭୂଷଣ ମହାପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍ ନଗେନ୍ଦ୍ର କୁମାର ଦତ୍ତ ଏବଂ...
ସ୍ବାସ୍ଥ୍ୟକେନ୍ଦ୍ରରେ ସରକାରୀ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ ଅଭିଯୋଗ
ଟାଙ୍ଗୀ(ଖୋର୍ଦ୍ଧା),୧ା୭(ଡି.ଏନ୍.ଏ.): ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ସରକାରୀ ନୀତିନିୟମ ଓ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି କୁହାଯାଉଥିଲେ ମଧ୍ୟ ଏଭଳି...
ଟ୍ରେନ୍ରୁ ଡେଇଁ ଅନାଥାଶ୍ରମ ମହିଳା ଗୁରୁତର
ନିରାକାରପୁର,୨୮ା୬(ଡି.ଏନ୍.ଏ.)-ଅନାଥାଶ୍ରମରେ ରହୁଥିବା ଜଣେ ବୃଦ୍ଧା ଗୁରୁବାର ପୂର୍ବାହ୍ନରେ ନିରାକାରପୁର ଷ୍ଟେଶନ ନିକଟସ୍ଥ ଟ୍ରେନ୍ରୁ ଡେଇଁ ଗୁରୁତର ହୋଇଛନ୍ତି ା ବୃଦ୍ଧା ଜଣକ ନିଜ ନାମ କହିପାରୁ ନ ଥିବାରୁ ତାଙ୍କର ପରିଚୟ ମିଳି ପାରି ନ ଥିବାବେଳେ ସେ କୁହୁଡ଼ିସ୍ଥିତ...
Archives


