ରାସ୍ତାକଡ଼ରୁ ଉଦ୍ଧାର ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ସଦର ଥାନା ଗୁଡୁମ ବେରୁଁଆ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ଅଜଣା ବ୍ୟକ୍ତିଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ତାଙ୍କ ବୟସ ୩୫ରୁ ୪୫ ବର୍ଷ ମଧ୍ୟରେ ବୋଲି ଅନୁମାନ କରାଯାଉଛି। ତେବେ ତାଙ୍କର ପରିଚୟ ମିଳିପାରି…
ପରିବହନ ବିଭାଗ ତରଫରୁ ବେଆଇନ ବସ୍ ଯାଞ୍ଚ: ବିନା ଅନୁମତିରେ ଚଳାଚଳ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ
ଟାଙ୍ଗୀ(ଖୋର୍ଦ୍ଧା),୨୧।୮(ଡି.ଏନ.ଏ.)-ଭୁବନେଶ୍ୱର, ବାଲୁଗାଁ, ଆସିକା ଓ ବ୍ରହ୍ମପୁର ଅଭିମୁଖେ ବସ୍ଗୁଡ଼ିକ ବେଆଇନ ଭାବେ ଯାତାୟାତ କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ତେଣୁ ମଙ୍ଗଳବାର ପରିବହନ ବିଭାଗ ତରଫରୁ ଯାଞ୍ଚ ଆରମ୍ଭ ହୋଇଯାଇଛି । ଖୋର୍ଦ୍ଧା ଜିଲା ଏନ୍ଫୋର୍ସମେଣ୍ଟ ସ୍କ୍ବାଡର ମୁଖ୍ୟ ମାନା ସିଂହଙ୍କ…
ବଡପାରୀରେ ଏମ୍ପି ଅପରାଜିତାଙ୍କୁ ନାଗରିକ ସମ୍ବର୍ଦ୍ଧନା
ଟାଙ୍ଗୀ(ଖୋର୍ଦ୍ଧା),୧୯ା୮(ଡି.ଏନ.ଏ.)-ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡପାରୀ ଗ୍ରାମସ୍ଥିତ ସିଭିଲ୍ ସୋସାଇଟି ତରଫରୁ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ରବିବାର ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଅଛି। ଷଡ଼ଙ୍ଗୀ ଗ୍ରାମରେ ପହଞ୍ଚତ୍ବା ପରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏମ୍ପିଙ୍କ ସହ ଭାଜପା ନେତା…
ବିଚ୍ଛିନ୍ନ ହୋଇ ରହିଛି ହିରିମୂଳ ଗାଁ: ଦାଣ୍ଡରେ ଦେଢ ଫୁଟ ପାଣି, ପିଲାଙ୍କ ପାଠପଢ଼ାରେ ଡୋରି
ଖୋର୍ଦ୍ଧା ଅଫିସ,୧୮।୮: ବନ୍ୟାଜଳ ହ୍ରାସ ପାଉଥିବାରୁ ପରିସ୍ଥିତିରେ ସୁଧାର ଆସୁଛି। ତେବେ ଓରବରସିଂ ପଞ୍ଚାୟତର ହିରିମୂଳ ଗାଁ ବିଚ୍ଛିନ୍ନ ହୋଇରହିଛି। ଗାଁ ଦାଣ୍ଡରେ ଦେଢ ଫୁଟ ପାଣି ଜମିିଛି। ଚତୁଃଦିଗ ଜମି ଓ ରାସ୍ତା ଉପରେ ୪ରୁ ୭ ଫୁଟ ପାଣି…
ପିକ୍ନିକ୍ ପାଇଁ ଯାଉଥିଲେ: ଗାଡ଼ି କାଚ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ
ନିରାକାରପୁର, ୧୭।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆ ଜଗନ୍ନାଥ ସଡ଼କର ଏକ ଇଟା କମ୍ପାନୀ ନିକଟରେ ଶନିବାର ଭୋର ସମୟରେ ଏକ ପିକ୍ନିକ୍ ଗାଡ଼ି କାର ଭାଙ୍ଗି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଓ…
ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କ ନିକଟରେ ଆବେଦନ କଲେ ଦମ୍ପତି
ଖୋର୍ଦ୍ଧା ଅଫିସ,୧୬।୮: ଯେଉଁ ମା’ବାପା ସନ୍ତାନର ସୁଖ ପାଇଁ ନିଜକୁ ଜଳାଞ୍ଜଳି ଦେଇଥାନ୍ତି, କିନ୍ତୁ ପରବର୍ତ୍ତୀ ସମୟରେ ସେହି ସନ୍ତାନମାନେ ସେମାନଙ୍କ କର୍ତ୍ତବ୍ୟକୁ ଭୁଲିଯାଇଥାନ୍ତି। ବାର୍ଦ୍ଧକ୍ୟରେ ଉପନୀତ ମା’ବାପାଙ୍କୁ ବୋଝ ବୋଲି ଭାବିବା ସହ ନିର୍ଯାତନା ଦେବାକୁ ମଧ୍ୟ ପଛାନ୍ତି ନାହିଁ।…
ବଢ଼ୁଛି ବନ୍ୟା ଜଳ: ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ: ଗାଁ ଦାଣ୍ଡରେ ୪ ଫୁଟର ପାଣି
ଖୋର୍ଦ୍ଧା ଅଫିସ,୧୬।୮: ହୀରାକୁଦରେ ଗେଟ ଖୋଲିବା ଦ୍ୱାରା ମହାନଦୀର ଶାଖା ନଦୀ ରାଜୁଆରେ ବନ୍ୟା ଜଳ ବଢ଼ୁଛି । ଉପର ମୁଣ୍ଡରେ ବନ୍ୟାଜଳ ହ୍ରାସ ପାଉଥିବାବେଳେ ତଳମୁଣ୍ଡରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିସ୍କାସନ…
ମଦ ବ୍ୟବସାୟୀଙ୍କୁ ସରକାରଙ୍କ ପ୍ରୋତ୍ସାହନ: ଆନ୍ଦୋଳନକୁ ଓହ୍ଲାଇଲା ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ
ବେଗୁନିଆ, ୧୫।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଏଠାରେ ଦେଶୀ ରନ୍ଧା ମଦ ପ୍ରସ୍ତୁତ ହେଉଛି। ଏଥିଯୋଗୁ ଗାଁଦାଣ୍ଡରେ ମଦ ବ୍ୟବସାୟୀମାନେ ଖୁଲମଖୁଲା ମଦ ବିକ୍ରି କରୁଛନ୍ତି।…
ମହଙ୍ଗା ପଡ଼ିଲା ଏସ୍ଟିଏଫ୍ ନୋଟିସ୍ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି
ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୋଲିସ ପଦକ ଦେବାକୁ ଥିତ୍ବାବେଳେ ୩୮ଜଣଙ୍କୁ ପ୍ରଧାନ କରାଯାଇଥିବା ଜଣାପଡ଼ିଛି। ବାଦ୍ ପଡ଼ିଥିବା…
ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍ଡିସି
ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର ସାମଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ବିଭିନ୍ନ…
ତ୍ରିରଙ୍ଗା ତଳେ ପକାଇବାକୁ ନେଇ ଉତ୍ତେଜନା: ପିଏନ୍ କଲେଜରେ ଏବିଭିପିର ଧାରଣା
ଖୋର୍ଦ୍ଧା ଅଫିସ,୧୩।୮: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ତ୍ରିରଙ୍ଗା ଯାତ୍ରାବେଳେ ତ୍ରିରଙ୍ଗାକୁ ତଳେ ପକାଇବାକୁ ନେଇ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଉତ୍ତେଜନା ଦେଖାଦେଇଛି। ତ୍ରିରଙ୍ଗାର ଅପମାନ ପ୍ରତିବାଦରେ ଏବିଭିପି ପକ୍ଷରୁ ଧାରଣା ଚାଲୁରହିଛି। ଏ ନେଇ ବିଜୁ ଛାତ୍ର…
ଖଣି କାରବାର ମାମଲା: ଅଭିଯୁକ୍ତ ଦିଲୁ ଯାଜପୁରରୁ ଗିରଫ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଖୋର୍ଦ୍ଧାରେ ଗତ କିଛିଦିନ ହେଲା ଏସ୍ଟିଏଫ୍ ପକ୍ଷରୁ ଚଢାଉ ଜାରି ରହିଥିବାବେଳେ ଜଣକ ପରେ ଜଣେ ଖଣି ମାଫିଆ ଧରାପଡ଼ୁଛନ୍ତି। ୧୫ଦିନ ତଳେ ଏସ୍ଟିଏଫ୍କୁ ଚକ୍ମା ଦେଇ ଫେରାର ହୋଇଯାଇଥିବା ବେଆଇନ ଖଣି କାରବାରର ଅନ୍ୟତମ ଅଭିଯୁକ୍ତ ଦିଲୁ…
Archives


