ଖୋର୍ଦ୍ଧା

ପେସା ହେଲା କାଳ: ଗଛରୁ ପଡ଼ି ନଡ଼ିଆ ତୋଳାଳିଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୩।୧୧: ଖୋର୍ଦ୍ଧା ଜିଲା ବାଣପୁର ମଙ୍ଗରାଜପୁର ଗାଁର ଜଣେ ନଡ଼ିଆ ତୋଳାଳିଙ୍କର ରବିବାର ମୃତ୍ୟୁ ଘଟିଛି। ସେ ହେଲେ ମାନିଆ ପରିଡା(୫୨)। ମାନିଆ ନଡ଼ିଆ ଗଛରୁ ନଡ଼ିଆ ତୋଳୁଥିବାବେଳେ ପ୍ରାୟ ୩୦ ଫୁଟ ତଳକୁ ଖସି ପଡିଥିଲେ। ଗୁରୁତର ଅବସ୍ଥାରେ…

ବାର୍‌ହା ଆକ୍ରମଣରେ ଚାଷୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା…

ଟ୍ରେନ୍‌ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍‌

ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍‌ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…

ଜାତୀୟ ରାଜପଥରୁ ଲୁଟ୍‌ ଅଭିଯୋଗରେ ୨ ଗିରଫ: ୧୧ ମୋବାଇଲ, ୨ ବାଇକ୍‌ ଜବତ

ଯଁ।ଳା/ଜଟଣୀ,୧।୧୧(ଡି.ଏନ.ଏ.) : ୧୬ ନଂ. ଜାତୀୟ ରାଜପଥରେ ପଥଚାରୀଙ୍କଠାରୁ ଲୁଟ୍‌ପାଟ୍‌ କରୁଥିବା ଗୋଟିଏ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଜଟଣୀ ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା ଅଞ୍ଚଳର ଜିତୁ…

୨୨ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ବ୍ୟବସାୟୀ ଗିରଫ

ଖୋର୍ଦ୍ଧା ଅଫିସ, ୧।୧୧: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡ ଖୋର୍ଦ୍ଧା ସହରର ସ୍ବପ୍ବେଶ୍ୱର ସାହି ଉପରେ ଶୁକ୍ରବାର ଚଢ଼ାଉ କରି ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ମହିଳା ବ୍ରାଉନସୁଗାର ବ୍ୟବସାୟୀ ଲକ୍ଷ୍ମୀପ୍ରିୟା ପରିଡା ଓରଫ ବବିତା(୪୨)ଙ୍କୁ ଗିରଫ କରି…

ବ୍ୟବସାୟୀଙ୍କୁ ତାଲାପକାଇ ସିରିଜ୍‌ ଚୋରି: ସିସିଟିଭିରେ ଚୋରଙ୍କ କାରନାମା କଏଦ୍‌

ଖୋର୍ଦ୍ଧା ଅଫିସ, ୩୦।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ଓ ଗୋଡିପୋଖରୀ ଛକରୁ ମଙ୍ଗଳବାର ରାତିରେ ସିରିଜ୍‌ ଚୋରି ହୋଇଛି। ଷ୍ଟିଲ ଓ ଫର୍ନିଚର ବ୍ୟବସାୟୀଙ୍କୁ ଗୋଟିଏ ରୁମ୍‌ରେ ତାଲା ପକାଇ ଚୋରମାନେ ଚୋରି କରିଛନ୍ତି। ସେହିପରି ଗୋଡିପୋଖରୀ…

ବାଣ ଫୁଟି ୭ଜଣ ଆହତ

ବାଳକାଟୀ,୨୮।୧୦(ଡି.ଏନ.ଏ.)- ରାଜଧାନୀ ଉପକଣ୍ଠ ବାଳକାଟୀ ଫାଣ୍ଡି ଅଞ୍ଚଳରେ ରବିବାର ବାଣ ଫୁଟାଉଥିବାବେଳେ ୭ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ନୂଆପାଟଣା ଗ୍ରାମର ସୁଶୀଲ ଖଟେଇ(୩୦), ରିଙ୍କୁ ବେହେରା(୨୦), ବିଠଲ(୧୪), ସୂର୍ଯ୍ୟମଣି ବେହେରା(୨୬), ସନ୍ତୋଷ ବେହେରା(୧୬), ସଞ୍ଜୟ ବେହେରା(୧୬) ଏବଂ ପ୍ରଭାତି ବେହେରା।…

ରାଜ୍ୟ ସ୍ବାସ୍ଥ୍ୟ ପରିବାର ପକ୍ଷରୁ କ୍ଲିନିକ୍‌ରେ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୮।୧୦: ଭୁବନେଶ୍ୱର ଏକାମ୍ର ମାର୍ଗର ସଞ୍ଜିବନୀ ଅଲଟ୍ରାସାଉଣ୍ଡ କ୍ଲିନିକ୍‌ ଉପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ଓ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ପିସି ପିଏନ୍‌ଡିଟି ଆକ୍ଟର ଦୁରୁପଯୋଗ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା…

ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ପରଲୋକ

ଖୋର୍ଦ୍ଧା ଅଫିସ, ୨୮।୧୦: ଖୋର୍ଦ୍ଧା ଜିଲାର ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ୭୦ବର୍ଷ ବୟସରେ ସୋମବାର ପରଲୋକ ଘଟିଛି। ବିଗତ କିଛି ଦିନ ହେବ ସେ ନିମୋନିଆରେ ପୀଡ଼ିତଥିଲେ। ଶେଷ ଦର୍ଶନ ପାଇଁ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା…

ଲଗାଣ ବର୍ଷାରେ ନିରାକାରପୁର ଅଞ୍ଚଳ ଜଳାର୍ଣ୍ଣବ: ରାସ୍ତା ଉପରେ ଚାଲିଛି ୩ ଫୁଟରୁ ଅଧିକ ପାଣି, ବୁଡ଼ିଲା ଚାଷଜମି

ନିରାକାରପୁର,୨୫।୧୦(ଡି.ଏନ୍‌.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଖୋର୍ଦ୍ଧା ଜିଲା ନିରାକାରପୁର ଲେଣ୍ଡୁ ଏବଂ ରାମେଶ୍ୱର ପଞ୍ଚାୟତର ଅନେକ ଗ୍ରାମ ଏବେ ପାଣି ଘେରରେ। ଭୋଗତିପଡ଼ା ଗ୍ରାମରେ ଥିବା ୧୦୦ ପରିବାର ପାଣି ଭିତରେ ଫସି ରହିଥିବା…

ହୋମଗାର୍ଡଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର

ଖୋର୍ଦ୍ଧା ଅଫିସ, ୨୫।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ବେଗୁନିଆ ବ୍ଲକ ସିମୋର ଅଞ୍ଚଳର ପ୍ରମୋଦ ଭୋଳ ନାମକ ହୋମଗାର୍ଡଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବାବେଳେ…

ଖୋର୍ଦ୍ଧାରେ ଲଗାଣ ବର୍ଷା: ୨୫ ତାରିଖ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା ଅଫିସ,୨୪।୧୦: ଲଗାଣ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାର ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟିକରି ଦିଆଯାଇଥିବା ବେଳେ ୨୫ ତାରିଖ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?