ଖୋର୍ଦ୍ଧା

ଖୋର୍ଦ୍ଧା, ବାଣପୁରରେ କୁତ୍ରିମ ବନ୍ୟା: ଘରେ ପଶିଲା ବର୍ଷାଜଳ

ଖୋର୍ଦ୍ଧା ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିରେ ଖୋର୍ଦ୍ଧା ସହର ସମେତ ବାଣପୁର ସହର ଓ ବ୍ଲକ ଅଞ୍ଚଳ ବେହାଲ ହୋଇ ପଡିଛି। ଖୋର୍ଦ୍ଧାର ପୁରୁଣା ମେଡିକାଲ…

୩ ରୁପା ମୂର୍ତ୍ତି ଉଦ୍ଧାର

ବାଲୁଗାଁ,୨୧ା୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ନିକଟ ଛେଡାପଦରସ୍ଥିତ ଶାଳିଆ ନଦୀର ଝିଞ୍ଜିରି ଶଙ୍ଖଠାରୁ ରବିବାର ୩ ରୁପା ନିର୍ମିତ ମୂର୍ତ୍ତି ଉଦ୍ଧାର ହୋଇଛି। ନୂଆ ଭଳି ଲାଗୁଥିବା ମୂର୍ତ୍ତିଗୁଡିକ ପାଣିରୁ ଉଦ୍ଧାର ହେବା ସମସ୍ତଙ୍କୁ ଚକିତ କରିଛି। ପ୍ରକାଶ ଯେ, ରବିବାର…

୧୫ ଚୋରା ବାଇକ୍‌ ଜବତ, ୩ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୦: ଖୋର୍ଦ୍ଧା ଜିଲାର ବାଣପୁର ଥାନା ପୋଲିସ ୧୫ ଚୋରା ବାଇକ୍‌ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବାଣପୁର ଥାନା କୁଲେଇ ଗାଁର ସନ୍ତୋଷ କୁମାର ଜଗଦ୍ଦେବ…

ରେଲୱେ କଲ୍ୟାଣ ମଣ୍ଡପ ପଛପଟୁ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଜଟଣୀ,୧୮।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ ରେଳୱେ କଲ୍ୟାଣ ମଣ୍ଡପ ପଛପଟୁ ଶୁକ୍ରବାର ସକାଳେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ଦୁର୍ଗନ୍ଧ ହେଉଥିବାରୁ ୨ରୁ୩ ଦିନ ପୂର୍ବରୁ ଏହି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।…

ଆମ୍ବଡାଳ ପଡ଼ି ଛାତ୍ର ମୃତ

ନିରାକାରପୁର,୧୮-୧୦(ଡି.ଏନ.ଏ.):ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବଗଛର ବିରାଟ ଡାଳ ପଡି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଲେ…

ଖେଳୁଥିବା ବେଳେ ଗଛଡ଼ାଳ ଛିଡ଼ି ପଡ଼ିଲା: ଦ୍ୱିତୀୟ ଶ୍ରେଣୀ ଛାତ୍ର ମୃତ; ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବ ଗଛର ଶୁଖିଲା ଡ଼ାଳ ପଡ଼ି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର

ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍‌ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା। ପୂର୍ବାହ୍ନରେ ୨ ଜଣ ଅଷ୍ଟମ ଶ୍ରେଣୀର ଛାତ୍ର ବିଷାକ୍ତ ପଦାର୍ଥ ସେବନ କରି…

ସ୍ବାମୀ ନିଖୋଜ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ, ୨ ଅଟକ

ଖୋର୍ଦ୍ଧା ଅଫିସ,୧୬।୧୦: ବାଣପୁର ଥାନା ପଦନପୁର ଗାଁରେ ସୁଶାନ୍ତ ନାୟକ(୩୫) ମଙ୍ଗଳବାର ରାତିରୁ ନିଖୋଜ ଅଛନ୍ତି। ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ସ୍ବାମୀକୁ ହତ୍ୟା କରାଯାଇ ମୃତଦେହକୁ ଗାଏବ କରି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ୨…

ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର

ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ ଚିଆଁ ଫୁଟାଇବାରେ ସହାୟକ ହୋଇପାରୁଛି। ମା’ଙ୍କ ରୋଗ ଉପଶମ ହେଲା। ପୁଅ କିନ୍ତୁ ଅନ୍ୟ…

ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ ଏସ୍‌ଟିଏଫ୍‌…

କୁମାରପୂର୍ଣ୍ଣିମାରେ ଅଘଟଣ : ନୂଆ ଡ୍ରେସ୍‌ ନ ମିଳିବାରୁ ନାବାଳିକାଙ୍କ ଆତ୍ମହତ୍ୟା

ବାଳକାଟୀ,୧୪ା୧୦(ଡି.ଏନ.ଏ) : କୁମାର ପୂର୍ଣ୍ଣିମାରେ ନୂଆ ଡ୍ରେସ୍‌ ନ ମିଳିବାରୁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ସୂଚନା ମୁତାବକ, ରବିବାର କୁମାର ପୂର୍ଣ୍ଣିମା ଉତ୍ସବ…

ଖୋର୍ଦ୍ଧା-ନୟାଗଡ଼ ପାସେଞ୍ଜର ସମୟ ବଦଳିଲା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା-ନୟାଗଡ଼ ଚଳାଚଳ କରୁଥିବା ଦୁଇଟି ପାସେଞ୍ଜର ଟ୍ରେନର ସମୟ ସୂଚୀ ପରିବର୍ତ୍ତନ ହୋଇଛି। ଆସନ୍ତା ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଥିବା ସ୍ପେଶାଲ ସେବା ଏକ୍ସପ୍ରେସର ଚଳାଚଳକୁ ଅଧିକ ସୁବିଧାଜନକ କରବା ଲାଗି ଏହି ସମୟ ସାରଣୀ ବଦଳାଯାଇଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?