ଖୋର୍ଦ୍ଧା

ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଜନ ଅସନ୍ତୋଷ : ଅନ୍‌ଲାଇନ ଆବେଦନରୁ ବଞ୍ଚିତ ପ୍ରାର୍ଥୀ

ନିରାକାରପୁର,୨୬ା୭(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ବିଦ୍ୟୁତ୍‌ ସବ୍‌ଡିଭିଜନ ଅଧୀନ ନିରାକାରପୁର ସେକ୍‌ଶନରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ବର୍ତ୍ତମାନ ବର୍ଷାଋତୁ ଚାଲିଥିଲେ ମଧ୍ୟ କମ୍‌ ପରିମାଣରେ ବା ଆଦୌ ବର୍ଷା ହେଉ ନ ଥିବାରୁ…

ଶୋଚନୀୟ ହୋଇପଡ଼ିଛି ଧୋବାପଡ଼ିଆ ରାସ୍ତା : ମରାମତି ହେଉନି, ଦୁର୍ବଳ ଅବସ୍ଥାରେ ପୋଲ

ବୋଲଗଡ଼,୨୬ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ବଡକୁମାରୀ-ହାଟବସ୍ତ ରାସ୍ତା ମଧ୍ୟବର୍ତ୍ତୀ ଧୋବାପଡିଆଠାରେ ରହିଛି ଏକ ପୁରୁଣା ଦୁର୍ବଳ ପୋଲ। ପିଚୁ, କଂକ୍ରିଟ ଉଠିଯାଇଥିବାରୁ ପୋଲଟି ଦୁର୍ବଳ ଓ ବିପଜ୍ଜନକ ଅବସ୍ଥାରେ ରହିଛି। ତେବେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୋଲ ଓ ସଂଲଗ୍ନ ରାସ୍ତାଟିକୁ ମରାମତି…

ବୋଲ୍‌ବମ୍‌ ଧ୍ୱନୀରେ କମ୍ପିଲା ତାରେଶ୍ୱରଦେବ ପୀଠ

ବୋଲଗଡ଼,୨୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ତାରେଶ୍ୱରଦେବଙ୍କୁ ଶ୍ରାବଣ ମାସ ପ୍ରଥମ ସୋମବାର ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆ ଜଳଲାଗି କରିଛନ୍ତିି। ଏହି ଶିବଭକ୍ତଙ୍କ ବୋଲ୍‌ବମ୍‌ ଧ୍ୱନୀରେ ମନ୍ଦିର ପରିସର ପ୍ରକମ୍ପିତ ହେବା ସହ ସ୍ବତନ୍ତ୍ର…

ଉଚ୍ଚ ବିଦ୍ୟାଳୟରେ ଚାରାରୋପଣ

ବୋଲଗଡ଼,୧୬ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ମଙ୍ଗଳବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍‌ସିସି ଅଧିକାରୀ ଦିବାକର ସାହୁ, ଶିକ୍ଷୟିତ୍ରୀ/ଶିକ୍ଷକ, କ୍ୟାଡ଼େଟ୍‌ ଓ ଛାତ୍ରୀଛାତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।…

ଶ୍ରୀ ରାଧାକୃଷ୍ଣ, ମହାପ୍ରଭୁଙ୍କୁ ବ୍ରହ୍ମକମଳ ଅର୍ପଣ

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ନୂତନ ସତ୍‌ସଂଘ ମନ୍ଦିର ପରିସରରେ ଶନିବାର ରାତିରେ ୫ଟି ବ୍ରହ୍ମକମଳ ଫୁଲ ଫୁଟିଥିଲା। ଏହା ଦେଖି ସତ୍‌ସଂଘ କେନ୍ଦ୍ରର ଶ୍ରଦ୍ଧାଳୁମାନେ ଆନନ୍ଦରେ ଏହି ବିରଳ ଫୁଲଗୁଡ଼ିକୁ ମହାପ୍ରଭୁଙ୍କୁ ଅର୍ପଣ କରିଛନ୍ତି। କେନ୍ଦ୍ରର ସହପ୍ରତି ଋତ୍ୱିକ କେଶବ ଚନ୍ଦ୍ର…

ଏଟିଏମ୍‌ରୁ ବାହାରୁଛି ଚିରାଫଟା ନୋଟ୍‌

ରଣପୁର/ଟାଙ୍ଗୀ(ଖୋର୍ଦ୍ଧା)୧୫ା୭(ସ୍ବ.ପ୍ର./ଡି.ଏନ୍‌.ଏ.)-ରିଜର୍ଭ ବ୍ୟାଙ୍କ ଏଣିକି ଚିରାଫଟା, କଲମରେ ଲେଖା ଯାଇଥିବା, ଜରିପଡିଥିବା ନୋଟ୍‌କୁ ବ୍ୟବହାର ଅନୁପଯୋଗୀ ବୋଲି ଘୋଷଣା କରୁଥିବାବେଳେ ଏଟିଏମ୍‌ରୁ ଏଭଳି ଟଙ୍କା ବାହାରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ନୟାଗଡ଼ ଜିଲା ଚାନ୍ଦପୁର ଅଞ୍ଚଳରେ ରବିବାର ଏପରି ଏକ ଘଟଣା ଦେଖିବାକୁ…

ବଜ୍ରପାତ ନେଲା ଦୁଇ ଯୁବକଙ୍କ ଜୀବନ, ୩ ଗୁରୁତର

ଟାଙ୍ଗୀ(ଖୋର୍ଦ୍ଧା),୧୫ା୭(ଡି.ଏନ୍‌.ଏ.): ଟାଙ୍ଗୀ ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଦୁଇ ଯୁବକଙ୍କ ଜୀବନ ନେବା ସହ  ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଝରିଆ ଗ୍ରାମର ତୁଷାର ପଲେଇ(୧୯) ଓ ଟାଙ୍ଗୀ ଗ୍ରାମର ଚିତ୍ତରଞ୍ଜନ ରାଉତ(୩୮)। ଏଥିରେ ସୁଜିତ ସ୍ବାଇଁ,…

ଗାଁ ଦାଣ୍ଡରେ ଜମି ରହିଛି ବର୍ଜ୍ୟଜଳ : ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଅସନ୍ତୋଷ, ଡ୍ରେନେଜ୍‌ ଦାବି

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅସରଳା ଗ୍ରାମଦାଣ୍ଡରେ ବର୍ଜ୍ୟଜଳ ନିଷ୍କାସିତ ନ ହୋଇ ଗାଁ ଦାଣ୍ଡରେ ଜମି ରହିଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଉପଯୁକ୍ତ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ଗ୍ରାମର ୨ଟି ସ୍ଥାନରେ ବର୍ଷସାରା ଏଭଳି ଅବସ୍ଥା ଲାଗି ରହୁଥିବା…

ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ନିଃଶୁଳ୍କ ରୋଗ ନିରୂପଣ କେନ୍ଦ୍ରରେ ତାଲା; ଘରୋଇ କେନ୍ଦ୍ର ଉପରେ ନିର୍ଭରକରି ରୋଗୀ ଶୋଷଣର ଶିକାର

ବାଲୁଗାଁ,୧୨ା୭ (ଡି.ଏନ.ଏ.): ସ୍ବାସ୍ଥ୍ୟ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ହେତୁ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ସମ୍ପ୍ରତି ବହୁବିଧ ସମସ୍ୟା ଦେଇ ଗତି କରୁଛି| ଦୀର୍ଘବର୍ଷ ହେଲା ଏଠାରେ ଡାକ୍ତର ସମସ୍ୟା ଲାଗିରହିଥିବାରୁ ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚତ୍ତ ହେଉଛନ୍ତି ା ଅନ୍ୟପକ୍ଷରେ…

ବିଦ୍ୟାଳୟ ନିକଟ ରାସ୍ତା କର୍ଦ୍ଦମାକ୍ତ, ମରାମତି ଦାବି

ବୋଲଗଡ଼,୧୧ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବଡ଼କୁମାରୀ ପଞ୍ଚାୟତ ଅନ୍ତର୍ଗତ ହାଟବସ୍ତସ୍ଥିତ ମା’ ଯୋଗମାୟା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ଯାଇଥିବା ରାସ୍ତାଟି ବର୍ଷା ଯୋଗୁ ଅତି କର୍ଦ୍ଦମାକ୍ତ ଅବସ୍ଥାରେ ରହିଛି। ବିଦ୍ୟାଳୟଟି ହାଟବସ୍ତଠାରୁ କୋଡପଡ଼ା ରାସ୍ତାର ମଧ୍ୟସ୍ଥଳରେ ରହିଛି। ମାତ୍ର ବିଦ୍ୟାଳୟଠାରୁ କୋଡପଡ଼ା ଓ ଖଲ୍ଲିକୋଟ…

ଗାଁ କଲ୍ୟାଣ ସମିତି କାର୍ଯ୍ୟ ନିମନ୍ତେ ରାଜି ନୁହନ୍ତି ଅଙ୍ଗନୱାଡି କର୍ମୀ: ବିଡିଓ, ସିଡିପିଓ ଓ ପ୍ରୋଗ୍ରାମ ଅଧିକାରୀଙ୍କୁ ଦାବିପତ୍ର

ବୋଲଗଡ଼,୧୦ା୭(ଡି.ଏନ୍‌.ଏ.)-ଗାଁ କଲ୍ୟାଣ ସମିତି କାର୍ଯ୍ୟ ଗ୍ରହଣ ନିମନ୍ତେ ଅଙ୍ଗନଓ୍ବାଡି କର୍ମୀମାନେ ରାଜି ହେଉ ନ ଥିବା ଜଣାପଡ଼ିଛି। ଏହି କାର୍ଯ୍ୟରେ ସାମିଲ ନ ହେବା ପାଇଁ ଅଙ୍ଗନୱାଡ଼ି କର୍ମୀମାନେ ମଙ୍ଗଳବାର ଏକ ଦାବିପତ୍ର ବୋଲଗଡ଼ ସିଡିପିଓଙ୍କୁ ପ୍ରଦାନ କରିଛନ୍ତି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି

ବୋଲଗଡ଼,୯ା୭(ଡି.ଏନ.ଏ.)-ବୋଲଗଡ଼ ବ୍ଲକ କାର୍ଯ୍ୟାଳୟସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଗୃହର ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲାପାଳ ସୀତାଂଶୁୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଏସ୍‌ପି ଅମୂଲ୍ୟ କୁମାର ଦାଶ, ଗ୍ରାମ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri