ଖୋର୍ଦ୍ଧା

ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କଲେ ଆଇନମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୫ା୫: ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ…

ପାଣ୍ଡିଆନଙ୍କ ବୁଦ୍ଧିରେ ନବୀନ ସରକାରଙ୍କ ପରି ମମତା ସରକାର ଧ୍ୱଂସ ହେବ: ପ୍ରିୟଦର୍ଶନ

ଭୁବନେଶ୍ୱର,୫।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୋମବାର ଗଣମାଧ୍ୟମକୁ ବିସ୍ଫୋରକ…

ଟାଙ୍ଗୀ ଖବରଦାତା ସଂଘ ପାଳନ କଲା ଶ୍ରମିକ ଦିବସ

ନିରାକାରପୁର, ୧।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ସ୍ଥିତ ଶ୍ରୀରାମ ମନ୍ଦିରରେ ଥିବା ପାଠାଘର କକ୍ଷରେ ଗୁରୁବାର ଟାଙ୍ଗୀ ବ୍ଲକ ଖବରଦାତା ସଂଘ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି…

ଅସଲି ବୋତଲରେ ବିକୁଥିଲେ ନକଲି ମଦ, ୨ ଜଣଙ୍କୁ ବାନ୍ଧିଲା ଖୋର୍ଦ୍ଧା ଅବକାରୀ ଟିମ୍‌

ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରରେ ପାନ ଦୋକାନରେ ଚାଲିଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତି ଏବଂ ବିକ୍ରୟ। ଏ ନେଇ ଖବର ପାଇ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସହରରେ ଥିବା ପେଟ୍ରୋଲ ପମ୍ପ ଛକରେ ୨ଟି ପାନ…

‘ରାଜ୍ୟ ସରକାର କୃଷକଙ୍କ ସୁଖ-ସମୃଦ୍ଧିକୁ ନେଇ ସମ୍ପୂର୍ଣ୍ଣ ପ୍ରତିବଦ୍ଧ’

ଖୋର୍ଦ୍ଧା,୩୦ା୪(ପ୍ରଭାତ ପାଣିଗ୍ରାହୀ): ‘କୃଷି’ ହେଉଛି ଆମ ଅସ୍ତିତ୍ୱର ମୂଳ ଆଧାର। ଏହି କ୍ଷେତ୍ରରେ କୃଷକମାନେ ତାଙ୍କର ଅଦମ୍ୟ ପରିଶ୍ରମ, ଆଶା ଓ ଆତ୍ମବଳ ଦ୍ବାରା ଆଜି ଓଡ଼ିଶାକୁ ଆତ୍ମନିର୍ଭର ଓ ସମୃଦ୍ଧିମୟ କରିଛନ୍ତି। ରାଜ୍ୟ ସରକାର ମଧ୍ୟ କୃଷକଙ୍କ ସୁଖ ଓ…

ଅଖିମୂଠି ଅନୁକୂଳ କଲେ ଆଇନମନ୍ତ୍ରୀ: ହଳଲଙ୍ଗଳ ଯୋଚି ବୁଣିଲେ ବିହନ

ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ) : ଆଜି ପବିତ୍ର ‘ଅକ୍ଷୟ ତୃତୀୟା’। ଏହି ଅବସରରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୁରୁଜଙ୍ଗଠାରେ ଚାଷୀ ଭାଇ ମାନଙ୍କ ଉପସ୍ଥିତିରେ ଭୂମିପୂଜନ ପରେ ଅଖିମୁଠି ଅନୁକୂଳ କରିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ପରମ୍ପରା ଅନୁସାରେ ଭୂମି ପୂଜନ…

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ ଜ୍ୱାଇଁଙ୍କ ଜୀବନ ଯାଇଛି। ମୃତ ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ ଓ ସ୍ତ୍ରୀ ଗୁରୁତର ହୋଇ…

ନିଆଁ ଲାଗି ୧୫ ବଖରା ପାଉଁଶ

ଖୋର୍ଦ୍ଧା,୨୬।୪: ଖୋର୍ଦ୍ଧା ଟାଙ୍ଗୀ ଥାନା ବିନ୍ଧାଣିଆ ଗାଁରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୫ ପରିବାରର ୧୫ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଫଳରେ ପରିବାର ଲୋକେ ସମ୍ପୂର୍ଣ୍ଣ ବାସହରା ହୋଇପଡିଛନ୍ତି। ନିଆଁ ଲାଗିବାର ପ୍ରକୃତ କାରଣ…

ଛପରଫାଡିକି ଦେଲେ ଭଗବାନ୍‌ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍‌

ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧିନ ଦେଉଳିଆପାଟଣା…

ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…

ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର ନିର୍ଦ୍ଦେଶକ ଶୁଭମ ସକ୍ସସେନା, ରାଜସ୍ବ ବିଭାଗଦ୍‌ର ଯୁଗ୍ମ ସଚିବ ପ୍ରଦୀପ ସାହୁ ବିଭାଗୀୟ ଅଧିକାରୀଙ୍କ…

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତମାନେ ହେଲେ…

ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ

ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ ଚାକିରୀ ଦେବାର ମିଛ ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?