ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି
ନିରାକାରପୁର, ୨୬।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା କାଟି ହୁଣ୍ଡି, ଆଲମାରି ଏବଂ ସାଇ ବାବା ଲଗାଇଥିବା ରୁପାର ମୁକୁଟକୁ…
ଯାଁଳାରେ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ
ଯାଁଳା,୨୫ା୮(ଡି.ଏନ.ଏ): ଜଟଣୀ ବ୍ଲକ ଯାଁଳା ପଞ୍ଚାୟତ ଅନ୍ତର୍ଗତ ଓଗାଳପଡ଼ା ଶିଳ୍ପାଞ୍ଚଳରେ ଥିବା ସାଇକୃପା ଚନ୍ଦନ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଶିନ୍ ଏବଂ ବିଭିନ୍ନ ପ୍ଲାଷ୍ଟିକ ସାମଗ୍ରୀ ପୋଡି ଯାଇଛି। ରବିବାର ସକାଳେ ଏହି ଅଗ୍ନିକାଣ୍ଡ ଘଟିଥିଲା।…
ଛିନ୍ତାଇ ବେଳେ ବାଇକ୍ରୁ ପଡି ଯୁବତୀ ମୃତ
ଖୋର୍ଦ୍ଧା ଅଫିସ/ ବାଲୁଗାଁ, ୨୪।୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୋଲକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ବାଲୁଗାଁ ଥାନା ନାଭାଲ ଫାଣ୍ଡି ନିକଟ ନୂଆଗଡ ଓଭର ବ୍ରିଜ ପାଖରେ ଶନିବାର ସନ୍ଧ୍ୟାରେ ଛିନ୍ତାଇ ବେଳେ ବାଇକରୁ ପଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି।…
ପାଇପରେ ୫୦ ଫୁଟର ବର ଚେର କଢାଗଲା : ୬ ମାସ ବନ୍ଦ ପରେ ଜଳଯୋଗାଣ ହେଲା ସ୍ବାଭାବିକ
ଖୋର୍ଦ୍ଧା ଅଫିସ, ୨୪।୮: ଜଟଣୀ ବ୍ଲକ ପଳାସପୁରର ପାନୀୟଜଳ ପ୍ରକଳ୍ପର ପ୍ଲାଷ୍ଟିକ ପାଇପକୁ ବରଚେର ଫଟାଇ ବଢୁଥିବାରୁ ପ୍ରାୟ ୬ ମାସ ହେଲା ସ୍ଥାନୀୟ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିଲା। ତେବେ କୁମ୍ଭାରସାହି ନିକଟରେ ପାଣି ଲିକ୍ ହେବାରୁ…
ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା: ରାସ୍ତାରେ ଯାଉଛି ନର୍ଦ୍ଦମା ଜଳ
ଖୋର୍ଦ୍ଧା ଅଫିସ, ୨୪।୮: ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା କରି ନିର୍ମାଣ କରାଗଲା ଡ୍ରେନ। ଏଣୁ ବର୍ଷା ହେଲେ ବର୍ଷାଜଳ ସହ ନର୍ଦ୍ଦମା ଜଳ ରାସ୍ତା ଉପରେ ଯାଉଛି। ଠିକାଦାର ଡ୍ରେନ ନିର୍ମାଣ କରି ସରକାରୀ ଅନୁଦାନକୁ ହାତେଇ ନେଲେ। ପାଣି…
ମଦ ନିଗମ ସମ୍ମୁଖରେ ଶ୍ରମିକଙ୍କ ଧାରଣା
ଖୋର୍ଦ୍ଧା ଅଫିସ, ୨୩।୮: ଛଟେଇ ବନ୍ଦ କରିବା, ଲୋଡିଂ ଅନଲୋଡିଂ ଗୋଟିଏ ପେଟି ପ୍ରତି ୧ ଟଙ୍କା କରାଇବା ଓ ଦାୟିତ୍ୱ ନ ପାଇ ସବୁ କାମରେ ହସ୍ତକ୍ଷେପ କରୁଥିବା ଜଣେ ବ୍ୟକ୍ତିଙ୍କୁ ହଟାଇବା ଦାବି ନେଇ ଶୁକ୍ରବାର ପୂର୍ବାହ୍ନ ୯ଟାରୁ…
ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା
ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି। ତେବେ ଚାଳକ ଜଣକ ଅଳ୍ପକେ ବର୍ତ୍ତୀ…
ବେଲପଡ଼ା ଛକ ନିକଟରେ ଦୁର୍ଘଟଣା: ଟ୍ରକ୍କୁ ପଛରୁ ପିଟିଲା ଟ୍ରକ୍; ୨ ମୃତ, ୧ ଆହତ
ଖୋର୍ଦ୍ଧା ଅଫିସ,୨୧।୮: ୧୬ନଂ ଜାତୀୟ ରାଜପଥ ବେଲପଡ଼ା ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଡ୍ରାଇଭର ଟାଙ୍ଗୀ ଅଞ୍ଚଳର ମୁନା ପାତ୍ର ଓ…
ରାସ୍ତାକଡ଼ରୁ ଉଦ୍ଧାର ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ସଦର ଥାନା ଗୁଡୁମ ବେରୁଁଆ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ଅଜଣା ବ୍ୟକ୍ତିଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ତାଙ୍କ ବୟସ ୩୫ରୁ ୪୫ ବର୍ଷ ମଧ୍ୟରେ ବୋଲି ଅନୁମାନ କରାଯାଉଛି। ତେବେ ତାଙ୍କର ପରିଚୟ ମିଳିପାରି…
ପରିବହନ ବିଭାଗ ତରଫରୁ ବେଆଇନ ବସ୍ ଯାଞ୍ଚ: ବିନା ଅନୁମତିରେ ଚଳାଚଳ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ
ଟାଙ୍ଗୀ(ଖୋର୍ଦ୍ଧା),୨୧।୮(ଡି.ଏନ.ଏ.)-ଭୁବନେଶ୍ୱର, ବାଲୁଗାଁ, ଆସିକା ଓ ବ୍ରହ୍ମପୁର ଅଭିମୁଖେ ବସ୍ଗୁଡ଼ିକ ବେଆଇନ ଭାବେ ଯାତାୟାତ କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ତେଣୁ ମଙ୍ଗଳବାର ପରିବହନ ବିଭାଗ ତରଫରୁ ଯାଞ୍ଚ ଆରମ୍ଭ ହୋଇଯାଇଛି । ଖୋର୍ଦ୍ଧା ଜିଲା ଏନ୍ଫୋର୍ସମେଣ୍ଟ ସ୍କ୍ବାଡର ମୁଖ୍ୟ ମାନା ସିଂହଙ୍କ…
ବଡପାରୀରେ ଏମ୍ପି ଅପରାଜିତାଙ୍କୁ ନାଗରିକ ସମ୍ବର୍ଦ୍ଧନା
ଟାଙ୍ଗୀ(ଖୋର୍ଦ୍ଧା),୧୯ା୮(ଡି.ଏନ.ଏ.)-ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡପାରୀ ଗ୍ରାମସ୍ଥିତ ସିଭିଲ୍ ସୋସାଇଟି ତରଫରୁ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ରବିବାର ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଅଛି। ଷଡ଼ଙ୍ଗୀ ଗ୍ରାମରେ ପହଞ୍ଚତ୍ବା ପରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏମ୍ପିଙ୍କ ସହ ଭାଜପା ନେତା…
ବିଚ୍ଛିନ୍ନ ହୋଇ ରହିଛି ହିରିମୂଳ ଗାଁ: ଦାଣ୍ଡରେ ଦେଢ ଫୁଟ ପାଣି, ପିଲାଙ୍କ ପାଠପଢ଼ାରେ ଡୋରି
ଖୋର୍ଦ୍ଧା ଅଫିସ,୧୮।୮: ବନ୍ୟାଜଳ ହ୍ରାସ ପାଉଥିବାରୁ ପରିସ୍ଥିତିରେ ସୁଧାର ଆସୁଛି। ତେବେ ଓରବରସିଂ ପଞ୍ଚାୟତର ହିରିମୂଳ ଗାଁ ବିଚ୍ଛିନ୍ନ ହୋଇରହିଛି। ଗାଁ ଦାଣ୍ଡରେ ଦେଢ ଫୁଟ ପାଣି ଜମିିଛି। ଚତୁଃଦିଗ ଜମି ଓ ରାସ୍ତା ଉପରେ ୪ରୁ ୭ ଫୁଟ ପାଣି…

