ଖରାରେ ଓଭରବ୍ରିଜ୍ ଉପରେ କାମ କରୁଛନ୍ତି ଶ୍ରମିକ: ବିପଜ୍ଜନକ କାର୍ଯ୍ୟ ସତ୍ତ୍ୱେ ନୀରବ ଶ୍ରମ ବିଭାଗ
ନିରାକାରପୁର,୧୯ା୬(ଡି.ଏନ୍.ଏ.)-ବର୍ତ୍ତମାନ ମଧ୍ୟ ଅନେକ ସ୍ଥାନରେ ତାତି କମିନାହିଁ। ତେଣୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିପଜ୍ଜନକ ଭାବେ କୌଣସି ଶ୍ରମିକ କାର୍ଯ୍ୟ କରିବା ସରକାରୀ ନିୟମ ବିରୁଦ୍ଧ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର ଷ୍ଟେଶନ ପରିସରରେ…
ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା
ବୋଲଗଡ଼/ଭାପୁର,୧୭ା୬(ଡି.ଏନ୍.ଏ.)-ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ ବୋଲଗଡ଼ଠାରେ ରବିବାର ସକାଳେ ଏକ କାର୍ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଭାପୁର ବ୍ଲକ ମନ୍ଦାର ବେରେଣୀ ଗ୍ରାମବାସୀ ତଥା ପୂର୍ବତନ ସରପଞ୍ଚ ନାରାୟଣ ତ୍ରିପାଠୀଙ୍କ ପୁଅ ଦେବାଶିଷ(୨୩)।…
ଶ୍ରମିକଙ୍କ ମୃତ୍ୟୁ: ଅଂଶୁଘାତ ଅଭିଯୋଗ
ନିରାକାରପୁର,୧୨ା୬(ଡି.ଏନ୍.ଏ.)-ଟ୍ରାକ୍ଟରରୁ ବାଲି ଅନ୍ଲୋଡ୍ କରୁଥିବା ସମୟରେ ମଙ୍ଗଳବାର ପୂର୍ବାହ୍ନ ୧୦.୩୦ରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନନପଡା ଗ୍ରାମର ଅଭିମନ୍ୟୁ ପ୍ରଧାନ(୪୯) ା ସେ ସ୍ଥାନୀୟ ଆର୍ଡି କାର୍ଯ୍ୟାଳୟ ନିକଟରେ ରହୁଥିଲେ…
ରେଲଓ୍ବେ ପକ୍ଷରୁ ନିମ୍ନମାନର ରାସ୍ତା ନିର୍ମାଣ: ସ୍ଥାୟୀତ୍ୱ ନେଇ ଅଭିଯୋଗ କଲେ ଗ୍ରାମବାସୀ
ବାଲିଆ,୭।୬: ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ କଟକ-ପାରାଦୀପ ରେଳପଥର ଗୋଠପଦାଠାରେ ୧୪ନଂ. ଫାଟକ ଠାରୁ ୧୫ନଂ. ଫାଟକ ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ନିମନ୍ତେ ରେଲଓ୍ବେ ପକ୍ଷରୁ ନୂତନ ରାସ୍ତା ନିର୍ମାଣ କରାଯାଉଛି। ତେବେ ଏହି ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ…
ଟାଙ୍ଗୀରେ ପାନୀୟ ଜଳ ସମସ୍ୟା : ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହନ୍ତସନ୍ତ
ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ ଦାୟୀ ବୋଲି ବିଭିନ୍ନ ମହଲରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରତ୍ନମାଳୀ ପାହାଡ଼ ପାଦଦେଶ ଓ…
ପଥିକଙ୍କୁ ଦହି ସରବତ ବଣ୍ଟନ
ବୋଲଗଡ଼,୫ା୬(ଡି.ଏନ.ଏ.)-ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବୋଲଗଡ଼ ବ୍ଲକ ଗେଡିଆପଲ୍ଲୀଠାରେ ସ୍ଥାନୀୟ ଯୁବକମାନେ ମଙ୍ଗଳବାର ପଥିକଙ୍କୁ ଥଣ୍ଡା ଦହି ସରବତ ବଣ୍ଟନ କରିଛନ୍ତିି। ବାଘମାରୀ-କଣ୍ଟିିଲୋ ରାସ୍ତାରେ ଯାତାୟାତ କରୁଥିବା ପଥିକମାନଙ୍କୁ ଗେଡ଼ିଆପଲ୍ଲୀଠାରେ ଘୋଳଦହି ଏବଂ ଥଣ୍ଡା ପାନୀୟ ପିଇବାକୁ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ…
ଆଗକୁ ବର୍ଷା ଋତୁ : ସରିନିି ରାସ୍ତା ମରାମତି
ବୋଲଗଡ଼,୩୧ା୫(ଡି.ଏନ.ଏ.)-ଆଗକୁ ବର୍ଷା ଋତୁ। ଜୁନ୍ ୩ୟ ସପ୍ତାହରେ ମୌସୁମୀ ଆସିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ବର୍ଷା ପୂର୍ବରୁ ବୋଲଗଡ଼ ବ୍ଲକ ଅଞ୍ଚଳରେ ରାସ୍ତା ମରାମତି କାର୍ଯ୍ୟ ସରିନି କିମ୍ବା ନୂତନ ଭାବେ ନିର୍ମିତ ୨ଟି ସେତୁର ଆପ୍ରୋଚ…
Archives


