ଖୋର୍ଦ୍ଧା

ଅସ୍ତିତ୍ୱ ଖୋଜୁଛି ଖୋର୍ଦ୍ଧାଗଡ଼

ଖୋର୍ଦ୍ଧା,୧୮ା୮(ପ୍ରଭାତ ପାଣିଗ୍ରାହୀ): ଐତିହ୍ୟ, ସଂସ୍କୃତି ହେଉଛି ଗୋଟିଏ ଜାତିର ପରିଚୟ। ଏହା ଲୁପ୍ତ ହୋଇଗଲେ, ସେହି ଜାତିର ଅସ୍ତିତ୍ୱ ହଜିଯାଏ। ଏହିକ୍ରମରେ ଗରିମାମୟ ଐତିହ୍ୟକୁ ନିଜ ବକ୍ଷରେ ଜାବୁଡି ଧରି ଦଣ୍ଡାୟମାନ ରହିଛି ଖୋର୍ଦ୍ଧାଗଡ଼। ଅତୀତର ସ୍ମୃତିକୁ ସାଉଁଟି ରଖିଥିବା...

କୋର୍ଟଙ୍କ ନିର୍ଦ୍ଦେଶରେ ମାଟିରେ ମିଶିଲା ଜବରଦଖଲକାରୀଙ୍କ ଘର

ନିରାକାରପୁର,୧୬ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଜମି ଅବରୋଧ ମାମଲାରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ତହସିଲ ପକ୍ଷରୁ ବୁଧବାର ଜବରଦଖଲ ଉଚ୍ଛେଦ କରାଯାଇଛି। ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ଟାଙ୍ଗୀ ତହସିଲ ଅନ୍ତର୍ଗତ ଓଳସିଂହ ପଞ୍ଚାୟତ ଗୟାବନ୍ଧ ଗ୍ରାମର ମହେନ୍ଦ୍ର ଭୁଜବଳ...

ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ, ଦେଶର ବିକାଶରେ ସହଭାଗୀ ହୁଅନ୍ତୁ

ଖୋର୍ଦ୍ଧା,୧୫।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ପଡିଆଠାରେ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ।...

ମହିଳାଙ୍କୁ ଦଳିଦେଲା ହାତୀ

ବାଣପୁର,୧୪ା୮(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ପୁଞ୍ଜିଆମା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ସୋମବାର ସକାଳୁ ପାଣ୍ଡବ ପ୍ରଧାନଙ୍କ ସ୍ତ୍ରୀ ରଞ୍ଜନା ଘର ପଛପଟ ବିଲକୁ ଯାଇଥିବା ବେଳେ ହଠାତ୍‌ ଏକ...

ଅଟ୍ରୀ ଉଷ୍ଣ ପ୍ରସ୍ରବଣ ବିକାଶ ପାଇଁ ନକ୍ସା ପ୍ରସ୍ତୁତ

ବାଘମାରୀ,୧୪।୮(ଶୁଭକାନ୍ତ ମହାପାତ୍ର): ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘମାରୀ ପଞ୍ଚାୟତର ଅନତୀ ଦୂରରେ ରହିଛି ବାବା ହଟକେଶ୍ୱରଙ୍କ ପୀଠ। ଏଠାରେ ଥିବା ଅଟ୍ରୀ ଉଷ୍ଣ ପ୍ରସ୍ରବଣ ଅବହେଳିତ ଅବସ୍ଥାରେ ରହିଛି। ତେବେ ସ୍ଥାନୀୟ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ପ୍ରତିଶ୍ରୁତି ମୁତାବକ...

ଗର୍ଭବତୀଙ୍କୁ ପିଟି ହତ୍ୟା ଅଭିଯୋଗ

ଖୋର୍ଦ୍ଧା,୧୩ା୮(ପ୍ରଭାତ ପାଣିଗ୍ରାହୀ): ସଦରଥାନା ଅନ୍ତର୍ଗତ ନିଜିଗଡ଼ ତାପଙ୍ଗଗଡ଼ ସାହିରେ ଗର୍ଭବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶାଶୁଘର ପରିବାରଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ମୃତକାଙ୍କ ମାଆ ଭାନୁମତି ଦେଇ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସ୍ବାମୀଙ୍କୁ...

୮ ଶ୍ରେଣୀକୁ ୫ ଶିକ୍ଷକ

ବୋଲଗଡ଼,୧୩ା୮(ଦେବବ୍ରତ ହୋତା)ବିଦ୍ୟାଳୟର ଉନ୍ନତୀକରଣ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହିତ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନାସବୁ କେଉଁଠି ପହଞ୍ଚୁଛି ତ କେଉଁଠି ପହଞ୍ଚି ପାରୁନାହିଁ। ଫଳରେ ଅନେକ ସ୍ଥାନରେ...

ଜରାଜୀର୍ଣ୍ଣ ଅବସ୍ଥାରେ ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ

ବୋଲଗଡ,୧୧।୮(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡରେ ଥିବା ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ଟେଲିଫୋନ ଏକ୍ସଚେଞ୍ଜ କାର୍ଯ୍ୟାଳୟଟି ଜରାଜୀର୍ଣ୍ଣ ହୋଇପଡିରହିଛି। ଆଗରୁ ଏହା ଭଡାଘରେ କାର୍ଯ୍ୟ କରୁଥିଲା ବେଳେ ୨୦୦୦ ମସିହାରେ ବୋଲଗଡର କେନ୍ଦ୍ରସ୍ଥଳରେ ଏକ ସୁଦୃଶ୍ୟ ଅଟ୍ଟାଳିକା ନିର୍ମାଣ...

ଖୋଲୁଛି ପ୍ରକାଶଙ୍କ କଳା ସାମ୍ରାଜ୍ୟ ଗୁମର

ଖୋର୍ଦ୍ଧା,୧୧ା୮(ପ୍ରଭାତ ପାଣିଗ୍ରାହୀ): ପୂର୍ବତନ ଖୋର୍ଦ୍ଧା ବ୍ଲକ ବିଜେଡି ସଭାପତି ପ୍ରକାଶ ରାଉତରାୟଙ୍କ କଳା ସାମ୍ରାଜ୍ୟର କାହାଣୀ ଧୀରେ ଧୀରେ ଖୋଲୁଛି। ବଡ଼ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିବାବେଳେ ୪ଜଣଙ୍କୁ ସୋମବାର ଭୁବନେଶ୍ୱର କମିଶନରେଟ ପୋଲିସ କଳିଙ୍ଗବିହାରରୁ ଗିରଫ କରିଥିଲା। ଏମାନଙ୍କ...

ମହାନଦୀରେ ବୁଡ଼ି ୨ ଛାତ୍ର ନିଖୋଜ

ବାରଙ୍ଗ,୯।୮(ଲିଙ୍ଗରାଜ ରାଉତ): ନରାଜ ପାଖ ମହାନଦୀରେ ମଙ୍ଗଳବାର ବୁଡ଼ିଯାଇ ୨ଜଣ ଛାତ୍ର ନିଖୋଜ ହୋଇଛନ୍ତି। ସେମାନେ ହେଲେ କଟକସ୍ଥିତ ମଙ୍ଗଳାବାଗ ଅଞ୍ଚଳର ଆଦିତ୍ୟ ଅଭିଷେକ ମଲ୍ଲିକ ଓ ଦେଉଳ ସାହିର ଦେବପ୍ରିୟ ଚୌଧୁରୀ। ଏମାନେ କଟକ ଷ୍ଟୁଆଟର୍‌ସ ସ୍କୁଲରେ ପଢୁଥିବା...

ବନ୍ୟାଜଳ କମୁଛି, ଦୁର୍ଦ୍ଦଶା ବଢୁଛି

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ମହାନଦୀ ଫୁଲୁଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଲକ ଓରବସିଂ ପଞ୍ଚାୟତର ହିରିମୂଳ ଗ୍ରାମ ପାଣିଘେରରେ ରହି ବାହ୍ୟଜଗତରୁ ବିଛିନ୍ନ ହୋଇପଡ଼ିଛି। ଡିହଖଳା, ଦୁର୍ଗାପୁର, ମାନପୁର ଓ ଧବଳପୁର ଗ୍ରାମ ପାଣିଘେରରେ ରହିଥିଲା। ଏବେ ଏହି ଗାଁଗୁଡିକରୁ ବନ୍ୟାଜଳ...

କେନାଲ ବନ୍ଧରେ ୨୦ ଫୁଟର ଘାଇ

ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ଅଚାନକ ବନ୍ଧ ଭାଙ୍ଗିବା ଫଳରେ ସ୍ଥାନୀୟ ନର୍ସରୀ ଆଉ କଲେଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri