ଖୋର୍ଦ୍ଧା

ବିଭିନ୍ନ ଦାବି ନେଇ ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଉପଭୋକ୍ତା

ନିରାକାରପୁର,୩୦।୮(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ଦାବି ନେଇ ୭/୮ ଟି ପଞ୍ଚାୟତର ସହ ସହ ଉପଭୋକ୍ତା ମାନେ ନିରାକାରପୁର ବିଦ୍ୟୁତ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମାନରେ ଆଜି ଧାରଣା ଦେଇଛନ୍ତି। ଧାରଣା କରି ଉପଭୋକ୍ତାମାନେ ଅଭିଯୋଗ କରୁଛନ୍ତି, ଟାଟା...

ପୁଣି ଦନ୍ତା ହାତୀର ମୃତ୍ୟୁ କାରଣ ଖୋଜୁଛି… 

ନିରାକାରପୁର,୩୦।୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନରେ ଥିବା ଓଳସିଂ ପଞ୍ଚାୟତ ଡମଣଭୂମିସ୍ଥିତ ଭଣ୍ଡାରୀଝରଠାରେ ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଜବତ କରିଛି। ତେବେ ହାତୀଟିର ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ଖବରପାଇ ଭୂଷଣ୍ଡପୁର ଫରେଷ୍ଟର...

ଖୋଲା ଖଣି ପାଲଟିଛି ମରଣଯନ୍ତା

ବେଗୁନିଆ,୩୦।୮(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅଞ୍ଚଳରେ ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଛନ୍ତି। ପ୍ରଶାସନର ଚଢ଼ାଉ ପୂର୍ବରୁ ମାଫିଆମାନେ ଘଟଣାସ୍ଥଳରୁ ଫେରାର ହୋଇଯାଉଥିବା ବେଳେ କେବଳ...

୫ ଛୁଆ ଜନ୍ମଦେଲା ସିଂହୀ ‘ବିଜ୍‌ଲୀ’

ବାରଙ୍ଗ,୩୦।୮(ଲିଙ୍ଗରାଜ ରାଉତ):ନନ୍ଦନକାନନର ଅନ୍ୟତମ ଆକର୍ଷଣ ସିଂହୀ ବିଜ୍‌ଲୀ ଗୁରୁବାର ୫ ଛୁଆ ଜନ୍ମ ଦେଇଛି। ୨୦୨୦ ମସିହାରେ ବିଜ୍‌ଲୀକୁ ଇନ୍ଦୋର ପ୍ରାଣୀ ଉଦ୍ୟାନରୁ ନନ୍ଦନକାନନକୁ ଅଣାଯାଇଥିଲା। ଏଥର ସିଂହ ‘ସମ୍ରାଟ’ ସହ ମିଶି ୪ର୍ଥ ଥର ପାଇଁ ୯ ବର୍ଷୀୟା...

ବଜ୍ରପାତରେ ଟଳିପଡ଼ିଲେ ଶ୍ରମିକ, ୩ ଆହତ

ନିରାକାରପୁର,୨୯ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲାର ନିରାକାରପୁର ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ...

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟଣା: ୩ ଗିରଫ

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ମୁକୁନ୍ଦପ୍ରସାଦର ମହମ୍ମଦ ସାଜିବ ଓରଫ ସାଜୁ ହତ୍ୟାାକାଣ୍ଡରେ ଶିଳ୍ପାଞ୍ଚଳ ପୋଲିସ ୩ ଅଭିଯୁକ୍ତଙ୍କ ଗିରଫ କରିଥିବା ଏସପି ଅବିନାଶ କୁମାର ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ମୁକୁନ୍ଦପ୍ରସାଦ ପୋଡାସାହିର ବିଶ୍ବଜିତ ମହାରଣା(୧୯) ଓରଫ ମିକିନା, ମୁକେଶ...

ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା

ଖୋର୍ଦ୍ଧା,୨୫।୮: ଖୋର୍ଦ୍ଧା ଟାଉନ ଥାନା ବଜାରରେ ରବିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତକ ହେଲେ ଶେଖ...

ଭଡ଼ାଘରେ ଚାଲିଛି ଅବକାରୀ ଥାନା

ବେଗୁନିଆ,୨୫ା୮(ସନ୍ଧ୍ୟାରାଣୀ ମିଶ୍ର): ବେଗୁନିଆରେ ୨୦୨୧ ମସିହାରୁ ଅବକାରୀ ଥାନା ଖୋଲିବା ଦିନଠାରୁ ଭଡ଼ାଘରେ ଚାଲିଛି। ତେବେ ଥାନାର ନିଜସ୍ବ ନୂତନ ଗୃହ ବେଗୁନିଆ ନିକଟ କୁଶପଲାଠାରେ ନିର୍ମାଣ ସରିଥିଲେ ମଧ୍ୟ ସ୍ଥାନାନ୍ତର ନ ହୋଇ ଭଡ଼ାଘରେ ଚାଲିଛି। ନୂତନ ଗୃହକୁ...

ଆଉ ନାହାନ୍ତି ପ୍ରତିଷ୍ଠିତ ନୃତ୍ୟଗୁରୁ ସାନ୍ତା ରାଓ

ଜଟଣୀ,୧୫।୮(ରବିନ୍ଦ୍ରନାଥ ମହାକୁଡ଼): ଆଜି ସମଗ୍ର ଅଞ୍ଚଳରେ ସ୍ବାଧୀନତା ଦିବସକୁ ବେଶ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଉଥିଲା ବେଳେ ଜଟଣୀ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଟଣୀର ପ୍ରତିଷ୍ଠିତ ନୃତ୍ୟ ଗୁରୁ ସାନ୍ତା ରାଓ ସ୍ଥାନୀୟ ମଧୁସୁଦନ ନଗର...

୨୦୩୬ ଓଡିଶା ପାଳିବ ଶତାବ୍ଦୀର ବର୍ଷ

ଖୋର୍ଦ୍ଧା,୧୫।୮(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୮୍‌ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ଓ ବୟନଶିଳ୍ପ ମନ୍ତ୍ରୀ ସନନ୍ଦ ପଦ ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ...

ଦୃଷ୍ଟିବାଧିତ ରଘୁଙ୍କ ଭିକ୍ଷାବୃତ୍ତି ଅର୍ଥରେ ଶନିମନ୍ଦିର ନିର୍ମାଣ

ଖୋର୍ଦ୍ଧା,୧୨ା୮(ପ୍ରଭାତ ପାଣିଗ୍ରାହୀ):ଗଜପତି ଜିଲା କୋଦୁଣୀ ଗ୍ରାମର ରଘୁ ରାଉତ। ଜନ୍ମରୁ ଦୃଷ୍ଟିଶକ୍ତି ହରାଇଛନ୍ତି। ପିଲାଦିନୁ ଘର ଛାଡ଼ି ଭିକ୍ଷାବୃତ୍ତି କରନ୍ତି। ପରିଣତ ବୟସରେ ଭିକ୍ଷାବୃତ୍ତି କରି ଯାହା ଅର୍ଥ ସଞ୍ଚୟ କରିଥିଲେ ସେଥିରେ ଖୋର୍ଦ୍ଧା ଜିଲା ଅଟ୍ରିର ହଟକେଶ୍ୱର ମନ୍ଦିର...

ଓଡ଼ିଶାରେ ଭାଇ ଭଉଣୀ ସରକାର ଚାଲିଛି

ଖୋର୍ଦ୍ଧା,୯ା୮(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧାଗଡ଼ ପରିସରରେ ଅନୁଷ୍ଠିତ ସାଧାରଣ ସଭାରେ ଜନତାଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ, ଓଡ଼ିଶାରେ ଭାଇଭଉଣୀ ସରକାର ଚାଲିଛି। ସୂରଜଙ୍କୁ ସେ ଭାଇ ବୋଲି ସମ୍ବୋଧିତ କରିଥିଲେ। ବାହାରିବା ବେଳେ ଭାଇଭଉଣୀ ବରୁଣେଇ ପାହାଡ଼ ପରିଦର୍ଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri