ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର
ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି। ଘଟଣାରୁ ପ୍ରକାଶ ଯେ,…
ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼
କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ ଭକ୍ତଙ୍କ ଗହଳି ଜମିଥାଏ । ପିକନିକ ଋତୁରେ ବହୁ ସଂଖ୍ୟାରେ ରାଜ୍ୟ ଏବଂ…
ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ
ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା। ଖୋର୍ଦ୍ଧା ବନଖଣ୍ଡ ଟାଗିଂ ରେଜ ଜଂକିଆ ଥାନା ଅନ୍ତର୍ଗତ ଖଡିପଦର ଗ୍ରାମ ନିକଟରେ…
କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା
ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର ଗ୍ରାମର ଶଙ୍କର ରାଉତରାୟ(୪୫)। ସୂଚନାଅନୁସାରେ, ସେ ବହୁଦିନ ଧରି ବାହାର ରାଜ୍ୟରେ ରହୁଥିଲେ।…
ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା
ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି। ନବୋଦୟ ବିଦ୍ୟାଳୟ…
ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ
ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ ଗିରଫ କରିଛି। ସେମାନେ ହେଲେ କଟକ-ପୁରୀ ବାଇପାସ୍ ରୋଡରେ ଖୋଲିଥିବା ୨ଜଣ ରେଷ୍ଟୁରାଣ୍ଟ…
କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…
ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…
ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…
ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ କଲେଜ ପଛ ପଟେ ରହୁଥିହା ଭଡ଼ାଘରୁ ଫ୍ୟାନ୍ରେ ଝୁଲନ୍ତା ମୃତଦେହକୁ ବୋଲଗଡ଼ ପୋଲିସ…
ସ୍ବାଧୀନତା ସଂଗ୍ରାମରେ ପାଇକଙ୍କ ବୀରତ୍ୱ ଅତୁଳନୀୟ: ଉପମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା,୨୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ…
କ୍ରସର ବେଲ୍ଟରେ ଚାପିହୋଇ ଗଲା ଜୀବନ
ଖୋର୍ଦ୍ଧା,୨୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଝିଙ୍କିଝାରିରେ ଥିବା ମେଗା କ୍ରସର୍ରେ ଅଘଟଣ ଘଟିଛି। କ୍ରସର ବେଲ୍ଟରେ ଚାପିହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପଶ୍ଚିମବଙ୍ଗ ରାଜ୍ୟ ନଦିଆ ଜିଲାର ହରନାଗର ବାରଭାଗେ ଗ୍ରାମର ଅବଦୁଲ ରହିମ…
ଭାଙ୍ଗିଲା ବ୍ରିିଜ୍, ଲଟକି ରହିଲା ମାଟି ବୋଝେଇ ହାଇଓ୍ବା
ବାଣପୁର,୨୫ା୧(ଦିଲ୍ଲୀପ କୁମାର ସ୍ବାଇଁ): ଭାଙ୍ଗିଲା ବ୍ରିଜ୍, ଫସିଲା ମାଟି ବୋଝେଇ ହାଇଓ୍ବା। ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗମ୍ଭାରୀମୁଣ୍ଡା ରାସ୍ତାରେ ଥିବା ନଛିପୁର ବ୍ରିଜ୍ ଭାଙ୍ଗିଲା। ମାଟି ବୋଝେଇ ହାଇଓ୍ବା ଗମ୍ଭାରୀମୁଣ୍ଡାରୁ ବାଣପୁର ଆସୁଥିବା ଥିବା ସମୟରେ ନଛିପୁର ବ୍ରିଜ ଭାଙ୍ଗିଯିବା…
ସ୍ବାମୀଙ୍କୁ ଫେରାଇ ଆଣିବାକୁ ଜିଲାପାଳ, ଏସ୍ପିଙ୍କୁ ଗୁହାରି କଲେ ସ୍ତ୍ରୀ
ନିରାକାରପୁର,୨୩ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ତିନିମାସ ବିତିଲା ହେଲେ ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ଚାହିଁ ସ୍ତ୍ରୀଙ୍କ ଆଖିରୁ ଲୁହ ଶୁଖୁନି। ହେଲେ ସ୍ବାମୀ ଅଦ୍ୟାବଧି ଘରକୁ ଫେରି ନାହାନ୍ତି। ତେଣୁ ନିରୁପାୟ ହୋଇ ସ୍ତ୍ରୀ ଖୋର୍ଦ୍ଧା ଜିଲାପାଳ ଓ ଏସ୍ପିଙ୍କୁ ଭେଟି…
Archives


