ଖୋର୍ଦ୍ଧା

କାଲିଠାରୁ କଳା ବ୍ୟାଜ୍‌ ପରିଧାନ ସହ ୨୭ରୁ କାର୍ଯ୍ୟ ବନ୍ଦ ଡାକରା ଦେଲେ ଆୟୁଷ ଡାକ୍ତର

ନିରାକାରପୁର, ୧୯।୩ (ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତମାସ ଗତ ୧୦ତାରିଖରୁ ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସେମାନଙ୍କ ନ୍ୟାର୍ଯ୍ୟଦାବି ନିମନ୍ତେ ବିଧାନସଭା ସମ୍ମୁଖରେ ଧାରଣାରେ ବସିଛନ୍ତି । ଅନୁରୂପଭାବେ ଜିଲାର ପିଏଚସି ଓ ସିଏଚସିରେ କାର୍ଯ୍ୟରତ ଆୟୁଷ ଡାକ୍ତରମାନେ ସେମାନଙ୍କର…

ବିନା ଟିକେଟ୍‌ରେ ଯାତ୍ରା କରୁଥିଲେ ୫୯ ଜଣ, ଧରା ପଡ଼ିବା ପରେ ୧୭୨୨୫ ଟଙ୍କା ହେଲା ଆଦାୟ

ନିରାକାରପୁର,୧୯ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ବିନା ଟିକେଟ୍‌ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ବୁଧବାର ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ…

ଖୋର୍ଦ୍ଧାରେ ଖୋଲିବ ଫରେନସିକ୍‌ ସାଇନ୍ସ ୟୁନିଭର୍ସିଟି

ଖୋର୍ଦ୍ଧା,୧୯ା୩: ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି। ଖୋର୍ଦ୍ଧାରେ ନ୍ୟାଶନାଲ ଫରେନସିକ୍‌ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ସ୍ତରରେ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଧାନମନ୍ତ୍ରୀ,…

ଖଣି ଖାଦାନ ଉପରେ ବଡ ଧରଣର ଚଢାଉ:  ଖଣିରେ ବ୍ୟବହୃତ ଗାଡି ଜବତ

ଖୋର୍ଦ୍ଧା,୧୯।୩(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧାରେ ଖଣି ଖାଦାନ ଉପରେ ବଡ ଧରଣର ଚଢାଉ ହୋଇଛି। ଖୋର୍ଦ୍ଧା ଜିଲା ମିଳିତ ଟ୍ରାକ୍ସ ଫୋର୍ସ ଆଦର୍ଶ ଥାନା ଅନ୍ତର୍ଗତ ଶରଧାପୁରରେ ଚଢ଼ାଉ ହୋଇ ୩୦ରୁ ଊଦ୍ଧର୍‌ବ ଖଣିରେ ବ୍ୟବହୃତ ଗାଡି ଜବତ ହୋଇଛି। ଏଥିରେ…

ବସ୍‌ କାର ମୁଁହାମୁହିଁ ଧକ୍କା, ଭୟଙ୍କର ଦୂର୍ଘଟଣାରେ ଦୁଇ ମୃତ

ଖୋର୍ଦ୍ଧା,୧୯।୩(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ବଲାଙ୍ଗୀର 57ନଂ ଜାତୀୟ ରାଜପଥର ପିଚୁକୁଳି ଆଦର୍ଶ ବିଦ୍ୟାଳୟ ନିକଟରେ ପୁଣି ଅଘଟଣ । ଯାତ୍ରୀବାହି ବସ ସହ କାର ମୁଁହାମୁହିଁ ଧକ୍କା ହେବା ଫଳରେ କାରରେ ଥିବା ଦୁଇଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି।…

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୪ା୩: ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ EOW ମଙ୍ଗଳବାର କୋର୍ଟରେ ଆବେଦନ କରିଛି। ବିଜେଡି ନେତା ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ…

ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର ହୋଇ ପଡୁଛି। ଜଙ୍ଗଲ ନିଆଁକୁ କିପରି ରୋକାଯାଇ ପାରିବ ସେନେଇ ବନ ବିଭାଗ ପକ୍ଷରୁ…

୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା: ଏହି ୪ଦିନ ବ୍ୟାଙ୍କ ସେବାରୁ ବଞ୍ଚିତ ହେବେ ଲୋକେ

ଭୁବନେଶ୍ୱର,୧୮ା୩: ୯ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା ଦିଆଯାଇଛି। ଆସନ୍ତା ୨୩ ତାରିଖ ମଧ୍ୟରାତ୍ରିରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ଧରି ଏହି ଧର୍ମଘଟ ଚାଲିବ। ଏଥିରେ…

ଶେଷ ଯାତ୍ରାରେ ଦେବେନ୍ଦ୍ର

ଭୁବନେଶ୍ୱର,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ମଙ୍ଗଳବାର ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର। ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେବ ଦେବେନ୍ଦ୍ରଙ୍କ ଶେଷକୃତ୍ୟ।…

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ…

ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଚସା ପରେ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ…

କପିଳେଶ୍ୱରଦେବଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ନିରାକାରପୁର,୧୬।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ବିଜେଡିଆରେ ଅବସ୍ଥିତ ଶ୍ରୀ କପିଳେଶ୍ୱରଦେବଙ୍କ ଅଶୋକାଷ୍ଟମୀ ପବିତ୍ର ରଥଯାତ୍ରା ଉପଲକ୍ଷେ ପାରମ୍ପରିକ ରୀତିନୀତିରେ ଶନିବାର ରଥକାଠ ଅନୁକୂଳ କାର୍ଯ୍ୟ କରାଯାଇଛି। ଆସନ୍ତା ଏପ୍ରିଲ ୫ ତାରିଖ ଶନିବାର ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?