ଖୋର୍ଦ୍ଧା

ଖୋର୍ଦ୍ଧା ଜିଲା ମହୋତ୍ସବରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍‌ଘାଟିତ

ଖୋର୍ଦ୍ଧା,୨୧।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଓର୍‌ମାସ ଆନୁକୂଲ୍ୟରେ ଗୁରୁବାରଠାରୁ ଜିଲା ମହୋତ୍ସବ, ପୁସ୍ତକ ମେଳା ଓ ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏହି ମେଳାରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍‌ଘାଟିତ ହୋଇଯାଇଛି। ଖୋର୍ଦ୍ଧା ଅତିରିକ୍ତ…

ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’ର ଶୁଭାରମ୍ଭ କଲେ ମନ୍ତ୍ରୀ

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ ମଙ୍ଗଳବାର ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି। ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ…

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା ନେଇ ବ୍ଲକ୍‌ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ସମ୍ପୃକ୍ତ ଶିକ୍ଷକ ଜଣଙ୍କ…

ବେଆଇନ ଇଟାଭାଟି: ପରିବେଶ ପ୍ରଦୂଷଣ ସହ ତାପମାତ୍ରା ବୃଦ୍ଧି

ବାଣପୁର,୧୩।୨(ଦିଲ୍ଲୀପ କୁମାର ସ୍ବାଇଁ ): ବାଣପୁର ତହସିଲ ଅଞ୍ଚଳର ବିଭିନ୍ନ ରାଜସ୍ବ ଗ୍ରାମରେ ମାତିଛନ୍ତି ଇଟା ମାଫିଆ। ଲୁଟୁଛନ୍ତି ଶତାଧିକ ଏକର ଗୋଚର, ଅନାବାଦୀ ଜମି, ନଦୀପଠା ଓ ରାଜସ୍ବ ଜମି। କୁମାରାଙ୍ଗ, ବିଷ୍ଟୁଗାଲୁଆ, ନରେନ୍ଦ୍ରପୁର, ନନ୍ଦପୁର ପଞ୍ଚାୟତ ସମେତ ଗମ୍ଭାରୀମୁଣ୍ଡା…

ପରୀକ୍ଷା ଦେବା ପୂର୍ବରୁ କଲେଜ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ

ବାଲୁଗାଁ, ୧୨ା୨(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ କଲେଜର ଜଣେ ଛାତ୍ରୀ ବୁଧବାର ପରୀକ୍ଷା ଦେବା ପାଇଁ ଆସିଥିବା ବେଳେ ହଠାତ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କର ଅସ୍ବାଭାବିକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସସ୍ମିତା ସାମନ୍ତରାୟ (୧୯)…

କାମ ସାରି ଘରକୁ ଫେରୁଥିଲେ: ବାଟରେ ଘଟିଲା ଏମିତି…

ନିରାକାରପୁର,୧୦।୨(ମାନସ ଚନ୍ଦ୍ର ପଟ୍ଟନାୟକ): କାମ ସାରି ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପଞ୍ଚାୟତ ଖଜୁରୀପଡା ମୁସଲମାନ ସାହିର ସେକ୍‌ ଅତାଉଲ୍ଲା ଓରଫ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ : ୫ ଗୁରୁତର

ଖୋର୍ଦ୍ଧା,୨।୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବୋଲଗଡ଼ ଗୋପବନ୍ଧୁ ଛକରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଗଛରେ ପିଟି ହୋଇ ୫ ଗୁରୁତର ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଘରୋଇ ବସ୍‌ (ନାରାୟଣୀ) ଏକ ଗାଡିକୁ…

କଟନି-ଛଟନିକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ନବନିର୍ମାଣ କୃଷକ ସଙ୍ଗଠନ

ଖୋର୍ଦ୍ଧା,୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାାପକ ଅବ୍ୟବସ୍ଥା ଲାଗି ରହିଛି। ଧାନର ଏଫଏକ୍ୟୁ ମାନ ନ ଥିବା ଦର୍ଶାଇ ମନଇଚ୍ଛା କଟନିଛଟନି କରାଯାଉଛି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ରାଜ୍ୟ ସଭାପତି ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଖୋର୍ଦ୍ଧା,…

‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୫।୨(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶାର ନୂଆ ସରକାରଙ୍କ ଅଭିନବ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କର କମଳରେ ଖୋର୍ଦ୍ଧା ଜିଲାର ଜଙ୍କିଆ ମିନି ଷ୍ଟାଡିୟମ ଠାରେ ଶୁଭାରମ୍ଭ ହୋଇଯାଇଛି। ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ…

ମୋ ବସ୍‌ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ, ବସ୍‌କୁ ଅଟକ ରଖିଲେ ସ୍ଥାନୀୟ ଲୋକେ

ବାରଙ୍ଗ,୪।୨(ଲିଙ୍ଗରାଜ ରାଉତ): ମୋ ବସ୍‌ ଧକ୍କାରେ ନାବଳିକାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି। ମୃତ ନାବାଳିକାଙ୍କ ବୟସ ୧୩ ବର୍ଷ ବୋଲି ଜଣାପଡିଛି। ରଘୁନାଥପୁର ଗ୍ରାମବାସୀ ରାସ୍ତାରେ ଟାୟାର ଜାଳି ଓ…

ସୋସାଇଟି ଘରେ ସମ୍ପାଦକଙ୍କ ମଦର ଅସାର

ନିରାକାରପୁର,୨୮।୧(ମାନସ ଚନ୍ଦ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସମବାୟ ସମିତି କାଶୀପୁର -୨ ସୋସାଇଟିର ସମ୍ପାଦକ ଗୌର ଗୋବିନ୍ଦ ପଟ୍ଟନାୟକ ଏବଂ ଆଉ ଜଣେ ବ୍ୟକ୍ତି ସୋସାଇଟି ଗୃହ ମଧ୍ୟରେ ଖୁଲମଖୁଲା ମଦପିଉଥିବା ଭିଡିଓ ସୋସିଆଲ ମିଡିଆରେ ଏବେ…

ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା,୨୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୋଦିନୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ରାଜ୍ୟମୁଖ୍ୟ ପ୍ରଶାସକ ଗୋକୁଳ ଚନ୍ଦ୍ର ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?