ଅନ୍ଧାରରେ ପଞ୍ଚପାଇକ ପୀଠ
ଖୋର୍ଦ୍ଧା,୨୪ା୯(ପ୍ରଭାତ ପାଣିଗ୍ରାହୀ): ବୀରତ୍ୱର ମାଟି ଖୋର୍ଦ୍ଧା। ବିଟ୍ରିଶ ବିରୋଧରେ ପ୍ରଥମ ଆନ୍ଦୋଳନର ସ୍ବର ଏଠାରୁ ଉଠିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଭାରତର ବିଭିନ୍ନ କୋଣ ଅନୁକୋଣକୁ ବ୍ୟାପିଥିଲା। ପାଇକଙ୍କ ବୀରତ୍ୱ ଆଗରେ ମଥା ନୁଆଁଇଥିଲା ବିଟ୍ରିଶ ସରକାର। ଦେଶ ପ୍ରତି ଜାତୀୟତା, ରାଷ୍ଟ୍ରୀୟତା…
୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି
ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା…
ସିଲ୍ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା
ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ ଅର୍ଥ…
ଭସାଣି ହେଲା କାଳ, ଗଣେଶ ମୂର୍ତ୍ତି ତଳେ ଚାପି ହୋଇ ଚାଲିଗଲା ବିଟେକ୍ ଛାତ୍ରଙ୍କ ଜୀବନ
ବାରଙ୍ଗ,୧୧।୯(ଲିଙ୍ଗରାଜ ରାଉତ): ବାରଙ୍ଗ କଣ୍ଟାବାଡ ଗାଁ ନିକଟ ଏକ ଘରୋଇ କଲେଜର ଗଣେଶ ଭସାଣିବେଳେ ଏକ ଅଘଟଣ ଘଟିଛି। ଏଥିରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ମୃତକ…
ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା
ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…
ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର
ନିରାକାରପୁର,୧।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋଦ୍ଧା ଜିଲା ଜଙ୍କିଆ ଥାନା ଓରବରସିଂହ ପଞ୍ଚାୟତ ଅଧୀନ ଡିହଖଳା ଗ୍ରାମରୁ ରବିବାର ସନ୍ଧ୍ୟାରେ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ମାମାଲି ମାର୍ଥା (୧୯)। ପ୍ରେମ ବ୍ୟାପାରକୁ ନେଇ ଯୁବତୀ ଜଣକ…
ବିଭିନ୍ନ ଦାବି ନେଇ ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଉପଭୋକ୍ତା
ନିରାକାରପୁର,୩୦।୮(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ଦାବି ନେଇ ୭/୮ ଟି ପଞ୍ଚାୟତର ସହ ସହ ଉପଭୋକ୍ତା ମାନେ ନିରାକାରପୁର ବିଦ୍ୟୁତ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମାନରେ ଆଜି ଧାରଣା ଦେଇଛନ୍ତି। ଧାରଣା କରି ଉପଭୋକ୍ତାମାନେ ଅଭିଯୋଗ କରୁଛନ୍ତି, ଟାଟା କମ୍ପାନୀ…
ପୁଣି ଦନ୍ତା ହାତୀର ମୃତ୍ୟୁ କାରଣ ଖୋଜୁଛି…
ନିରାକାରପୁର,୩୦।୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନରେ ଥିବା ଓଳସିଂ ପଞ୍ଚାୟତ ଡମଣଭୂମିସ୍ଥିତ ଭଣ୍ଡାରୀଝରଠାରେ ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଜବତ କରିଛି। ତେବେ ହାତୀଟିର ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ଖବରପାଇ ଭୂଷଣ୍ଡପୁର ଫରେଷ୍ଟର ପ୍ରଶାନ୍ତ…
ଖୋଲା ଖଣି ପାଲଟିଛି ମରଣଯନ୍ତା
ବେଗୁନିଆ,୩୦।୮(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅଞ୍ଚଳରେ ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଛନ୍ତି। ପ୍ରଶାସନର ଚଢ଼ାଉ ପୂର୍ବରୁ ମାଫିଆମାନେ ଘଟଣାସ୍ଥଳରୁ ଫେରାର ହୋଇଯାଉଥିବା ବେଳେ କେବଳ ପଥର…
୫ ଛୁଆ ଜନ୍ମଦେଲା ସିଂହୀ ‘ବିଜ୍ଲୀ’
ବାରଙ୍ଗ,୩୦।୮(ଲିଙ୍ଗରାଜ ରାଉତ):ନନ୍ଦନକାନନର ଅନ୍ୟତମ ଆକର୍ଷଣ ସିଂହୀ ବିଜ୍ଲୀ ଗୁରୁବାର ୫ ଛୁଆ ଜନ୍ମ ଦେଇଛି। ୨୦୨୦ ମସିହାରେ ବିଜ୍ଲୀକୁ ଇନ୍ଦୋର ପ୍ରାଣୀ ଉଦ୍ୟାନରୁ ନନ୍ଦନକାନନକୁ ଅଣାଯାଇଥିଲା। ଏଥର ସିଂହ ‘ସମ୍ରାଟ’ ସହ ମିଶି ୪ର୍ଥ ଥର ପାଇଁ ୯ ବର୍ଷୀୟା ବିଜ୍ଲୀ…
ବଜ୍ରପାତରେ ଟଳିପଡ଼ିଲେ ଶ୍ରମିକ, ୩ ଆହତ
ନିରାକାରପୁର,୨୯ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲାର ନିରାକାରପୁର ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଜଟଣୀ…
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟଣା: ୩ ଗିରଫ
ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ମୁକୁନ୍ଦପ୍ରସାଦର ମହମ୍ମଦ ସାଜିବ ଓରଫ ସାଜୁ ହତ୍ୟାାକାଣ୍ଡରେ ଶିଳ୍ପାଞ୍ଚଳ ପୋଲିସ ୩ ଅଭିଯୁକ୍ତଙ୍କ ଗିରଫ କରିଥିବା ଏସପି ଅବିନାଶ କୁମାର ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ମୁକୁନ୍ଦପ୍ରସାଦ ପୋଡାସାହିର ବିଶ୍ବଜିତ ମହାରଣା(୧୯) ଓରଫ ମିକିନା, ମୁକେଶ ସେଠୀ…
Archives


