ଖୋର୍ଦ୍ଧା

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା ଏବଂ ମାନକ ଅଧିନିୟମ ଆକ୍ଟ ୨୦୦୬ର ବିଭିନ୍ନ ଧାରାରେ ଖୋର୍ଦ୍ଧା ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ(ଏଡିଏମ୍‌)…

୧୮ରୁ ଚିଲିକାରେ ପକ୍ଷୀଗଣନା

ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ…

୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ ଏହି ବର୍ଦ୍ଧିତ ଭତ୍ତା। ୮୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ…

ସର୍ବଭାରତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ: ୩ଟି ଗୋଲ ଦେଇ ସ୍ପୋଟର୍‌ସ ହଷ୍ଟେଲ କଟକ ବିଜୟୀ

ନିରାକାରପୁର,୧୫।୧(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ପଞ୍ଚାୟତରେ ଥିବା କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ଖେଳପଡ଼ିଆରେ ସଖା ସଂଘ କ୍ରୀଡ଼ା ସଂସଦ ଆନୁକୂଲ୍ୟରେ ଅନୁଷ୍ଠିତ ୩୧ତମ ସର୍ବଭାରତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ମଙ୍ଗଳବାର ସ୍ପୋଟର୍‌ସ ହଷ୍ଟେଲ କଟକ ଏବଂ ନାମଖନ ଫୁଟ୍‌ବଲ ଏକାଡେମୀ ବେହେଲା କୋଲକାତା…

ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ନିରାକାରପୁର,୧୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ମକର ସଂକ୍ରାନ୍ତି ଅବସରରେ ସ୍ଥାନୀୟ ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଏକଦିବସୀୟ ମହାଯଜ୍ଞ ଉପଲକ୍ଷେ ଗ୍ରାମର ବହୁ ମହିଳା ପୁରୁଷ ବ୍ରତଧାରୀ ନିକଟ ଜଳାଶୟରୁ ଜଳଯାତ୍ରାକରି ଯଜ୍ଞ…

କାର୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

ଖୋର୍ଦ୍ଧା, ୧୨।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ନଂ ଜାତୀୟ ରାଜପଥ ବରୁଣେଇ ଓଭରବ୍ରିଜ ପିଏନ କଲେଜ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। କନ୍ଧମାଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ମାରୁତି ସୁଜିକି ସୁଇଫ୍ଟ (OD02CT 7521) ଜବତ ହୋଇଛି ଗଞ୍ଜେଇ। ରବିବାର…

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର ଲଗାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରାକର ସହାୟତାରେ ଚିଳିକାକୁ ଆସୁଥିବା ବିଦେଶୀ ପକ୍ଷୀଙ୍କ…

ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ ଟିମ୍‌

ନିରାକାରପୁର,୧।୧୦(ମାନସ ଚସ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଚିଲିକା ତହସିଲ ସୋରଣ ରାଜସ୍ବ ସର୍କଲ ଆରଆଇ କୈଳାସ ବେହେରା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ତାଙ୍କୁ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍‌ ମାଡ଼ିବସିଥିଲେ। ତେବେ ଭୂମୀହିନଙ୍କୁ ଜାଗା କରାଇ…

ରାସ୍ତା କାମ ନ କରି ୮ଲକ୍ଷ ଟଙ୍କା ଉଠାଇନେଇଥିଲେ: ୭ଜଣଙ୍କ ନାଁରେ ଭିଜିଲାନ୍ସରେ ମାମଲା

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ଆରିକମା ପଞ୍ଚାୟତ ଅଧୀନ ବେଗୁନିଆମୂଳ ଗ୍ରାମର ଶ୍ମଶାନକୁ ଯିବା ପାଇଁ ରାସ୍ତାର ଉନ୍ନତ୍ତୀକରଣ ପାଇଁ ଆସିଥିବା ୮ଲକ୍ଷ ଟଙ୍କା ହରିଲୁଟ କରାଯାଇଥିବା ଅଭିଯୋଗକ୍ରମେ ଭିଜିଲାନ୍ସ ଏହାର ତଦନ୍ତ କରି ଗତ ଡିସେମ୍ବର ୩୧ରେ ଭୁବନେଶ୍ୱର ଦୁର୍ନୀତି…

ଆଇଟିବିପିର ଅଦମ୍ୟ ଉତ୍ସାହ, ପ୍ରତିବଦ୍ଧତାକୁ ପ୍ରଶଂସା କଲେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ

ଖୋର୍ଦ୍ଧା,୭।୧(ପ୍ରଭାତ ପାଣିଗ୍ରାହୀ): ଇଣ୍ଡୋ- ତିବ୍ବତ ସୀମା ପୋଲିସ ସୁରକ୍ଷା ବଳ(ଆଇଟିବିପି)ର ୬୩ତମ ପ୍ରତିଷ୍ଠା ଦିବସ ଖୋର୍ଦ୍ଧା ତରତୁଆ ସ୍ଥିତ ୪୧ବାଟାଲିୟନ କ୍ୟାମ୍ପସରେ ମହାଆଡମ୍ବରରେ ଆୟୋଜିତ ହୋଇଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ(ରାଜ୍ୟ) ନିତ୍ୟାନନ୍ଦ ରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। କ୍ୟାମ୍ପସରେ…

ଐଶ୍ୱାନେଶ୍ୱର ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି, ଠାକୁରଙ୍କ ଉତ୍ସବ ପାଳନ ପାଇଁ ଆର୍ଥିକ ସଙ୍କଟ ଆଶଙ୍କା

ନିରାକାରପୁର, ୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଭୂଷଣ୍ଡପୁର ଅଞ୍ଚଳର ଇଷ୍ଟଦେବ ଶ୍ରୀ ଐଶ୍ୱାନେଶ୍ୱର ଦେବଙ୍କ ମନ୍ଦିର ହୁଣ୍ଡି ଭାଙ୍ଗି କେହି ଦୁର୍ବୁତ୍ତ ଚୋରି କରିଥିବା ଜଣାପଡିଛି। ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥାନୀୟ ଭୂଷଣ୍ଡପୁର ଫାଣ୍ଡିରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ରାମେଶ୍ୱର, ନିରାକାରପୁର ଛାଡି ଯାଉନି ଦନ୍ତା: ନୂଆ ଜଗନ୍ନାଥ ସଡ଼କରେ କଲା ଉତ୍ପାତ

ନିରାକାରପୁର,୨୭।୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଓ ରାମେଶ୍ୱର ଛାଡି ଯାଉନି ଦନ୍ତା ହାତୀ। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ ଏହି ଗୋଠଛଡା ଦନ୍ତା ସ୍ଥାନୀୟ ଚିତ୍ରକୂଟ ପାହାଡ଼ ଦେଇ ନିରାକାରପୁର ଅଞ୍ଚଳରେ ପହଞ୍ଚିଥିଲା। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?