ଖୋର୍ଦ୍ଧା

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କପିଳେଶରପୁର (ବାଲିଗାଁ)ଗ୍ରାମର ମାନସ ମହାପାତ୍ର ଓରଫ…

ଲଗାଣ ବର୍ଷାରେ ଧାନତଳି ନଷ୍ଟ ଆଶଙ୍କାରେ ଚାଷୀ

ନିରାକାରପୁର,୨୦ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଥିବା ବେଳେ ତଳି କିଆରିରେ ପାଣି ବୁଡି ରହିବା କାରଣରୁ ଗଜା ଧାନ ନଷ୍ଟ…

ସୁଧୁରୁନି ସହରର ପରିମଳ ବ୍ୟବସ୍ଥା

ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍‌ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍‌ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍‌ ପୋତିହୋଇପଡ଼ିଥିବା ବେଳେ ଅଳିଆ ଆବର୍ଜନା ଜମିରହି ପଚି ଦୁର୍ଗନ୍ଧ ହେଉଛି। ଫଳରେ ମଶା,…

ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ

ବାଲୁଗାଁ,୧୨।୭: ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ…

୫ ଦିନ ପରେ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ

ଖୋର୍ଦ୍ଧା,୧୨ା୭: ଖୋର୍ଦ୍ଧା ଜିଲାର ତାପଙ୍ଗ ଖଣି ପାଣିରୁ ୫ ଦିନ ଧରି ନିଖୋଜ ଥିବା ଓମ୍‌ ପ୍ରକାଶ ରଥଙ୍କ ମୃତଦେହ ସୋମବାର ମିଳିଛି। ଆଜି ସକାଳେ ପାଣିରେ ମୃତଦେହ ଭାସିଥିଲା। ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ରିଲ୍ସ…

ଅବ୍ୟବସ୍ଥାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ

ଖୋର୍ଦ୍ଧା,୧୦।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପହିଛି। ଆବଶ୍ୟକ ସଂଖ୍ୟକ ବିଶେଷଜ୍ଞ, ଡାକ୍ତର, ପାରାମେଡିକାଲ ଷ୍ଟାଫ୍‌ ଏବଂ ଚିକିତ୍ସା ପାଇଁ ଯନ୍ତ୍ରପାତି ଅଭାବରୁ ରୋଗୀମାନେ ଉପଯୁକ୍ତ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଦୁର୍ଘଟଣା ଜନିତ ଚିକିତ୍ସା…

ଖଣି ପୋଖରୀରେ ବୁଡି ଯୁବକ ନିଖୋଜ

ଖୋର୍ଦ୍ଧା,୯।୭: ଖୋର୍ଦ୍ଧା ଜିଲା ତାପଙ୍ଗ ଅଞ୍ଚଳରେ ଏକ ଅଘଟଣ ଘଟିଛି। ତାପଙ୍ଗ ସ୍ଥିତ ଏକ ଖଣି ପୋଖରୀରେ ଜଣେ ଯୁବକ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କୁ ଉଦ୍ଧାର କରିବା ପାଇଁ ରେସକ୍ୟୁ ଅପରେଶନ ଚାଲିଛି। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…

ରିଲ୍ସ ହେଲା କାଳ: ପାଣିରେ ବୁଡିଗଲେ ୨ ଛାତ୍ର

ଖୋର୍ଦ୍ଧା,୯ା୭(ପ୍ରଭାତ ପାଣିଗ୍ରାହୀ):ସେଲ୍ଫି ଓ ରିଲ୍ସ କରିବା କାଳ ହେଇଛି। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ବଡ଼ସାଉଁଳି କଳିଙ୍ଗ ମୁଣ୍ଡିଆ ପୋଖରୀରେ ସୋମବାର ସେଲ୍ଫି ନେବା ସହ ରିଲ୍ସ କରୁଥିବା ବେଳେ ଦୁଇ ଜଣ ଛାତ୍ର ବୁଡ଼ିଯାଇଥିଲେ। ତେବେ ଜଣଙ୍କୁ ଉଦ୍ଧାର…

ପୁଣି ଟାଙ୍ଗୀ ବନାଞ୍ଚଳରେ ଏକ ଦନ୍ତାହାତୀର ମୃତ୍ୟୁ

ନିରାକାରପୁର, ୮।୭(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଓଳସିଂ ପଞ୍ଚାୟତ ଡମଣଭୂମି ଛୋଟରାୟସାହିର ଜଣେ ବ୍ୟକ୍ତିଙ୍କ ବାରି ପଛପଟୁ ସୋମବାର ଏକ ଦନ୍ତାହାତୀର ମୃତ ଦେହକୁ ଟାଙ୍ଗୀ ବନ ବିଭାଗ ଉଦ୍ଧାର କରିଛି।…

ଡମନଭୂଇଁରେ ଦନ୍ତାହାତୀର ମୃତ୍ୟୁ

ନିରାକାରପୁର,୮ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅନ୍ତର୍ଗତ ଓଲସିଂହ ପଞ୍ଚାୟତ ଡମନଭୂଇଁ ଗ୍ରାମରେ ଗୋଟେ ଦନ୍ତା ହାତୀର ମୃତଦେହକୁ ବନ ବିଭାଗ ଜବତ କରିଛି। ହାତୀଟିର ମୃତଦେହ ପଡ଼ି ରହିଥିବା ବେଳେ ଏହାକୁ ବନ ବିଭାଗ କର୍ମଚାରୀମାନେ ଜଗି…

ଲାଞ୍ଚ ନେଉଥିବାବେଳେ ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଖୋର୍ଦ୍ଧା,୫।୭(ପ୍ରଭାତ ପାଣିଗ୍ରାହୀ): ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶେଶ୍ୱର ରାଏ ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି। ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ…

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ ଅଧ୍ୟାପକ ଓ ପରିଚାଳନା କମିଟି ସଭାପତି ସ୍ଥାନୀୟ ୪ଜଣ ଯୁବକଙ୍କ ସହ କଲେଜ ଅଧ୍ୟକ୍ଷଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri