ଖୋର୍ଦ୍ଧା

ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି

ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର ନୁହେଁ ଏହି ରାସ୍ତା ଉପରେ ଲେଣ୍ଡୋ ପଞ୍ଚାୟତର ରେଙ୍ଗଟା, ମାଳିସାହି, କୁନିଆଁ ସାମନ୍ତରାପୁର, ଭଗବତୀପଡ଼ା,…

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ ଆସୁଛି ଶୁଣି ଚାଷୀ ମନରେ ଏକ ପ୍ରକାର ଭୟ ଓ ଆଶଙ୍କା ସୃଷ୍ଟି ହୋଇଛି।…

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ ସମୟରେ ଚାଷୀ ତା’ର ଅମଳ ଧାନକୁ କାଟି ମଣ୍ଡିରେ ନେଇ ବିକ୍ରି କରିଥାନ୍ତା, ସେହି…

ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା

ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା…

ଟାଙ୍ଗୀ, ଚିଲିକା ଅଞ୍ଚଳରେ ଭୂମିକମ୍ପ, ଘରେ ସୃଷ୍ଟି ହେଲା ଫାଟ

ନିରାକାରପୁର, ୧୯।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଓ ଚିଲିକା ଅଞ୍ଚଳରେ ଭୂମିକମ୍ପ ଝଟକା। ଗୁରୁବାର ଅପରାହ୍ନ ୪.୫୧ରେ ୧ରୁ ଦୁଇ ସେକେଣ୍ଡ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କିଛ ଘରେ ଫାଟ ସୃଷ୍ଟି ହେବା ସହିତ ଜିନିଷ…

ଫରେଷ୍ଟଗାର୍ଡଙ୍କୁ ମାଡ଼ ମାରିଲେ ଗ୍ରାମବାସୀ

ନିରାକାରପୁର,୧୮ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଓ ପଟିଆ ସେକ୍ସନ ଅଧୀନରେ ଥିବା ରଣ୍ଡା ବିଟ୍‌ ହାଉସ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏ ନେଇ ଚାନ୍ଦପୁର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି। ଘଟଣାରୁ…

ନିରାକାରପୁର ବଜାରରେ ଅଗ୍ନିକାଣ୍ଡ, ଜଳିଗଲା ୩ ଦୋକାନ

ନିରାକାରପୁର,୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ) :ସୋମବାର ନିରାକାରପୁର ବଜାର ଭିତରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ନବୀନ ବେହେରା(ବାରମଜା ଭେରାଟି ଦୋକାନ ), ଭୀମ ସେନାପତି(ମଟର ଗ୍ୟାରେଜ), ହାପି ମାଝିଙ୍କ(ପରିବା ଦୋକାନ), ଜଳିପୋଡି ପାଉଁଶ ହୋଇଯାଇଛି। ଏଥିରେ ଲକ୍ଷାଧିକ ତାଙ୍କର ଜିନିଷ…

୨୯ ମୃତ ବିଦେଶୀ ପକ୍ଷୀ ଜବତ: ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ନିରାକାରପୁର, ୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧିନ ଟାଙ୍ଗି ରେଞ୍ଜ କାର୍ଯ୍ୟାଳୟ କୌଣସି ସୂତ୍ରରୁ ଖବର ପାଇ ବାଲିନାସି ଅଞ୍ଚଳ ରଘୁରାୟ ଘେରି ନିକଟରୁ ଅଚାନକ ଚଢ଼ାଉ କରି ଘଟଣାସ୍ଥଳରୁ ୨୯ ମୃତ ବିଦେଶୀ ପକ୍ଷୀ ସହ…

ଇଲେକ୍ଟ୍ରିପୋଲ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌

ଖୋର୍ଦ୍ଧା,୧୬ା୧୨: ୫୭ ନଂ ରାଜପଥ ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଛୋଟ ପିଲା ସମେତ ୭ରୁ ୮ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ଲୋକ କହିଛନ୍ତି। ସୂଚନାନୁଯାୟୀ, ଗଞ୍ଜାମ ସୋରଡ଼ାରୁ ଭୁବନେଶ୍ୱର ଅଭିମୁଖେ…

ଇନ୍‌ପୁଟ ସହାୟତା ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇବ: ଆଇନ ମନ୍ତ୍ରୀ

ଖୋର୍ଦ୍ଧା,୮।୧୨(ପ୍ରଭାତ ପାଣିଗ୍ରାହୀ): ଚାଷୀଙ୍କ ଖାତାକୁ ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲା ସୋହେଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଖୋର୍ଦ୍ଧା ଜିଲାସ୍ତରୀୟ ଶୁଭାରମ୍ଭ ସମାବେଶ ହାବେଳି ପଡ଼ିଆରେ ଆୟୋଜିତ ହୋଇଯାଇଛି।…

ବୋହୂ-ପୁଅଙ୍କୁ ନିଆଁ ଲଗାଇବା ଘଟଣା: ଚାଲିଗଲା ପୁଅଙ୍କ ଜୀବନ

ବାରଙ୍ଗ,୬।୧୨(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ତ ବାରଶୀଙ୍ଗା ଗାଁରେ ବୋହୁପୁଅକୁ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଆଗରୁ ସ୍ତ୍ରୀର ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ମୃତ୍ୟୁ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ପୁଅ ଦୀନବନ୍ଧୁଙ୍କ ମୃତ୍ୟୁ ଘଟିଛି। ଗତ…

ମାଟି ତଳୁ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ବାରଙ୍ଗ,୪।୧୧(ଲିଙ୍ଗରାଜ ରାଉତ): ରାତାଗଡ ଗାଁର ପଛପଟ ପୁରୀ ମେନକେନାଲ ବନ୍ଧରୁ ପୋତା ଯାଇଥିବା ଏକ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଚନ୍ଦକାଥାନା ଅଧୀନସ୍ଥ ପଥରଗାଡିଆ ଗ୍ରାମର ରଜନୀକାନ୍ତ ବେହେରା(୪୦)। ରଜନୀକାନ୍ତ ସଢ଼ୁ ଘର ରାତାଗଡରେ ରହି ଅଟୋ ଚଳାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?