ବାରଙ୍ଗ,୨୨।୫(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠରେ ପିଇବା ପାଣି ସମସ୍ୟା ବଢ଼ିବାରେ ଲାଗିଛି। ବାରଙ୍ଗ ବ୍ଲକ ଦାଢ଼ାପାଟଣା ଗ୍ରାମ ପଞ୍ଚାୟତ ଅଧୀନ ବଙ୍ଗାଳୀ ସାହିରେ ପାଣି ନେବାକୁ ଟ୍ୟାଙ୍କର ପାଖରେ ଲମ୍ବା ଧାଡ଼ି ଲାଗିଥିବା ରବିବାର ଦେଖିବାକୁ ମିଳିଛି। ବିଶୁଦ୍ଧ ପାନୀୟ ଜଳ...
ବୋଲଗଡ଼,୨୨ା୫(ଡି.ଏନ୍.ଏ.): ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ଦିଆଯାଉଥିବା ଚାଉଳରେ ମିଶାଯାଉଛି ଫର୍ଟିଫାଏଡ ଚାଉଳ। ତେବେ ପ୍ରଶାସନର ସଚେତନତା ଅଭାବରୁ ହିତାଧିକାରୀମାନେ ଉକ୍ତ ଫର୍ଟିଫାଏଡ ଚାଉଳକୁ ପ୍ଲାଷ୍ଟିକ ଚାଉଳ ବୋଲି ସନ୍ଦେହ କରୁଛନ୍ତି। ବୋଲଗଡ଼ ବ୍ଲକ ଅନ୍ତର୍ଗତ ଡାବରଧୁଆପାଟଣା ଓ ଆଖପାଖ...
ନିରାକାରପୁର,୨୦ା୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମାଙ୍କଡ଼ା ଖଣି ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ଶନିବାର ଥାନା ପକ୍ଷରୁ ରାମେଶ୍ୱର ଅଞ୍ଚଳରେ ଚାଲିଥିବା ଚୋରା ମାଙ୍କଡ଼ା ଖଣିରେ ପୋଲିସ ଚଢ଼ାଉ କରି ସେଠାରେ ମାଙ୍କଡ଼ା...
Archives
Model This Week
ପିଲାଙ୍କ ଧରିତ୍ରୀ