ଖୋର୍ଦ୍ଧା

ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ

ଭୁବନେଶ୍ୱର,୪।୬: ଖୋର୍ଦ୍ଧାରୁ ଜିତିଲେ ପ୍ରଶାନ୍ତ ଜଗଦ୍ଦେବ। ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮୫୯୮ ଭୋଟରେ ପରାସ୍ତ କରିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ୮୦,୫୬୪ ଭୋଟ ପାଇଥିବା ବେଳେ ରାଜେନ୍ଦ୍ର କୁମାର ୭୧,୯୬୬ ଭୋଟ ପାଇଛନ୍ତି।

ବିଜେଡି ହାତରୁ ଖସିଗଲା ଚିଲିକା ଆସନ, ଫୁଟିଲା ପଦ୍ମ

ଭୁବନେଶ଼୍ବର,୪।୬: ବହୁ ଚର୍ଚ୍ଚିତ ଚିଲିକା ବିଧାନସଭା ମଣ୍ଡଳୀ ଶାସକ ଦଳ ହାତରୁ ଖସି ଯାଇଛି। ଭାଜପା ଦଳର ପ୍ରାର୍ଥୀ ପୃଥ଼୍ବୀରାଜ ହରିଚନ୍ଦନ ଏଠାରୁ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ରଘୁନାଥ ସାହୁଙ୍କୁ ପୃଥ଼୍ବୀରାଜ ୪,୫୬୬ ମାର୍ଜିନରେ ପରାସ୍ତ କରିଛନ୍ତି। ପୃଥ଼୍ବୀରାଜଙ୍କୁ ମୋଟ…

ମାସିକିଆ ବଟି ଦେଉଛୁ, ପଥର କାଟିବୁ

ଖୋର୍ଦ୍ଧା,୨ା୬(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଞ୍ଚଳରୁ ବେଆଇନଭାବେ ମାଙ୍କଡ଼ା ପଥର, ମୋରମ ଖନନ ସହ ଚାଲାଣ ହେଉଛି। ପ୍ରତିବାଦ କଲେ ବନ୍ଧୁକ ଲଗାଇ ମାରିଦେବାକୁ ଧମକ ଦେଉଛନ୍ତି ମାଫିଆ। ପୋଲିସକୁ ମାସିକିଆ ବଟି ଦେଉଛୁ, ଦିବାରାତ୍ର ପଥର କାଟିବୁ। ଥାନାରେ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରି ଏକ ଷଡ଼ଯନ୍ତ୍ର : ପୀତାମ୍ବର

ଖୋର୍ଦ୍ଧା,୧ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଆସନର ଭାଜପା ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରି ଏକ ଷଡ଼ଯନ୍ତ୍ର। ଜଗଦ୍ଦେବ ବର୍ତ୍ତମାନ ଚିଲିକାର ବିଧାୟକ ଅଛନ୍ତି। ଏହି ଗିରଫଦାରି ସମ୍ପୂର୍ଣ୍ଣଭାବେ ବେଆଇନ। ପୋଲିସ ତରବରିଆଭାବେ ଜଣେ ସିଟିଙ୍ଗ ଏମ୍‌ଏଲଏଙ୍କୁ ଅପରାଧୀଭାବେ ଗୋଡାଇ ଗାଡିରୁ ଓହ୍ଲାଇ…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା

ଖୋର୍ଦ୍ଧା,୩୧।୫(ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା ଲାଗିଛି। ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଜାମିନକୁ ନାମଞ୍ଜୁର କରିଛନ୍ତି। ଏନେଇ ପ୍ରଶାନ୍ତଙ୍କ ଓକିଲ ସୂଚନା ଦେଇଛନ୍ତି। ଗତ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା: କୋର୍ଟ କଲେ ଶୁଣାଣି

ଖୋର୍ଦ୍ଧା,୩୧।୫ (ପ୍ରଭାତ ପାଣିଗ୍ରାହୀ): ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାରେ ଶୁକ୍ରବାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥଲେ। ଗତ ୨୫…

ପ୍ରଶାନ୍ତ ଜଗଦେବଙ୍କ ଗିରଫ ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲା ଭାଜପା

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ପ୍ରଶାନ୍ତ ଜଗଦେବଙ୍କୁ ଗିରଫ ପ୍ରତିବାଦରେ ଖୋର୍ଦ୍ଧା ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ପ୍ରତିବାଦ ସଭା କରାଯାଇଥିଲା। ଶାସକ ଦଳର ନିର୍ଦ୍ଦେଶ କ୍ରମେ ପୋଲିସ ଏକ ଚକ୍ରାନ୍ତ କରିଥିବା ପ୍ରତିବାଦ ସଭାରେ ଉପସ୍ଥିତ ଭାଜପା କର୍ମକର୍ତ୍ତା…

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ ନାହିଁ ତାହା ଉପରେ ବୁଥ ଦାୟିତ୍ୱରେ ଥିବା ଅଧିକାରୀମାନେ ପ୍ରଚାର କରୁଥିଲେ। ଏହା ସତ୍ତ୍ୱେ…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

ଭୋଟ୍‌ ଦେବାକୁ ଆସି ଫେରିଗଲେ ଭୋଟର

ନିରାକାରପୁର,୨୫ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିକ୍ରମରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ୍‌ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ନିୟମ ଅନୁଯାୟୀ, ସକାଳ ୭ଟାରୁ ନିରାକାରପୁର ସମେତ…

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍‌ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri