ଖୋର୍ଦ୍ଧା

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍‌କେ ବୋନି…

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ବନ୍ଦୀ ହେଲେ ବିଦ୍ୟାଧର ଗୁରୁ। ମିଳିଥିବା ସୂଚନା ମୁତାବକ, ବିଦ୍ୟାଧର ଗତ…

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି।…

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ ନନ୍ଦନ କାନନ ଆଣୁଛି ବନ ବିଭାଗ । ବିଳମ୍ବିତ ରାତିରେ ହାତୀକୁ ଟ୍ରାଙ୍କୁଲାଇଜ କରାଯାଇଥିଲା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ଭଉଣୀ-ଭାଇ: ଚାଲିଗଲା ଜୀବନ

ବାଲିଅନ୍ତା,୧୫।୧୦: ବାଲିଅନ୍ତା ଥାନା ସୁବାଳ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଭଉଣୀ, ଭାଇଙ୍କ ମୃତ୍ୟୁ ଘଟିଛି। ମୃତ ଭଉଣୀ, ଭାଇଙ୍କ ବୟସ ୮ ଓ ୧୨ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

ରକ୍ତ ସାଜିଲା ବଇରୀ: ଦୁଇ ଭାଇଙ୍କ କଳିରୁ ଫୁଟିଲା ଗୁଳି

ଖୋର୍ଦ୍ଧା,୧୩।୧୦: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଦୀକ୍ଷିତପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୨ ଭାଇଙ୍କ ମଧ୍ୟରେ କଳହରୁ ଗୁଳି କାଣ୍ଡ ଘଟିଛି। ସାନ ଭାଇର ଗୁଳି ମାଡ଼ରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବଡ଼ଭାଇ। ମିଳିଥିବା ସୂଚନା ମୁତାବକ,…

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର, ଟ୍ୟୁଶନ ସାର୍‌ ଗିରଫ

ବାଣପୁର,୧୧ା୧୦(ଦିଲୀପ କୁମାର ସ୍ବାଇଁ): ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ। ଖୋର୍ଦ୍ଧା ଜିଲା ଗମ୍ଭାରୀମୁଣ୍ଡା ପୋଲିସ ବିଟ୍‌ ହାଉସ ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଟ୍ୟୁଶନ ସାର୍‌ଙ୍କୁ ଗିରଫ କରିଛି। ଅଭିଯୁକ୍ତ ସାର୍‌ ହେଲେ ଆୟତ୍ତପୁର ପଞ୍ଚାୟତ…

ହଠାତ୍‌ ଶୁଭିଲା ପ୍ରଚଣ୍ଡଶବ୍ଦ: ଦେଖୁଦେଖୁ ଟଳିପଡ଼ିଲେ ମିସ୍ତ୍ରୀ

ଖୋର୍ଦ୍ଧ,୯।୧୦: ଟାୟାର ପ୍ରେସର୍‌ ଟାଙ୍କି ଫାଟି ଜଣେ ମୃତ, ଦୁଇ ଆହତ। ଏଭଳି ଘଟଣାଘଟିଛି ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦଧିମାଛ ଗାଡ଼ିଆ ଛକରେ। ମା’ ଭଗବତୀ ଚନ୍ଦନ ଟାୟାର ପ୍ରେସର ଦୋକାନରେ ସକାଳୁ ସକାଳୁ ଟାୟାରରେ…

ଶ୍ୱଶୁର ଘରୁ ମିଳିଲା ଜ୍ୱାଇଁଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ନିରାକାରପୁର, ୭।୧୦(ନିରାକାରପୁର ): ଶ୍ୱଶୁର ଘରୁ ଜ୍ୱାଇଁଙ୍କ ମୃତଦେହକୁ ଜଙ୍କିଆ ପୋଲିସ ଉଦ୍ଧାର କରିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଜଙ୍କିଆ ଥାନା ଅଧିନସ୍ଥ ଗୋଳବାଇ ପାଟଣା ସାହିର ହୁଣ୍ଡୀ ବଳିୟାରସିଂହ (୩୦)। ଶ୍ୱଶୁର ଘର ଲୋକେ ତାଙ୍କୁ ହତ୍ୟା…

ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଖୋର୍ଦ୍ଧା ସ୍ବାଭିମାନ ମଞ୍ଚ ଏହାର ତୀବ୍ର ବିରୋଧ କରିଛି। ବୁଧବାର ସନ୍ଧ୍ୟାରେ…

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଫାଇନାନ୍ସ କମ୍ପାନୀର କର୍ମଚାରୀ ଜଣକ ଆସୁଥିବା…

ସିସିଟିଭି: ଥାଇ ନ ଥିବା ଭଳି

ଖୋର୍ଦ୍ଧା,୩ା୧୦(ପ୍ରଭାତ ପାଣିଗ୍ରାହୀ):ଥାନାରେ ସ୍ବଚ୍ଛତା ଆଣିବା ନିମନ୍ତେ ସିସିଟିିଭି ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସିିସିଟିଭି ଲାଗିଲେ ଲୋକମାନଙ୍କ ପ୍ରତି ପୋଲିସର ବ୍ୟବହାର ଜଣାପଡ଼ିବ। ହେଲେ ଏବେ ବି ରାଜ୍ୟର ବିଭିନ୍ନ ଥାନାରେ ସିସିଟିଭି ଲାଗି ନ ଥିବା ଜଣାପଡ଼ିଛି। ଭରତପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?