ଖୋର୍ଦ୍ଧା

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏନ୍‌ଏଚ୍‌ରେ କଣ୍ଟେନରକୁ ଥାର୍ ଧକ୍କା ଦେବା ଫଳରେ ୩ଜଣଙ୍କ…

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ ଯୁବକ ଅତି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ଅଭିଯୁକ୍ତ…

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ ପରିଡ଼ା ଓରଫ ଟୁଟୁ। ଗୁଳିମାଡ଼ର କାରଣ ଅସ୍ପଷ୍ଟ। ଖୋର୍ଦ୍ଧା ମେଡିକାଲରେ ଡାକ୍ତର ମୃତ୍ୟୁ ଘୋଷଣା…

ଚିଲିକାକୁ ଆସିଛନ୍ତି ୧୧ ଲକ୍ଷ ପକ୍ଷୀ

ବାଲୁଗାଁ,୧୯ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ପକ୍ଷୀଙ୍କ ସମାଗମ ହୋଇଛି l ସେଥିମଧ୍ୟରୁ ୧୦୬ ପ୍ରଜାତିର ୧୧ ଲକ୍ଷ ୧୦…

ଚିପ୍ସ ପ୍ୟାକେଟ ହେଲା କାଳ: ଚାଲିଗଲା ୬ ବର୍ଷ ଶିଶୁର ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ଚିପ୍ସରେ ଥିବା ଗିଫ୍ଟ ବେଲୁନ ନେଲା ୬ ବର୍ଷ ଶିଶୁର ଜୀବନ। ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି । ଏହି ଗ୍ରାମର ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ…

ବିନା ଲାଇସେନ୍ସରେ ଚାଲିଥିଲା ମେଡ଼ିସିନ ଦୋକାନ, ଚଢ଼ାଉ କଲା ଡ୍ରଗ୍ସ ବିଭାଗ

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ବଜାରରେ ବିନା ଲାଇସେନ୍ସରେ ବେଧଡକ ଭାବେ ଦୀର୍ଘ ବର୍ଷଧରି ଚାଲିଥିଲା ବେଆଇନ ଔଷଧ ଦୋକାନ ଚାଲିଥିବା ବେଳେ ଡ୍ରଗ୍ସ ବିଭାଗ ପକ୍ଷରୁ ଆଜି କଡାକଡି ଯାଞ୍ଚ କରାଯାଇଛି । ଏଲୋପ୍ୟାଥି, ହୋମିଓପ୍ୟାଥୀ ସହ ଆୟୁର୍ବେଦିକ ଔଷଧ ଗ୍ରାହକଙ୍କୁ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଗଣିତ ଶିକ୍ଷକ

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ ): ଖୋର୍ଦ୍ଧାର ଏକ ସରକାରୀ ଇଂଲିଶ ମିଡିୟମ ସ୍କୁଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗୁରୁବାର ଆଦର୍ଶ ଥାନା ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ଗଣିତ ଶିକ୍ଷକ ଢେଙ୍କାନାଳ ଜିଲା…

ତତ୍ପର ଖୋର୍ଦ୍ଧା ପୋଲିସ: ବ୍ରାଉନ ସୁଗର, ଦେଶୀ ବନ୍ଧୁକ ଜବତ

ଖୋର୍ଦ୍ଧା,୧୪।୧: ଖୋର୍ଦ୍ଧା ପୋଲିସ ପକ୍ଷରୁ ନିଶାମୁକ୍ତି ଅଭିଯାନ ଜାରି ରହିଛି।  ନିଶା କାରବାର ମାମଲାରେ ଜଣେ ଯୁବକଙ୍କୁ  ଗିରଫ କରାଯାଇଛି। ମଙ୍ଗଳବାର ବୋଲଗଡ଼ ଥାନା ଅନ୍ତର୍ଗତ ବାଙ୍କୋଇ ଫାଣ୍ଡି ନିକଟରେ ଚଢ଼ାଉ କରି ୫୨ ଗ୍ରାମ ବ୍ରାଉନ ସୁଗର, ଦେଶୀ ୭…

ଏହି ସ୍ଥାନକୁ ଗଲେ ହୁଏ ସନ୍ତାନପ୍ରାପ୍ତି : ମକର ସଂକ୍ରାନ୍ତିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼, ମାନସିକ କୁଣ୍ଡରେ…

ଖୋର୍ଦ୍ଧା,୧୪।୧(ପ୍ରଭାତ ପାଣିଗ୍ରାହୀ): ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ମକର ସଂକ୍ରାନ୍ତି ସମଗ୍ର ଦେଶରେ ଭିନ୍ନ ଭିନ୍ନ ଭାବେ…

IIT କ୍ୟାମ୍ପସରେ ଦୁର୍ଘଟଣା, ସ୍କୁଟିରେ ଆସୁଥିବା ବେଳେ ଡିଭାଇଡରରେ…

ଖୋର୍ଦ୍ଧା,୧୩।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ଆଇଆଇଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରରେ ସ୍କୁଟି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି । ମୃତକ ହେଲେ ପିଏଚଡି ଛାତ୍ର ଶଙ୍ଖ ଶୁଭ୍ର ଚକ୍ରବର୍ତ୍ତୀ । ସାଙ୍ଗରେ ଥିବା…

ମର୍ମନ୍ତୁଦ ଦୁର୍ଘଟଣା: ପୁଅଙ୍କ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ

ଜଟଣୀ,୯।୧:୧୬ ନମ୍ୱର ଜାତୀୟ ରାଜପଥ ଇନ୍‌ଫୋଭ୍ୟାଲି ଥାନା ଗଙ୍ଗପଡ଼ା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟିରେ ଯାଉଥିବା ଜଣେ ମହିଳା ଭାରସାମ୍ୟ ହରାଇ ପଡିଯିବା ପରେ ଏକ ହାଇୱା ଚଢ଼ିଯିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା…

ଦଧିମାଛଗାଡିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

ଖୋର୍ଦ୍ଧା,୯।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ସଦର ଥାନା ଅନ୍ତର୍ଗତ ଦଧିମାଛଗାଡ଼ିଆ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭୋର ସମୟରେ ଅଜଣା ଗାଡି ଧକାରେ ସ୍କୁଟି ଆରୋହୀ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri