ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍ ବ୍ୟବସାୟରୁ ହୋଇଥିଲା ବିବାଦ
ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମର ଏସ ନାସିମ @ ବାବୁଲ(୩୪), ରୋଷନ ମହାରଣା ଓରଫ…
Odisha Floods: ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ
ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର ପରିମାଣରେ ବନ୍ୟାଜଳ ପ୍ରବାହିତ ହେଉଛି। ତେବେ ଉକ୍ତ ନଦୀ ଓ ନାଳର ଲେଉଟାଣି…
ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ
ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ ଦିଗରେ ସଜାଗ ସଚେତନ ରହିବାକୁ ସମସ୍ତ ବିଡିଓ, ତହସିଲଦାର, ପୌରପରିଷଦକୁ ପରାମର୍ଶ ଦିଆଯାଇଛି।…
ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ
ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…
ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍
ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…
ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ
ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ସୂଚନା ମୁତାବକ ସେହି ଗ୍ରାମର ଜାଗୁଳେଇ ଠାକୁରାଣୀଙ୍କ…
ବାଲିଅନ୍ତା ମର୍ଡର କେସ୍: ଆସିଲା ଓମ୍ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ, ଏଥିରେ ସେ…
ବାଲିଅନ୍ତା,୨୦ା୭: ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ଆସିଲା ସୌମ୍ୟଙ୍କ ସହଯୋଗୀ ଓମ୍ପ୍ରକାଶ ମହାନ୍ତି ଓମ୍ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ। ଓମ୍ ସତ କହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି ଘଟଣାରେ ୫/୬ ଅଭିଯୁକ୍ତ ଏବେ ବି ଫେରାର…
ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ
ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ ବାରମ୍ବାର ଧମକପୂର୍ଣ୍ଣ ଫୋନ ଆସୁଥିବା ବାଲିଅନ୍ତା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଫୋନ…
ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ
ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ…
ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…
ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଧଳା ରଙ୍ଗର ଟାଟା ଇଣ୍ଡିଗୋ କାର୍ (OD 02 R 9002)…
ପିଏମ୍ ଆବାସ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି
ଭୁବନେଶ୍ୱର,୧୯।୬: ପିଏମ୍ ଆବାସ ଯୋଜନାରେ ସହରାରାଞ୍ଚଳ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ରାଜ୍ୟ ସରକାର ପିଏମ୍ ଆବାସ ଯୋଜନାରେ ହିତାଧିକାରୀଙ୍କ ଘର ପଞ୍ଜୀକରଣ ଖର୍ଚ୍ଚକୁ ୧%ରୁ କମ୍ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏନେଇ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ…
ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର
ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ACSଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ଚିଠି କରାଯାଇଛି। ଏପରିକି ତୁରନ୍ତ ଜମି…

