ଖୋର୍ଦ୍ଧା

୨୦ହଜାରରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶିଳ୍ପ ସଂସ୍ଥା ପରିସରରେ ପ୍ରକୃତି ପାଇଁ ଚାରାଟିଏ ଆହ୍ବାନ ଦେଇ ଚାରାରୋପଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ବରୁଣେଇ…

ଆପଣାଇଲା ନାହିଁ ମା’:ଜନ୍ମର ୩ ଦିନରେ ଆଖିବୁଜିଲା ବାଘଛୁଆ

ବାରଙ୍ଗ,୨।୮(ଲିଙ୍ଗରାଜ ରାଉତ):ମା’ ନ ଆପଣେଇବାରୁ କର୍ମଚାରୀଙ୍କ ଯତ୍ନରେ ବଢୁଥିବା ବାଘଛୁଆର ଗୁରୁବାର ମୃତ୍ୟୁ ଘଟିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମଙ୍ଗଳବାର ଧଳା ବାଘୁଣୀ ମୌସୁମୀ ୩ ଶାବକ ଜନ୍ମ ଦେଇଥିଲା। ସେଥିରୁ ୨ ମୃତ ଶାବକ ଥିଲେ। ହେଲେ ସୁସ୍ଥ ଶାବକକୁ…

ମା’ ହେଲା ମୌସୁମୀ

ବାରଙ୍ଗ,୩୧।୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୮ ବର୍ଷୀୟା ଧଳା ବାଘୁଣୀ ମୌସୁମୀ ପ୍ରଥମ ଥର ପାଇଁ ମା’ ହୋଇଛି। ମୌସୁମୀ ପର୍ଯ୍ୟାୟକ୍ରମେ ୩ଟି ଛୁଆକୁ ଜନ୍ମ ଦେଇଛି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ସୋମବାର ରାତି ୮ଟା ୫୧ ମିନିଟ୍‌ରେ ଗୋଟିଏ,…

ପରିତ୍ୟକ୍ତ ଅବସ୍ଥାରେ ପାଇକ ସଂଗ୍ରହାଳୟ

ଖୋର୍ଦ୍ଧା,୨୯ା୭(ପ୍ରଭାତ ପାଣିଗ୍ରାହୀ): ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍‌ଘାଟନ କରିଥିଲେ। ଏଥିସହିତ ସେଠାରେ ଏକ ପାଇକ ସଂଗ୍ରାହଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ଲକ୍ଷ ବ୍ୟୟ ଅଟକଳରେ…

୨ ଜଣଙ୍କୁ ଚାପିଦେଲା ଅଜଣାଗାଡ଼ି

ବାଣପୁର,୨୬ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଶୁକ୍ରବାର ବିଷ୍ଣୁଡିହ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ…

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କପିଳେଶରପୁର (ବାଲିଗାଁ)ଗ୍ରାମର ମାନସ ମହାପାତ୍ର ଓରଫ…

ଲଗାଣ ବର୍ଷାରେ ଧାନତଳି ନଷ୍ଟ ଆଶଙ୍କାରେ ଚାଷୀ

ନିରାକାରପୁର,୨୦ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଥିବା ବେଳେ ତଳି କିଆରିରେ ପାଣି ବୁଡି ରହିବା କାରଣରୁ ଗଜା ଧାନ ନଷ୍ଟ…

ସୁଧୁରୁନି ସହରର ପରିମଳ ବ୍ୟବସ୍ଥା

ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍‌ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍‌ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍‌ ପୋତିହୋଇପଡ଼ିଥିବା ବେଳେ ଅଳିଆ ଆବର୍ଜନା ଜମିରହି ପଚି ଦୁର୍ଗନ୍ଧ ହେଉଛି। ଫଳରେ ମଶା,…

ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ

ବାଲୁଗାଁ,୧୨।୭: ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ…

୫ ଦିନ ପରେ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ

ଖୋର୍ଦ୍ଧା,୧୨ା୭: ଖୋର୍ଦ୍ଧା ଜିଲାର ତାପଙ୍ଗ ଖଣି ପାଣିରୁ ୫ ଦିନ ଧରି ନିଖୋଜ ଥିବା ଓମ୍‌ ପ୍ରକାଶ ରଥଙ୍କ ମୃତଦେହ ସୋମବାର ମିଳିଛି। ଆଜି ସକାଳେ ପାଣିରେ ମୃତଦେହ ଭାସିଥିଲା। ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ରିଲ୍ସ…

ଅବ୍ୟବସ୍ଥାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ

ଖୋର୍ଦ୍ଧା,୧୦।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପହିଛି। ଆବଶ୍ୟକ ସଂଖ୍ୟକ ବିଶେଷଜ୍ଞ, ଡାକ୍ତର, ପାରାମେଡିକାଲ ଷ୍ଟାଫ୍‌ ଏବଂ ଚିକିତ୍ସା ପାଇଁ ଯନ୍ତ୍ରପାତି ଅଭାବରୁ ରୋଗୀମାନେ ଉପଯୁକ୍ତ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଦୁର୍ଘଟଣା ଜନିତ ଚିକିତ୍ସା…

ଖଣି ପୋଖରୀରେ ବୁଡି ଯୁବକ ନିଖୋଜ

ଖୋର୍ଦ୍ଧା,୯।୭: ଖୋର୍ଦ୍ଧା ଜିଲା ତାପଙ୍ଗ ଅଞ୍ଚଳରେ ଏକ ଅଘଟଣ ଘଟିଛି। ତାପଙ୍ଗ ସ୍ଥିତ ଏକ ଖଣି ପୋଖରୀରେ ଜଣେ ଯୁବକ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କୁ ଉଦ୍ଧାର କରିବା ପାଇଁ ରେସକ୍ୟୁ ଅପରେଶନ ଚାଲିଛି। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?