ବିଭୂତିଙ୍କୁ ଟକ୍କର ଦେବା ପାଇଁ ଭାଜପାର ପ୍ରାର୍ଥୀଖୋଜା
ଖୋର୍ଦ୍ଧା,୨ା୪(ପ୍ରଭାତ ପାଣିଗ୍ରାହୀ):ରାଜଧାନୀ ଉପକଣ୍ଠ ତଥା ଖୋର୍ଦ୍ଧା ଜିଲାର ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ ହେଉଛି ଜଟଣୀ। ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକାରେ ଜଟଣୀ ଆସନ ପାଇଁ ପୂର୍ବତନ ବିଧାୟକ ତଥା ଜିଲା ସଭାପତି ବିଭୂତି ବଳବନ୍ତରାୟଙ୍କୁ ଏଠାରୁ ପ୍ରାର୍ଥୀ କରିଛି।…
ମନ୍ମଥଙ୍କୁ ନେଇ ଅଙ୍କ ଗଡ଼ବଡ଼
ଖୋର୍ଦ୍ଧା,୩୧।୩(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶା ରାଜନୀତିରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ରହିଛି। ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ପୁଣି ଥରେ ଏହି ଆସନରୁ ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ…
ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ
ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ ମନ୍ତବ୍ୟକୁ ନେଇ କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୋର୍ଦ୍ଧା ମଲିପଡା ସ୍ଥିତ…
‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’
ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରେ…
ଟ୍ରେଲର ଧକ୍କାରେ ପିକ୍ଅପ୍ ଚାଳକ, ହେଲପର ମୃତ
ନିରାକାରପୁର,୨୭ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଟ୍ରେଲର ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ପିକ୍ଅପ୍ ଚାଳକ ଓ ହେଲପର ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଚାଳକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ମେଦିନୀପୁର ଅଞ୍ଚଳର ଶାନ୍ତନୁ ସୌ (୨୭) ଏବଂ ହେଲପର ଜଣକ…
ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା
ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼ ନାଁ…
ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !
ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି…
ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର
ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ ଚର୍ଚ୍ଚିତ…
ପ୍ରସନ୍ନଙ୍କୁ ରଘୁ ସମର୍ଥକଙ୍କ ବିରୋଧ
ଖୋର୍ଦ୍ଧା,୨୩ା୩ (ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀରେ ଶାସକ ଦଳରେ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ…
ବିଜେଡିରେ ଅଧିକ ଆଶାୟୀ
ଗମ୍ଭାରୀମୁଣ୍ଡା,୧୯ା୩ (ଦିଲୀପ ସ୍ବାଇଁ):ଆଗାମୀ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି। ଖୋର୍ଦ୍ଧା ଜିଲା ଚିଲିକା ବିଧାନସଭା ନିର୍ବାଚନମଣ୍ଡଳୀରେ ଶାସକ ଓ ବିରୋଧୀ ଦଳର ଏକାଧିକ ଆଶାୟୀ ପ୍ରାର୍ଥୀ ଦଳର ମୁଖିଆଙ୍କ ପାଖରେ ତାଙ୍କ କଥା କିଭଳି ପହଞ୍ଚତ୍ବ, ସେଥିନେଇ କସରତ ଚଳାଇଛନ୍ତି।…
ପ୍ରୋତ୍ସାହନ ରାଶି ମିଳିବା ଦାବିରେ ଓ୍ବାର୍ଡସଭ୍ୟଙ୍କର ଭୋଟ୍ ବର୍ଜନ ଧମକ
ନିରାକାରପୁର,୧୬ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚଳିତମାସ ଗତ ୧୨ତାରିଖରେ ରାଜ୍ୟ ସରକାର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବଢ଼ାଇଛନ୍ତି। ହେଲେ ଓ୍ବାର୍ଡ ସଭ୍ୟ ଓ ସଭ୍ୟା୍ମାନଙ୍କର ଭତ୍ତା ୨୪୦ଟଙ୍କାରୁ ଏବେ ୪୮୦କୁ ବୃଦ୍ଧି କରିଛନ୍ତି। ହେଲେ…
କାର୍ଯ୍ୟର ୧୦ଦିନ ପରେ ରାସ୍ତାରୁ ଉଠିଲା ପିଚୁ
ବେଗୁନିଆ,୧୫।୩(ହର ପ୍ରସନ୍ନ ପଣ୍ଡା): ପଥଚାରୀଙ୍କ ସୁରକ୍ଷିତ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ ବହୁ ଯୋଜନାରେ ରାସ୍ତା ମରାମତି ଓ ନୂତନ ନିର୍ମାଣ କାର୍ଯ୍ୟ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଅନେକ ରାସ୍ତାର ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର ହେଉଥିବା ପରିଲକ୍ଷିତ ହୋଇଛି।…
Archives


