ଖୋର୍ଦ୍ଧା

ରିଲ୍ସ ହେଲା କାଳ: ପାଣିରେ ବୁଡିଗଲେ ୨ ଛାତ୍ର

ଖୋର୍ଦ୍ଧା,୯ା୭(ପ୍ରଭାତ ପାଣିଗ୍ରାହୀ):ସେଲ୍ଫି ଓ ରିଲ୍ସ କରିବା କାଳ ହେଇଛି। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ବଡ଼ସାଉଁଳି କଳିଙ୍ଗ ମୁଣ୍ଡିଆ ପୋଖରୀରେ ସୋମବାର ସେଲ୍ଫି ନେବା ସହ ରିଲ୍ସ କରୁଥିବା ବେଳେ ଦୁଇ ଜଣ ଛାତ୍ର ବୁଡ଼ିଯାଇଥିଲେ। ତେବେ ଜଣଙ୍କୁ ଉଦ୍ଧାର…

ପୁଣି ଟାଙ୍ଗୀ ବନାଞ୍ଚଳରେ ଏକ ଦନ୍ତାହାତୀର ମୃତ୍ୟୁ

ନିରାକାରପୁର, ୮।୭(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଓଳସିଂ ପଞ୍ଚାୟତ ଡମଣଭୂମି ଛୋଟରାୟସାହିର ଜଣେ ବ୍ୟକ୍ତିଙ୍କ ବାରି ପଛପଟୁ ସୋମବାର ଏକ ଦନ୍ତାହାତୀର ମୃତ ଦେହକୁ ଟାଙ୍ଗୀ ବନ ବିଭାଗ ଉଦ୍ଧାର କରିଛି।…

ଡମନଭୂଇଁରେ ଦନ୍ତାହାତୀର ମୃତ୍ୟୁ

ନିରାକାରପୁର,୮ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅନ୍ତର୍ଗତ ଓଲସିଂହ ପଞ୍ଚାୟତ ଡମନଭୂଇଁ ଗ୍ରାମରେ ଗୋଟେ ଦନ୍ତା ହାତୀର ମୃତଦେହକୁ ବନ ବିଭାଗ ଜବତ କରିଛି। ହାତୀଟିର ମୃତଦେହ ପଡ଼ି ରହିଥିବା ବେଳେ ଏହାକୁ ବନ ବିଭାଗ କର୍ମଚାରୀମାନେ ଜଗି…

ଲାଞ୍ଚ ନେଉଥିବାବେଳେ ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଖୋର୍ଦ୍ଧା,୫।୭(ପ୍ରଭାତ ପାଣିଗ୍ରାହୀ): ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶେଶ୍ୱର ରାଏ ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି। ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ…

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ ଅଧ୍ୟାପକ ଓ ପରିଚାଳନା କମିଟି ସଭାପତି ସ୍ଥାନୀୟ ୪ଜଣ ଯୁବକଙ୍କ ସହ କଲେଜ ଅଧ୍ୟକ୍ଷଙ୍କୁ…

ଲାଗୁ ହେଲା ନୂଆ ଆପରାଧିକ ଆଇନ

ଖୋର୍ଦ୍ଧା,୧।୭ (ପ୍ରଭାତ ପାଣିଗ୍ରାହୀ) : ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଆପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ, ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା…

ଚାଷକାମ ସାରି ଘରକୁ ଫେରୁଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବ୍ଲକ ପୁବୁସାହି ପଞ୍ଚାୟତ ଜୟମଙ୍ଗଳ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ବୟ ହେଲେ ନାରଣ ପ୍ରଧାନ(୬୨) ଓ ସରୋଜ ଜେନା(୪୨)। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ ଘଡ଼ଘଡ଼ି…

ବର୍ଷାରେ ଉବୁଟୁବୁ ନିରାକାରପୁର, ଠିକ୍‌ରେ ନିଷ୍କାସନ ହୋଇପାରୁନି ବର୍ଷାଜଳ

ନିରାକାରପୁର,୨୯ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ମୌସୁମୀ ପ୍ରଭାବରେ ଶୁକ୍ରବାରଠାରୁ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ନିରାକାରପୁର ବଡ଼ବଜାରସ୍ଥିତ ନୂଆ ଜଗନ୍ନାଥ ସଡ଼କ ଭୂଷଣ୍ଡପୁରକୁ ସଂଯୋଗ କରୁଥିବା ରାସ୍ତାର ମଙ୍ଗଳା ବଜାରରେ ଡ୍ରେନେଜ୍‌ ଅଭାବରୁ ବର୍ଷା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ବର୍ଷାଜଳ…

ନିରାକାରପୁର ରେଳ ଫାଟକରେ ପ୍ରବଳ ଭିଡ଼

ନିରାକାରପୁର,୨୬ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଉପର ବଜାରଠାରେ ଥିବା ରେଳବାଇ ଫାଟକଟିରେ ଦୈନିକ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହେଉଛି। ଏହା ଯୋଗୁ ଆମ୍ବୁଲାନ୍ସଠାରୁ ଆରମ୍ଭ କରି ସ୍କୁଲ, କଲେଜ ଛାତ୍ରୀଛାତ୍ର ଦୈନିକ ବାଇକ କାର୍‌ ଅନ୍ୟ ଗାଡ଼ି ଯୋଗେ…

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପରେ ସଂଗ୍ରହାଳୟର ବିଭିନ୍ନ ଗ୍ୟାଲେରୀ ବୁଲି ଦେଖିଥିଲେ। ପରେ ମୁଖ୍ୟମନ୍ତ୍ରୀ ବକ୍ସି…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

କଟକ,୧୨।୬: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି। ତେବେ ପୋଲିଂ ବୁଥ୍‌ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ ଗିରଫ…

‘ବିଜେଡିର ୨୫ ବିଧାୟକ ଯୋଗାଯୋଗରେ ଅଛନ୍ତି’

ଖୋର୍ଦ୍ଧା/କଟକ,୯ା୬(ପ୍ରଭାତ ପାଣିଗ୍ରାହୀ/ଶିଳ୍ପା ପ୍ରିୟଦର୍ଶିନୀ):ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ଅନ୍ତରୀଣ ଜାମିନ ପାଇବା ପରେ ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରବିବାର ଜେଲରୁ ମୁକୁଳିଛନ୍ତି। ଏହାପରେ ତାଙ୍କୁ ବହୁ ନେତା ଓ କର୍ମୀ ଫୁଲମାଳ ପିନ୍ଧାଇ ଶୁଭେଚ୍ଛା ଜଣାଇଥିଲେ। ପ୍ରଶାନ୍ତ ଘୋଡ଼ାଗାଡ଼ିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?