ଖୋର୍ଦ୍ଧା

ଦୃଷ୍ଟିବାଧିତ ରଘୁଙ୍କ ଭିକ୍ଷାବୃତ୍ତି ଅର୍ଥରେ ଶନିମନ୍ଦିର ନିର୍ମାଣ

ଖୋର୍ଦ୍ଧା,୧୨ା୮(ପ୍ରଭାତ ପାଣିଗ୍ରାହୀ):ଗଜପତି ଜିଲା କୋଦୁଣୀ ଗ୍ରାମର ରଘୁ ରାଉତ। ଜନ୍ମରୁ ଦୃଷ୍ଟିଶକ୍ତି ହରାଇଛନ୍ତି। ପିଲାଦିନୁ ଘର ଛାଡ଼ି ଭିକ୍ଷାବୃତ୍ତି କରନ୍ତି। ପରିଣତ ବୟସରେ ଭିକ୍ଷାବୃତ୍ତି କରି ଯାହା ଅର୍ଥ ସଞ୍ଚୟ କରିଥିଲେ ସେଥିରେ ଖୋର୍ଦ୍ଧା ଜିଲା ଅଟ୍ରିର ହଟକେଶ୍ୱର ମନ୍ଦିର ପରିସରରେ…

ଓଡ଼ିଶାରେ ଭାଇ ଭଉଣୀ ସରକାର ଚାଲିଛି

ଖୋର୍ଦ୍ଧା,୯ା୮(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧାଗଡ଼ ପରିସରରେ ଅନୁଷ୍ଠିତ ସାଧାରଣ ସଭାରେ ଜନତାଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ, ଓଡ଼ିଶାରେ ଭାଇଭଉଣୀ ସରକାର ଚାଲିଛି। ସୂରଜଙ୍କୁ ସେ ଭାଇ ବୋଲି ସମ୍ବୋଧିତ କରିଥିଲେ। ବାହାରିବା ବେଳେ ଭାଇଭଉଣୀ ବରୁଣେଇ ପାହାଡ଼ ପରିଦର୍ଶନ କରିବେ…

ବ୍ରାଣ୍ଡେଡ୍‌ କମ୍ପାନୀର ନକଲି ଲୋଗୋରେ ତରଳ ୟୁରିଆ କାରବାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ବ୍ରାଣ୍ଡେଡ କମ୍ପାନୀର ନକଲି ଲୋଗୋ ଲଗାଇ ବିକ୍ରି ନକଲି ତରଳ ୟୁରିଆ ବିକ୍ରି କରୁଥିଲେ। ୧୬ ନଂ ରାଜପଥ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟାପଡ଼ା ଛକ ଚା’ ଦୋକାନରେ ଦୀର୍ଘ ଦିନ ଧରି ଚାଲିଥିଲା ନକଲି କାରବାର।…

୨୦ହଜାରରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶିଳ୍ପ ସଂସ୍ଥା ପରିସରରେ ପ୍ରକୃତି ପାଇଁ ଚାରାଟିଏ ଆହ୍ବାନ ଦେଇ ଚାରାରୋପଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ବରୁଣେଇ…

ଆପଣାଇଲା ନାହିଁ ମା’:ଜନ୍ମର ୩ ଦିନରେ ଆଖିବୁଜିଲା ବାଘଛୁଆ

ବାରଙ୍ଗ,୨।୮(ଲିଙ୍ଗରାଜ ରାଉତ):ମା’ ନ ଆପଣେଇବାରୁ କର୍ମଚାରୀଙ୍କ ଯତ୍ନରେ ବଢୁଥିବା ବାଘଛୁଆର ଗୁରୁବାର ମୃତ୍ୟୁ ଘଟିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମଙ୍ଗଳବାର ଧଳା ବାଘୁଣୀ ମୌସୁମୀ ୩ ଶାବକ ଜନ୍ମ ଦେଇଥିଲା। ସେଥିରୁ ୨ ମୃତ ଶାବକ ଥିଲେ। ହେଲେ ସୁସ୍ଥ ଶାବକକୁ…

ମା’ ହେଲା ମୌସୁମୀ

ବାରଙ୍ଗ,୩୧।୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୮ ବର୍ଷୀୟା ଧଳା ବାଘୁଣୀ ମୌସୁମୀ ପ୍ରଥମ ଥର ପାଇଁ ମା’ ହୋଇଛି। ମୌସୁମୀ ପର୍ଯ୍ୟାୟକ୍ରମେ ୩ଟି ଛୁଆକୁ ଜନ୍ମ ଦେଇଛି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ସୋମବାର ରାତି ୮ଟା ୫୧ ମିନିଟ୍‌ରେ ଗୋଟିଏ,…

ପରିତ୍ୟକ୍ତ ଅବସ୍ଥାରେ ପାଇକ ସଂଗ୍ରହାଳୟ

ଖୋର୍ଦ୍ଧା,୨୯ା୭(ପ୍ରଭାତ ପାଣିଗ୍ରାହୀ): ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍‌ଘାଟନ କରିଥିଲେ। ଏଥିସହିତ ସେଠାରେ ଏକ ପାଇକ ସଂଗ୍ରାହଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ଲକ୍ଷ ବ୍ୟୟ ଅଟକଳରେ…

୨ ଜଣଙ୍କୁ ଚାପିଦେଲା ଅଜଣାଗାଡ଼ି

ବାଣପୁର,୨୬ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଶୁକ୍ରବାର ବିଷ୍ଣୁଡିହ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ…

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କପିଳେଶରପୁର (ବାଲିଗାଁ)ଗ୍ରାମର ମାନସ ମହାପାତ୍ର ଓରଫ…

ଲଗାଣ ବର୍ଷାରେ ଧାନତଳି ନଷ୍ଟ ଆଶଙ୍କାରେ ଚାଷୀ

ନିରାକାରପୁର,୨୦ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଥିବା ବେଳେ ତଳି କିଆରିରେ ପାଣି ବୁଡି ରହିବା କାରଣରୁ ଗଜା ଧାନ ନଷ୍ଟ…

ସୁଧୁରୁନି ସହରର ପରିମଳ ବ୍ୟବସ୍ଥା

ଖୋର୍ଦ୍ଧା,୧୯ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଡ୍ରେନ୍‌ ସଫା ନ ହେବା ଫଳରେ ପୋତିହୋଇଗଲାଣି। ଅଧିକାଂଶ ଡ୍ରେନ୍‌ ପଥର ଖସି ଭୁଶୁଡ଼ିପଡ଼ିଲାଣି। ଡ୍ରେନ୍‌ ପୋତିହୋଇପଡ଼ିଥିବା ବେଳେ ଅଳିଆ ଆବର୍ଜନା ଜମିରହି ପଚି ଦୁର୍ଗନ୍ଧ ହେଉଛି। ଫଳରେ ମଶା,…

ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ

ବାଲୁଗାଁ,୧୨।୭: ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?