ଭାଜପାରେ ଯୋଗଦେଲେ ପ୍ରଶାନ୍ତ ଜଗଦ୍ଦେବ
ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ବର ଦଳୀୟ କାର୍ଯ୍ୟାଳୟରେ ସମର୍ଥକଙ୍କ ସହ ଆସି ଦଳରେ ଯୋଗଦାନ କରିଛନ୍ତି। ଏହି ସମୟରେ ଦଳୀୟ…
ଜଗନ୍ନାଥ ମନ୍ଦିରରୁ ଚୋରି
ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ)୫୭ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଗଡ଼ଖୋର୍ଦ୍ଧା ଛକ ନିକଟରେ ରହିଥିବା ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଭାବେ ପରିଚିତ ଗଡ଼ଖୋର୍ଦ୍ଧା ଶ୍ରୀଜଗନ୍ନାଥ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ହୁଣ୍ଡିବାକ୍ସ, ୩ଟି ଆଲମିରା ତାଡ଼ି ଲକ୍ଷାଧିକ ଟଙ୍କା ସମେତ…
ଉଲଗ୍ନ ହୋଇ ରାସ୍ତାରେ ଖଣ୍ଡା ବୁଲାଇଲେ
ବାରଙ୍ଗ,୨୭ା୨(ଲିଙ୍ଗରାଜ ରାଉତ):ତ୍ରିଶୂଳିଆ ବାଙ୍କୀ ମୁଖ୍ୟରାସ୍ତାର ଗୋଡ଼ିସାହି ବଜାର ପାଖରେ ସୋମବାର ଉଲଗ୍ନ ଅବସ୍ଥାରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ଖଣ୍ଡା ଧରି ପ୍ରାୟ ଅଧଘଣ୍ଟା କାଳ ଆତଙ୍କ ଖେଳାଇଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଉକ୍ତ ବ୍ୟକ୍ତିଙ୍କୁ…
ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ
ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ…
ନନ୍ଦନକାନନକୁ ଆସିଲା ଉଦ୍ଧାର ଶାଗୁଣା, ଶାରୀ
ବାରଙ୍ଗ,୨୬।୨(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ରବିବାର ଉଦ୍ଧାର ହୋଇ ଗୋଟିଏ ଶାଗୁଣା ଓ ଗୋଟିଏ ଶାରୀ ଆସିଛି। ସୂଚନା ଯୋଗ୍ୟ, ଠାକୁରମୁଣ୍ଡା କରଞ୍ଜିଆ ରେଞ୍ଜରୁ ଉଦ୍ଧାର ହୋଇ ଏକ ଧଳାପିଠିଆ ଶାଗୁଣା ନନ୍ଦନକାନନକୁ ଆସିଛି। ଶାଗୁଣାକୁ ଏଠାକାର ଡାକ୍ତର ପ୍ରାଥମିକ…
ମଧୁବନ ଗାଁରେ ବୁଲିଲା ଖଣ୍ଡା, ଜଣେ ଆହତ
ବାରଙ୍ଗ,୨୫ା୨(ଲିଙ୍ଗରାଜ ରାଉତ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାରଙ୍ଗ ଥାନା ଅଧିନସ୍ଥ ମଧୁବନ ଗାଁରେ ରବିବାର ମଧ୍ୟାହ୍ନରେ ବୁଲିଛି ଖଣ୍ଡା। ଖଣ୍ଡାଚୋଟରେ ଜଣେ ଆହତ ହୋଇଥିବା ବେଳେ ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି। ଆତଙ୍କ ସୃଷ୍ଟି କରିଥିବା ଯୁବକମାନେ ଏକ କାର୍କୁ…
ଭୋଟ୍ ବର୍ଜନ ପାଇଁ ଗାଁ ଗାଁରେ ବୁଲିଲା ପ୍ରଚାର ଅଟୋ
ନିରାକାରପୁର,୨୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନରଣଗଡ଼ ପଞ୍ଚାୟତବାସୀ ଦୀର୍ଘବର୍ଷ ଧରି ଭିଟାମାଟି ସମସ୍ୟା ଓ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ନେଇ ବାରମ୍ବାର ଦାବି ସହ ପୂର୍ବରୁ ଦୀର୍ଘ ୧୧ଦିନ ଧରି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା…
ବିଜେଡି, ଭାଜପା କନ୍ଦଳରେ କଂଗ୍ରେସ ଖୁସ୍
ଖୋର୍ଦ୍ଧା,୨୫ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ଅତୀତରେ କମ୍ୟୁନିଷ୍ଟ ନେତା ଗଙ୍ଗାଧର ପାଇକରାୟ, ସତ୍ୟାନନ୍ଦ ଚମ୍ପତିରାୟ, ଚିନ୍ତାମଣି ପାଣିଗ୍ରାହୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପ୍ରଶାନ୍ତ ନନ୍ଦ ପ୍ରମୁଖ ନିଜ ଭାଗ୍ୟ ପରୀକ୍ଷା କରିଥିଲେ। ଜାନକୀ ବଲ୍ଲଭ ଓ…
ଭଡାଘରୁ ମିଳିଲା ଶିକ୍ଷକଙ୍କ ମୃତଦେହ
ନିରାକାରପୁର,୧୮।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର କଲେଜ ଖେଳପଡ଼ିଆର ପଶ୍ଚିମ ପାର୍ଶ୍ୱରେ ଥିବା ଏକ ଭଡାଘରୁ ଜଣେ ଶିକ୍ଷକଙ୍କ ମୃତଦେହ ନିରାକାରପୁର ପୋଲିସ ଜବତ କରିଛି। ପରିବାର ଲୋକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ରବିବାର ହସ୍ତାନ୍ତର…
ଦୋକାନ ଉଚ୍ଛେଦ ବେଳେ ବିଷ ପିଇଲେ ମହିଳା
ବେଗୁନିଆ,୧୮।୨(ହର ପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ କୋଚିଆଖାଲ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଶାସନ ପକ୍ଷରୁ ସରକାରୀ ଜମିରୁ ଦୋକାନ ଗୃହ ଉଚ୍ଛେଦ ବେଳେ ଜଣେ ମହିଳା ବିଷ ପିଇଦେଇଥିଲେ। ସେ ହେଲେ କୃଷ୍ଣଚନ୍ଦ୍ର ପାଟ୍ଟଶାଣୀଙ୍କ…
ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ
ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ ଲୋକମାନେ…
ଅବକ୍ଷୟମୁଖୀ ଜଙ୍ଗଲ, ଶିକାର ହାତୀ ମୃତ୍ୟୁର କାରଣ
ଖୋର୍ଦ୍ଧା,୧୫ା୨(ପ୍ରଭାତ ପାଣିଗ୍ରାହୀ)ଚନ୍ଦକା ବନ୍ୟପ୍ରାଣୀ ବିଭାଗ ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣରେ ଆହତ ଦନ୍ତାହାତୀର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ଗତବର୍ଷ କେରଳରେ ମଧ୍ୟ ଏଭଳି ଏକ ଘଟଣା ଘଟିଥିଲା। ତେବେ ବନ୍ୟଜନ୍ତୁ ଶିକାର ପାଇଁ ଶିକାରୀଙ୍କ ଏଭଳି କାର୍ଯ୍ୟଶୈଳୀକୁ ନେଇ…
Archives


