ଖୋର୍ଦ୍ଧା

ବର୍ଷାରେ ଭିଜି ବାସନ ମାଜିଲେ ଛାତ୍ର, ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୫ା୧(ପ୍ରଭାତ ପାଣିଗ୍ରାହୀ): ରାଜ୍ୟ ସରକାରଙ୍କ ସମଗ୍ର ଶିକ୍ଷା ଅଭିଯାନରେ ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ ସ୍ଲୋଗାନ ପ୍ରହସନ ପାଲଟିଛି। ଡ୍ରପ୍‌ଆଉଟ ପିଲାଙ୍କୁ ସରକାରୀ ବିଦ୍ୟାଳୟମୁହାଁ କରିବା, ଅତ୍ୟାଧୁନିକ ଜ୍ଞାନକୌଶଳ, ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଯୋଗାଇବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି।…

ଗାଁ ଭିତରେ ପଶିଲା ଦନ୍ତା, ଆଶଙ୍କାରେ ଗ୍ରାମବାସୀ

ନିରାକାରପୁର,୨୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ୨ମାସ ଧରି ୨୪ଟି ହାତୀ ଖୋର୍ଦ୍ଧା ଜିଲା ଭୂଷଣ୍ଡପୁର ବନାଞ୍ଚଳ ଛାଡ଼ି ଯାଉନାହାନ୍ତି। ଏହି ହାତୀପଲ ଦିନବେଳେ ନିକଟସ୍ଥ କାଜୁ ଜଙ୍ଗଲ ଓ ପାହାଡ଼ରେ ରହି ଆସୁଛନ୍ତି। ହେଲେ ପୂର୍ବପରି ଆଉ ଗହିର ଜମିରେ ଧାନଫସଲ ନ…

ବାହାର ନେତାଙ୍କୁ ବିରୋଧ, ବଦଳିପାରେ ସମୀକରଣ

ଖୋର୍ଦ୍ଧା,୨୪।୧ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ନିର୍ବାଚନମଣ୍ଡଳୀ ଓଡ଼ିଶା ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ବେଗୁନିଆ ଓ ବୋଲଗଡ଼ ଦୁଇଟି ବ୍ଲକକୁ ନେଇ ଏହା ଗଠିତ। ଅତୀତରେ ଏହି ଆସନରୁ ନିର୍ବାଚନ ଲଢ଼ି ଜାନକୀ ବଲ୍ଲଭ ପଟ୍ଟନାୟକ ଥରେ ମୁଖ୍ୟମନ୍ତ୍ରୀ…

ସାଢ଼େ ୫ ଇଞ୍ଚ୍‌ର ଶ୍ରୀରାମମନ୍ଦିର ପ୍ରତିକୃତି

ଖୋର୍ଦ୍ଧା,୨୨ା୧(ପ୍ରଭାତ ପାଣିଗ୍ରାହୀ): ସୋମବାର ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ। ଏନେଇ ସାରାଦେଶ ଉତ୍ସବମୁଖର ହୋଇଉଠିଛି। କିଏ ଚାଲି ଚାଲି ଅଯୋଧ୍ୟାରେ ପହଞ୍ଚିଲାଣି ତ’ ଆଉ କେଉଁଠି ପୂଜାପାଠ, ମନ୍ଦିରରେ ହୋମଯଜ୍ଞ, ସାମୂହିକ ହନୁମାନ ଚାଳିଶା ପାଠ କରାଯାଉଛି। ଏହି ପରୀପ୍ରେକ୍ଷୀରେ…

ପାଇକ ବିଦ୍ରୋହର ଅନ୍ତୁଡ଼ିଶାଳ ଖୋର୍ଦ୍ଧାଗଡ଼ ଜରାଜୀର୍ଣ୍ଣ

ଖୋର୍ଦ୍ଧା,୨୧ା୧(ପ୍ରଭାତ ପାଣିଗ୍ରାହୀ)ପାଇକ ବିଦ୍ରୋହର ଐତିହାସିକ ସଂଗ୍ରାମ, ଗାରିମାମୟ ଐତିହ୍ୟକୁ ନିଜ ବକ୍ଷରେ ଜାବୁଡ଼ି ଧରି ଦଣ୍ଡାୟମାନ ରହିଛି ଖୋର୍ଦ୍ଧାଗଡ଼। ଅତୀତର ସ୍ମୃତିକୁ ସାଉଁଟି ରଖିଥିବା ଏହି ଗଡ଼ ଏବେ ବିଲୁପ୍ତ ଓ ଭଗ୍ନ ଅବସ୍ଥାରେ ରହିଛି। ଯେଉଁଠାରୁ ଦିନେ ପାଇକ ବୀରମାନେ…

୨ କଣ୍ଟେନର ସହ ପ୍ରାୟ ୭୯ରୁ ଅଧିକ ଗୋରୁ ଜବତ, ଖସିଗଲେ ମାଫିଆ

ଖୋର୍ଦ୍ଧା,୨୦।୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳ ଗୋମାଫିଆଙ୍କ ଭୂସ୍ବର୍ଗ ପାଲଟିଛି। ଗୋଚାଲାଣ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଗୋରୁ ବୋଝେଇ କଣ୍ଟେନର ରାଜ୍ୟ ବାହାରକୁ ଚାଲଣ ହେବା ପାଇଁ ଜାମୁସାହିରେ ଗୋରୁ ବୋଝେଇ ହେଉଥିବା ନେଇ ପୋଲିସକୁ…

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କଲେଜ ଅଧ୍ୟକ୍ଷା

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା କେରଙ୍ଗ କଲେଜ ଅଧ୍ୟକ୍ଷା ବିଦ୍ୟୁତ୍‌ ପ୍ରଭା ଜେନା ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡିଛନ୍ତି। ଉକ୍ତ କଲେଜର ସହକାରୀ ଲାଇବ୍ରାରିୟନ ଧିରଜ ବଡ଼ଜେନାଙ୍କ ସ୍ତ୍ରୀଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ…

ବଢୁଛି ଖଣି ମାଫିଆଙ୍କ ଦୌରାତ୍ମ୍ୟ

ଖୋର୍ଦ୍ଧା,୧୯ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ପାହାଡ଼ ଖନନ କରିବା ସହ ଦୈନିକ ଶହ ଶହ ଟ୍ରକରେ ଲଘୁ ଖଣିଜ ସମ୍ପଦ ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ମାଙ୍କଡ଼ା ପଥର, ମୋରମ,…

ବଟି ପାଇଁ ୧୯ ବସ୍‌କୁ ୫ଘଣ୍ଟା ଅଟକାଇଲେ

ନିରାକାରପୁର,୧୮।୧(ମାନସଚନ୍ଦ୍ର ପଟ୍ଟନାୟକ)ଖୋର୍ଦ୍ଧା ଜିଲା ବଡ଼ ପୋଖରିଆ ଛକ ୧୬ ନଂ. ଜାତୀୟ ରାଜପଥଠାରେ ବୁଧବାର ସକାଳ ସାଢେ ୫ଟାରୁ ୯ଟା ପର୍ଯ୍ୟନ୍ତ ଏକ ଯାତ୍ରୀବାହୀ ବସ୍‌କୁ କିଛି ବ୍ୟକ୍ତି ବଟି ଆଦାୟ ପାଇଁ ଅଟକାଇଥିଲେ। ଫଳରେ ବ୍ରହ୍ମପୁରଠାରୁ ଭୁବନେଶ୍ୱର ଓ କଟକ…

ଚଢ଼ାଉ କରିବାକୁ ଯାଇଥିଲେ ଖଣି ଅଧିକାରୀ, ମାରିକି ଗାତରେ ପକାଇଦେଲେ ଖଣି ମାଫିଆ

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ଚଢ଼ାଉ ବେଳେ ଖଣି ଅଧିକାରୀ ଜଗନ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଖଣି ମାଫିଆଙ୍କ ଆକ୍ରମଣରେ ଜଗନ ଲହୁଲୁହାଣ ହୋଇଛନ୍ତି । ରବିବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲା ଟାଉନ ଥାନା ଅନ୍ତର୍ଗତ ଶରଧାପୁର ନିକଟ ଗୁଡୁମ ଜକରା…

ମାସିକିଆ ବଟିଦେଇ ଖଣିରୁ ଲୁଟ୍‌

ଖୋର୍ଦ୍ଧା,୧୬ା୧(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧା ଜିଲାରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ପାହାଡ଼ ଖନନ କରିବା ସହ ଦୈନିକ ଶହ ଶହ ଟ୍ରକରେ ଲଘୁ ଖଣିଜ ସମ୍ପଦ ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ମାଙ୍କଡ଼ା ପଥର, ମୋରମ, କଳାମୁଗୁନି…

ଆଜି ମକର ସଂକ୍ରାନ୍ତି: ହଟକେଶ୍ୱର ପୀଠ ଚଳଚଞ୍ଚଳ, ଦହନକୁଣ୍ଡରେ ଗୁଆ ଖୋଜୁଛନ୍ତି ଶ୍ରଦ୍ଧାଳୁ

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ମକର ସଂକ୍ରାନ୍ତି ତଥା ସୋମବାରଠାରୁ ଖୋର୍ଦ୍ଧା ଜିଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀ ହଟକେଶ୍ୱରଙ୍କ ମକରମେଳା ଅନୁଷ୍ଠିତ ହେଉଛି। ଏଥିସହ ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ଉଷ୍ଣ ପ୍ରସ୍ରବଣଠାରେ ମକର ମହୋତ୍ସବ ଆୟୋଜିତ ହେଉଛି। ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri