ଖୋର୍ଦ୍ଧା

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ ଘରା ଗୁମ୍ଫା ଅସ୍ତିତ୍ୱ ହରାଇବାକୁ ବସିଲାଣି। ତୁରନ୍ତ ଏହାର ସଂରକ୍ଷଣ କରାଯିବାର ଆବଶ୍ୟକତା ରହିଛି…

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ ଭାଜପା ବିଶ୍ୱରଞ୍ଜନ ବଡ଼ଜେନାଙ୍କୁ ପ୍ରାର୍ଥୀ କରିଛି। ଗତ ରବିବାର ଏହି ଆସନ ପାଇଁ କଂଗ୍ରେସ…

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା ଚାଲିଛି। ନବରାତ୍ରର ରବିବାର ଷଷ୍ଠ ଦିବସ ତଥା ଓଡ଼ିଆ ନବ ବର୍ଷ ଏବଂ ମହାବିଷୁବ…

ଅଙ୍କ ଛିଣ୍ଡୁନି ନା ବିଦ୍ରୋହର ସ୍ବରକୁ ଡର

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ୱର ଲୋକ ସଭା ନିର୍ବାଚନ ପାଇଁ ମେ’୨୫ ତାରିଖରେ ମତଦାନ ହେବ। ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଭୁବନେଶ୍ୱର ଏକାମ୍ର, ମଧ୍ୟ, ଉତ୍ତର, ଜୟଦେବ ଏବଂ ଜଟଣୀ ନିର୍ବାଚନମଣ୍ଡଳୀ…

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ ତତଲା ବାଲିରେ ଚାଲିବା ସହ କୋଇଲିଖା କଣ୍ଟାରେ ଗଡ଼ିଥିଲେ। ପାଟଭୁକ୍ତା ନିଆଁରେ ଝୁଲିଥିଲେ। ବିଶ୍ୱାସ…

ଖୋର୍ଦ୍ଧା ଜିଲାରେ ୧୬ ଅତିରିକ୍ତ ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୩ା୪: ଖୋର୍ଦ୍ଧା ଜିଲାରେ ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ମଧ୍ୟରେ ଗୋଟିଏ, ଭୁବନେଶ୍ୱର ଉତ୍ତରରେ ୫ଟି, ଏକାମ୍ର ଭୁବନେଶ୍ୱରରେ ୯ଟି ଏବଂ ଖୋର୍ଦ୍ଧା ବିଧାନସଭା ଅଧୀନରେ ଗୋଟିଏ ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଏହି ଚାରୋଟି…

ଜଙ୍ଗଲ ନିଆଁରେ ଉଜୁଡ଼ିଯାଉଛି ମୂଲ୍ୟବାନ୍‌ ଗଛ

ବେଗୁନିଆ,୧୨।୪(ହରପ୍ରସନ୍ନ ପଣ୍ଡା): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିଯିବାରୁ ସ୍ଥାନୀୟ ଅଞ୍ଚଳର ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଫଗୁଣ ଆରମ୍ଭରୁ ଦୈନିକ ଏବେ ଗ୍ରାମ୍ୟ ଜଙ୍ଗଲ ହେଉ ଅବା ଘରୋଇ କାଜୁ ବଗିଚାରେ ନିଆଁ…

ଅପରାଜିତାଙ୍କ ବିଜୟ ରାସ୍ତାରେ କଣ୍ଟା ସୁର ରାଉତରାୟ ଏବଂ ଜଟଣୀ, ଜାଣନ୍ତୁ ୨୦୧୯ ନିର୍ବାଚନ ସମୀକରଣ

ଭୁବନେଶ୍ୱର,୯।୩: ୨୦୧୯ ଲୋକ ସଭା ନିର୍ବାଚନରେ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟ ବ୍ୟବଧାନରେ ବିଜୟ ହାସଲ କରିଥିଲେ। ୨୦୧୯ ରେ ଜଟଣୀ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଯେତେବେଳେ ଆପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟ ବ୍ୟବଧାନରେ ଭୁବନେଶ୍ୱର ଲୋକ ସଭା…

ହରିରାଜପୁର ଦୋଳ ମେଳଣ

ଓଡ଼ିଶା ଦୋଳମେଳଣ ଇତିହାସରେ ପୁରୀ ଜିଲା ଡେଲାଙ୍ଗ ବ୍ଲକ ଅଧୀନ ହରିରାଜପୁର ପଞ୍ଚଦୋଳ ମେଳଣର ଆକର୍ଷଣୀୟ ଆତସବାଜି ପାଇଁ ସ୍ବତନ୍ତ୍ର ପରିଚୟ ରହିଛି। ମେଳଣର ସ୍ଥାନାଧିପତି ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ନିକଟରେ ଶ୍ରଦ୍ଧାଳୁମାନେ ମାନସିକ ପୂରଣ ନିମନ୍ତେ ବାଣ…

ଜମିରେ ନିଆଁ, ଧୂଆଁରେ ଲୋକେ ଅସ୍ତବ୍ୟସ୍ତ

ନିରାକାରପୁର,୬ା୪(ମାନସ ଚନ୍ଦ୍ର ପଟ୍ଟନାୟକ): କିଛି ଦିନ ତଳେ ହୋଇଥିବା କାଳବୈଶାଖୀ ଛାଡ଼ିଯିବା ପରେ ପାଗରେ ବୈପ୍ଲବିକ ପରିବର୍ତ୍ତନ ଘଟିଛି। ଏହାର ପ୍ରଭାବରେ ଉତ୍ତାପ ଜାରି ରହିଛି। ଦୈନିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି। ଏଭଳି ପରିସ୍ଥିତିରେ କେତକ ଚାଷୀ ଧାନ…

ମୋ’ ବସ୍‌ ଦୁର୍ଘଟଣା: ଆହତଙ୍କ ସମସ୍ତ ଖର୍ଚ୍ଚ ବହନ କରିବ ଜିଲା ପ୍ରଶାସନ

ଭୁବନେଶ୍ୱର,୬ା୪: ଖୋର୍ଦ୍ଧା ଜିଲାର ପିତାପଲି ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣା ଘଟିଛି। ଏଥିରେ ପ୍ରାୟ ୨୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ପ୍ରାଥମିକ ଚିକିତ୍ସା ଯୋଗାଇ ଦିଆଯାଇଛି ଏବଂ ଉଚ୍ଚ ଚିକିତ୍ସା ଆବଶ୍ୟକ କରୁଥିବା ୬ ଗୁରୁତରଙ୍କୁ ତୁରନ୍ତ ଆମ୍ବୁଲାନ୍ସ…

ନାଳକୁ ଖସି ପଡ଼ିଲା ମୋ ବସ୍‌, ଭିତରେ ଥିଲେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ

ଖୋର୍ଦ୍ଧା,୬।୪: ରାସ୍ତାକଡ଼ ନାଳକୁ ଖସିଲା ମୋ ବସ। ଏହି ଦୁର୍ଘଟଣାରେ ୨୦ ଆହତ ହୋଇଥିବା ଜଣାପଡିଛି। ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ମୋ ବସ ନାଳକୁ ଖସି ପଡିଛି। ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିବାବଳେ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?