ଲୁଟ୍ ପରେ ଚୋରି ଅଳଙ୍କାରକୁ ଘର ପଛପଟେ ଲୁଚାଇ ରଖିଥିଲେ ଦୁର୍ବୃତ୍ତ, ଅଚାନକ ଚଢାଉ କଲା ପୋଲିସ
ଖୋର୍ଦ୍ଧା,୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ମାର୍କେଟ କମ୍ପ୍ଲେକ୍ସ ଏକ ସୁନା ଦୋକାନରୁ ସୁନା ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ। ୨ କେଜି ୬୩୮ଗ୍ରାମ ରୂପା, ଟିଭିଏସ ଆପାଚି ବାଇକ, ୨ଟି ଲୁହାରଡ ଜବତ…
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟରେ…
ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ପଲଟଣ ପଡ଼ିଆଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ସମଗ୍ର ରାଜ୍ୟରେ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟ ସରକାର ୨,୨୦୦ ବିଦ୍ୟାଳୟର…
ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ
ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର କମିଶନର…
ନବୋଦୟ ବିଦ୍ୟାଳୟରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ସୁଦ୍ଧା ୫୪ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ
ଖୋର୍ଦ୍ଧା , ୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଆଜି ସୁଦ୍ଧା ସଂଖ୍ୟା ୫୪ରେ ପହଞ୍ଚିଛି। ଆଗକୁ ଆହୁରି ବଢିବା ସମ୍ଭାବନା ରହିଛି। ପାଣି ଏବଂ ବାହାର ଖାଦ୍ୟରୁ ଜଣ୍ଡିସ ଆକ୍ରାନ୍ତ ବଢୁଛି…
ଜଣ୍ଡିସ୍ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍
ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍କୋ ଟିମ୍। ୧୨ଟି ସ୍ଥାନରୁ ଜଳ ନମୁନା ସଂଗ୍ରହ କରିଛନ୍ତି। ସମସ୍ତ ନମୁନାକୁ ପରୀକ୍ଷା କରିବାକୁ ଲାବୋରେଟୋରୀକୁ ପଠାଯାଇଛି।…
ଗୁରୁଜଙ୍ଗ ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆତଙ୍କ, ୨୫ରୁ ଉର୍ଦ୍ଧ୍ବ ଛାତ୍ର….
ଖୋର୍ଦ୍ଧା,୪।୧୨(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଗୁରୁଜଙ୍ଗ ସ୍ଥିତ ଜବାହର ନବୋଦୟ ବିଦ୍ଯାଳୟରେ ଅଭାବନୀୟ ଘଟଣା । ୨୫ରୁ ଉର୍ଦ୍ଧ୍ବ ଛାତ୍ର ଜଣ୍ଡିସ (ହେପାଟାଇଟିସ-ଏ) ଆକ୍ରାନ୍ତ ହୋଇଛନ୍ତି । ରବିବାର ସେମାନଙ୍କୁ ଜିଲା ମୁଖ୍ଯ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ…
ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ
ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ ପରିଡା । ସୂଚନା ଅନୁଯାୟୀ ତିନି ଦିନ ଧରି ବେଗୁନିଆ ଅଞ୍ଚଳର ଆଖପାଖ ଜଙ୍ଗଲରେ…
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି କାର୍ ଅଟକିଯାଇଛି। ଜଣେ ଯୁବକ ମଧ୍ୟ ଭସାପୋଲରୁ ଖସିପଡିଛନ୍ତି।…
ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ ପ୍ରତାପ ଦିଗଲ ଓ ତାଙ୍କ ସହଯୋଗୀ। ଉଭୟଙ୍କ ଘର କନ୍ଧମାଳ ଅଞ୍ଚଳରେ। ପ୍ରତାପ ପୂର୍ବରୁ…
ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ାଉ କରାଯାଇଛି। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ…
ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ରେଡ କରିଥିବା ନେଇ ସୂଚନା ରହିଛି । ଖବର…
ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦
ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…
Archives


