ବିଶ୍ୱସ୍ତରୀୟ ହେବ ନନ୍ଦନକାନନ: ଜଙ୍ଗଲ ମନ୍ତ୍ରୀ
ବାରଙ୍ଗ,୧୮।୧୧(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ବହୁ ପ୍ରତୀକ୍ଷିତ ‘ରୋପ୍ୱେ’ ପୁଣିଥରେ ଆରମ୍ଭ ହୋଇଛି। ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉଦ୍ଘାଟନ କରିଛନ୍ତି। ୧୩ବର୍ଷ…
ପୁଣିଥରେ ନନ୍ଦନକାନନ ରୋପ୍ୱେର ମଜା ନେବେ ପର୍ଯ୍ୟଟକ
ବାରଙ୍ଗ,୧୭।୧୧(ଲିଙ୍ଗରାଜ ରାଉତ): ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍ଓ୍ବେର ମଜା ନେବେ। ଏହି ବହୁପ୍ରତୀକ୍ଷିତ ରୋପ୍ୱେ ଶୁକ୍ରବାର ଉଦ୍ଘାଟନ ହେବାକୁ ଯାଉଛି। ଅପରାହ୍ନ ୪ଟାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବେ।…
ଅବହେଳିତ ରାମଚଣ୍ଡୀ ମଧ୍ୟ ଇଂରାଜୀ ବିଦ୍ୟାଳୟ
ଟାଙ୍ଗୀ ଖୋର୍ଦ୍ଧା, ୧୬।୧୧(ରଘୁନାଥ ସାହୁ)ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପାରୀ ଗ୍ରାମ ପଞ୍ଚାୟତର ଭୋବରା ଗାଁ ମୁଣ୍ଡରେ ୧୯୮୮ ମସିହାରେ ଅର୍ଜୁନପୁର, ବରପାଲି, କାସନ୍ଦା, ରାମଚନ୍ଦ୍ରପୁର, ଭୋବରା, ହରିଚନ୍ଦନପୁର ଗ୍ରାମରେ ଏକ ମଧ୍ୟ ଇଂରାଜୀ ବିଦ୍ୟାଳୟ ଖୋଲାଯାଇଥିଲା। ରାମଚନ୍ଦ୍ର ସ୍ବାଇଁ, ବ୍ରହ୍ମଚାରୀ ଦାସ,…
ଚିଲିକା ପକ୍ଷୀଙ୍କ ପାଇଁ ବିପଦ ପାଲଟିଛି ଚିଙ୍ଗୁଡ଼ି ଘେରି
ଖୋର୍ଦ୍ଧା, ୧୬।୧୧ (ପ୍ରଭାତ ପାଣିଗ୍ରାହୀ)ପ୍ରତିବର୍ଷ ଶୀତ ଋତୁରେ ଚିଲିକାକୁ ବହୁସଂଖ୍ୟାରେ ବିଦେଶାଗତ ପକ୍ଷୀ ଆସିଥାନ୍ତି। ୨ଶହରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ସମାଗମ ପର୍ଯ୍ୟଟକଙ୍କୁ ବେଶ୍ ଆକର୍ଷିତ କରିଥାଏ। ତେବେ ଚିଲିକାରେ ପ୍ଳାଷ୍ଟିକ, ପଲିଥିନ, ବେଆଇନ ଚିଙ୍ଗୁଡି ଘେରି ଏହାର ଜୈବ ବିବିିଧତାକୁ…
ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କଲେ ହାତୀ, ଆତଙ୍କରେ ଚାଷୀ
ନିରାକାରପୁର, ୧୪।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ବର୍ଷା ନ ଥିବା ଯୋଗୁଁ ଚାଷୀ ଏକ ପ୍ରକାର ମାନସିକ ଦୁର୍ବଳ ହୋଇପଡିଥିବା ବେଳେ ଜଙ୍ଗଲୀ ହାତୀଙ୍କ ଉତ୍ପାତ ଏବେ ସେମାନଙ୍କୁ ଶକ୍ତ ଆଘାତ ଦେଇଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନରେ…
ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୪।୧୧: ସ୍ବାମୀଙ୍କ ଦୁର୍ଘଟଣାରେ ମତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୋଲଗଡ଼ ଥାନା ଅନ୍ତର୍ଗତ ବାଙ୍କୋଇ ନିକଟ ବେଣାଗାଡ଼ିଆରେ। ମୃତକ ଜଣକ ହେଲେ ଅନିନ୍ଦିତା ସୁବୁଦ୍ଧି। ପୋଲିସ ମୃତଦେହ ଜବତ କରି ଖୋର୍ଦ୍ଧା ମେଡିକାଲରେ…
ଦୀପାବଳିରେ ଲିଭିଗଲା ଜୀବନ ଦୀପ, ପୁଅକୁ ବଞ୍ଚାଇବା ପାଇଁ ଯାଇ କାଠଯୋଡ଼ିରେ ବୁଡ଼ି ପ୍ରାଣ ହରାଇଲେ ବାପା
ବାରଙ୍ଗ,୧୨ା୧୧(ଲିଙ୍ଗରାଜ ରାଉତ): ଆଜି ଦୀପାବଳିରେ ଏକ ଅଘଟଣ ଘଟିଛି। ପୁଅକୁ ବଞ୍ଚାଇବା ପାଇଁ ଯାଇ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି ବାପା। ଏଭଳି ଘଟଣା ଘଟିଛି ବାରଙ୍ଗ ବ୍ଲକ ନରାଜ କୈବର୍ତ୍ତ ସାହି ନିକଟସ୍ଥ କାଠଯୋଡ଼ି ନଦୀରେ। ମୃତକ ଜଣକ ହେଉଛନ୍ତି…
ଜଳସେଚନ ସୁବିଧା ନାହିଁ, ଉଜୁଡୁଛି ଫସଲ
ବେଗୁନିଆ,୧୦।୧୧(ହର ପ୍ରସନ୍ନ ପଣ୍ଡା): ଚାଷୀ ଓ ଚାଷର ଉନ୍ନତି ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଚାଷଜମିକୁ ଜଳସେଚନ ପାଇଁ ପ୍ରଶାସନିକସ୍ତରରେ ଉପଯୁକ୍ତ ପଦକ୍ଷେପ ନିଆଯାଇ ନ ଥିବାରୁ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…
ଧାନ ଥୋଡ଼ ସମୟରେ ଜମି ଶୁଖିଲା
ଜଟଣୀ, ୯।୧୧(ରବୀନ୍ଦ୍ର ନାଥ ମହାକୁଡ଼)ଚଳିତବର୍ଷ କମ୍ ପରିମାଣର ବର୍ଷା ଯୋଗୁଁ ଏହାର ସିଧାସଳଖ ପ୍ରଭାବ ଚାଷୀକୂଳ ଉପରେ ପଡ଼ିଛି। ଜଟଣୀ ବ୍ଲକ ଅଧୀନ ବେଣାପଞ୍ଜରୀ ଅଞ୍ଚଳରେ ଧାନକ୍ଷେତରେ ପାଣି ଅଭାବରୁ ଚାଷୀ ଏବେ ମୁଣ୍ଡରେ ହାତ ଦେଇ ବସିଛି। ଧାନଥୋଡ଼ ବାହାରି…
ପରିବେଶ, ପକ୍ଷୀ ସୁରକ୍ଷା ବାର୍ତ୍ତା ଦେଉଛନ୍ତି ଗୋପାଳକୃଷ୍ଣ
ଖୋର୍ଦ୍ଧା, ୯ା୧୧(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଶ୍ରୀରାମନଗର ହାଉସିଂବୋର୍ଡ କଲୋନିର ଗୋପାଳକୃଷ୍ଣ ଦାସ ଜଣେ ପକ୍ଷୀପ୍ରେମୀ ଓ ପରିବେଶ ସୁରକ୍ଷା ପ୍ରତି ସମର୍ପିତ ବ୍ୟକ୍ତିତ୍ୱ। ସେ ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ଦେବା ସହ ପକ୍ଷୀ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି। ଘର ଛାତ…
ଟାଙ୍ଗୀ ବନାଞ୍ଚଳରେ ୨୬ ହାତୀ, ଭୟରେ ଚାଷୀ
ନିରାକାରପୁର,୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ବର୍ଷା ଶୀଘ୍ର ଉଭାନ ଯୋଗୁ ଚାଷୀ ଭିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇ ଧାନଚାଷ କରିଥିବା ବେଳେ ଠିକ୍ ଧାନ ହେବା ସମୟକୁ ହାତୀଙ୍କ ଉତ୍ପାତ ପାଇଁ ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା…
ନନ୍ଦନକାନନରେ ଚିତ୍ରା ହରିଣ ଶାବକ ଜନ୍ମ
ବାରଙ୍ଗ,୬।୧୧(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନର ୬୯ନମ୍ବର ଏନ୍କ୍ଲୋଜରରେ ରହୁଥିବା ମାଈ ଚିତ୍ରା ହରିଣ ସୋମବାର ଅପରାହ୍ନରେ ଗୋଟିଏ ଶାବକ ଜନ୍ମ ଦେଇଛି। ଉଭୟ ମାଆ ଓ ଛୁଆ ସୁସ୍ଥ ଥିବାବେଳେ ଛୁଆଟିର ଲିଙ୍ଗ ଚିହ୍ନଟ ହୋଇନାହିଁ। ଏହି ଶାବକଟି ଜନ୍ମ ହେବା…
Archives


