ଖୋର୍ଦ୍ଧା

ବିଜେଡି, ଭାଜପା କନ୍ଦଳରେ କଂଗ୍ରେସ ଖୁସ୍‌

ଖୋର୍ଦ୍ଧା,୨୫ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ଅତୀତରେ କମ୍ୟୁନିଷ୍ଟ ନେତା ଗଙ୍ଗାଧର ପାଇକରାୟ, ସତ୍ୟାନନ୍ଦ ଚମ୍ପତିରାୟ, ଚିନ୍ତାମଣି ପାଣିଗ୍ରାହୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପ୍ରଶାନ୍ତ ନନ୍ଦ ପ୍ରମୁଖ ନିଜ ଭାଗ୍ୟ ପରୀକ୍ଷା କରିଥିଲେ। ଜାନକୀ ବଲ୍ଲଭ ଓ…

ଭଡାଘରୁ ମିଳିଲା ଶିକ୍ଷକଙ୍କ ମୃତଦେହ

ନିରାକାରପୁର,୧୮।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର କଲେଜ ଖେଳପଡ଼ିଆର ପଶ୍ଚିମ ପାର୍ଶ୍ୱରେ ଥିବା ଏକ ଭଡାଘରୁ ଜଣେ ଶିକ୍ଷକଙ୍କ ମୃତଦେହ ନିରାକାରପୁର ପୋଲିସ ଜବତ କରିଛି। ପରିବାର ଲୋକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ରବିବାର ହସ୍ତାନ୍ତର…

ଦୋକାନ ଉଚ୍ଛେଦ ବେଳେ ବିଷ ପିଇଲେ ମହିଳା

ବେଗୁନିଆ,୧୮।୨(ହର ପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ କୋଚିଆଖାଲ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଶାସନ ପକ୍ଷରୁ ସରକାରୀ ଜମିରୁ ଦୋକାନ ଗୃହ ଉଚ୍ଛେଦ ବେଳେ ଜଣେ ମହିଳା ବିଷ ପିଇଦେଇଥିଲେ। ସେ ହେଲେ କୃଷ୍ଣଚନ୍ଦ୍ର ପାଟ୍ଟଶାଣୀଙ୍କ…

ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍‌ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍‌’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ ଲୋକମାନେ…

ଅବକ୍ଷୟମୁଖୀ ଜଙ୍ଗଲ, ଶିକାର ହାତୀ ମୃତ୍ୟୁର କାରଣ

ଖୋର୍ଦ୍ଧା,୧୫ା୨(ପ୍ରଭାତ ପାଣିଗ୍ରାହୀ)ଚନ୍ଦକା ବନ୍ୟପ୍ରାଣୀ ବିଭାଗ ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣରେ ଆହତ ଦନ୍ତାହାତୀର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ଗତବର୍ଷ କେରଳରେ ମଧ୍ୟ ଏଭଳି ଏକ ଘଟଣା ଘଟିଥିଲା। ତେବେ ବନ୍ୟଜନ୍ତୁ ଶିକାର ପାଇଁ ଶିକାରୀଙ୍କ ଏଭଳି କାର୍ଯ୍ୟଶୈଳୀକୁ ନେଇ…

ତୀର୍ଥ ଯାଇଥିବା ୨ମହିଳା ନିଖୋଜ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୩।୨: ତୀର୍ଥଯାତ୍ରା ପାଇଁ ଯାଇଥିବା ଖୋର୍ଦ୍ଧା ଜିଲାର ୨ବରିଷ୍ଠ ମହିଳା ନିଖୋଜ ହୋଇନ୍ତି। ସେମାନେ ହେଲେ ବାଲିଅନ୍ତା ବ୍ଳକ ଦେଉଳି ଗାଁର ଗୀତାଞ୍ଜଳି ରାଉତ ଓ ଚିଲିକା ବ୍ଳକ ଅଠରବାଟିଆ ପଞ୍ଚାୟତ ଭେଲେରୀ ଗ୍ରାମର ରାଣୀ ଦେଇ । ଏ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲା ଡିଜେ ଗାଡ଼ି, ଘୋଷାଡ଼ି ନେଇଗଲା ଖୁଣ୍ଟକୁ, ଆଉ ତା’ ପରେ…

ନିରାକାରପୁର,୧୦ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଏକ ଡିଜେ ଗାଡ଼ି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ରାସ୍ତା ମଝିକୁ ଖୁଣ୍ଟଟିକୁ ଖୁବ୍‌ ଜୋର୍‌ରେ ଘୋଷାଡ଼ି ନେଇଥିଲା। ସୌଭାଗ୍ୟବଶତଃ ଅଳ୍ପକେ ଶତାଧିକ ଲୋକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ…

କାମରେ ଲାଗୁନି ୨ ଥାନାର ନୂତନ କୋଠା

ଖୋର୍ଦ୍ଧା,୮ା୨ (ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଚାଲିଛି ଆଦର୍ଶ (ଟାଉନ) ଥାନା। ଅନ୍ୟପଟେ ଟ୍ରାଫିକ ଛକ ନିକଟରେ ଆଦର୍ଶ ଥାନାର ନୂତନ କୋଠା ନିର୍ମାଣ ସରିଛି। ନିର୍ମାଣକୁ ପ୍ରାୟ ଏକ ବର୍ଷ ବିତିଲାଣି। ଅଥଚ ନୂତନ…

ପାହାଡ଼ ଉପରୁ ଖସିଲା ପ୍ରୋକଲିନ୍‌, ଚାଲିଗଲା ଚାଳକଙ୍କ ଜୀବନ

ଖୋର୍ଦ୍ଧା,୩ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ଼ରେ ଶନିବାର ଏକ ଅଘଟଣ ଘଟିଛି। ପାହାଡ଼ ଉପରୁ ପ୍ରୋକଲିନ ଖସି ପଡ଼ିବାରୁ ଚାଳକଙ୍କ ଜୀବନ ଚାଲିଯାଇଛି। ଖବରପାଇ ସଦର ପୋଲିସ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ…

ମହିଳାଙ୍କୁ ଘୋଷାଡ଼ି ନେଇ ଚାପିଦେଲା ହାଇଓ୍ବା, ଜଣେ ଗୁରୁତର

ଖୋର୍ଦ୍ଧା,୩ା୨(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ-ବାଘମାରୀ ଧଳାପଥର ରାସ୍ତାର ବଡ଼ବେରେଣା ଡୁମୁଣି ମନ୍ଦିର ନିକଟରେ ହାଇଓ୍ବା ଧକ୍କାରେ ଜଣେ ମହିଳା ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସ୍କୁଟିରେ ଭୁବନେଶ୍ୱର ଅଭିମୁଖେ ଦମ୍ପତି ଯାଉଥିଲେ। ଏହି ସମୟରେ ସ୍ତ୍ରୀଙ୍କୁ ୫୦ ମିଟର ଘୋଷାଡ଼ି…

ବସ୍‌ ପଛରୁ ପିଟିଲା ଟ୍ରକ୍‌: ୮ ଯାତ୍ରୀ ଗୁରୁତର

ଖୋର୍ଦ୍ଧା,୩।୨: ଖୋର୍ଦ୍ଧା ଜିଲା ବାଲୁଗାଁରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ପଛରୁ ଟ୍ରକ ଧକ୍କା ଦେବାରୁ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଏକ ଯାତ୍ରୀବାହୀ ବସ୍‌ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ…

ବସ୍‌କୁ ପଛପଟୁ ଧକ୍କାଦେଲା ହାଇଓ୍ବା: ୧୭ ଯାତ୍ରୀ ଆହତ

ଖୋର୍ଦ୍ଧା,୨ା୨(ପ୍ରଭାତ ପାଣିଗ୍ରାହୀ): ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶିଳ୍ପାଞ୍ଚଳ ଥାନା ଖୋର୍ଦ୍ଧା ଗଡ଼ଖୋର୍ଦ୍ଧା ଛକରେ ରାସ୍ତାକଡ଼ରେ ଠିଆ ହୋଇଥିବା ବସ୍‌କୁ ହାଇଓ୍ବା ଧକ୍କା ଦେବାରୁ ୧୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ଜିଲା ପ୍ରଶାସନ ଅଧିକାରୀ ଓ ପୋଲିସ ଆହତଙ୍କୁ ଉଦ୍ଧାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?