୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣ, ୨୫ କେଜି ବାରୁଦ ଜବତ
ଖୋର୍ଦ୍ଧା/ବେଗୁନିଆ,୧୫ା୧୦(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା)ଆଗକୁ ଆସୁଛି ଦଶହରା ଓ ଆଲୋକର ପର୍ବ ଦୀପାବଳି। ଏଥିପାଇଁ ବିଭିନ୍ନ ସ୍ଥାନରେ ଏବେଠୁ ବାଣ ବିକ୍ରି ଚାଲିଲାଣି। ତେବେ ବେଆଇନ ଭାବେ ବାଣ ପ୍ରସ୍ତୁତ ହେଉଥିବା ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଧୀନ କଣ୍ଟାବାଡ଼ ସ୍ଥିତ…
ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା
ନିରାକାରପୁର,୧୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତସ୍ଥିତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ଷୋଡ଼ଶ ଦିନାତ୍ମକ ଦୁର୍ଗା ପୂଜାର ଶୁକ୍ରବାର ଅଷ୍ଟମ ଦିନରେ ମା’ ମହାଗୌରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କ ମଙ୍ଗଳ…
ବିକାଶ ଅପେକ୍ଷାରେ ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା
ଖୋର୍ଦ୍ଧା,୧୩ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକଠାରୁ ୨ଶହ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ କରିଛନ୍ତି। ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ଏହି ମନ୍ଦିରକୁ ପରବର୍ତ୍ତୀ ସମୟରେ ରାଜ୍ୟ ପ୍ରତ୍ନତତ୍ତ୍ୱ…
ଗ୍ୟାରେଜ୍ ଉପରେ ଚଢ଼ିଗଲା ଟ୍ରକ୍
ନିରାକାରପୁର,୧୨।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ମା’ ଉଗ୍ରତାରାଙ୍କ ଫାଟକ ନିକଟରେ ଗୁରୁବାର ଏକ ଟ୍ରକ୍ ଧକ୍କାରେ ୩ ବାଇକ୍ ଭାଙ୍ଗି ଚୁରମାର୍ ହୋଇଯାଇଛି। ହେଲେ ଦୁର୍ଘଟଣାରେ ଉଠାଦୋକାନୀ ଅଳ୍ପକେ ମୃତ୍ୟୁ ମୁଖରୁ ରକ୍ଷା…
ଧାର୍ଯ୍ୟ ସମୟ ଶେଷ ପରେ ବି କାମ ସରିନି
କୃଷ୍ଣପ୍ରସାଦ, ୧୨ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ)କୃଷ୍ଣପ୍ରସାଦ ଅଞ୍ଚଳକୁ ୩ପାର୍ଶ୍ୱରୁ ଲବଣାକ୍ତ ହ୍ରଦ ଚିଲିକା ଏବଂ ଅନ୍ୟ ଏକ ପାର୍ଶ୍ୱରୁ ବଙ୍ଗୋପସାଗର ଘେରି ରହିଛି। ଚତୁଃଦିଗରୁ ଜଳରାଶି ଘେରି ରହିଥିଲେ ମଧ୍ୟ ଲବଣାକ୍ତ ଯୋଗୁ ତାହା ପାନୀୟ ଉପଯୋଗୀ ହୋଇପାରୁନାହିଁ। ଏଥିଯୋଗୁ କୃଷ୍ଣପ୍ରସାଦବାସୀଙ୍କ ମଧ୍ୟରେ…
ତିରିମଲ ଗ୍ରାମରେ ବାଣ ବିସ୍ଫୋରଣ
ଜଟଣୀ,୧୨ା୧୦(ରବୀନ୍ଦ୍ରନାଥ ମହାକୁଡ଼)ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ତିରିମଲ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଣ ବିସ୍ପୋରଣ ଘଟିଛି। ଏଥିରେ ଗୋଟିଏ ବାଛୁରୀର ମୃତ୍ୟୁ ହୋଇଥିବାବେଳେ ବାଣ ପ୍ରସ୍ତୁତକାରୀଙ୍କ ଘରଛାତ ଉଡ଼ିଯିବା ସହ ପରିବାରର ୩ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ପୋରଣ…
ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା
ନିରାକାରପୁର,୧୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଶ୍ରୀନାଥ ସାହି(୫୨)। ସୂଚନାନୁଯାୟୀ, ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ…
ବନ୍ଧ ପୋଖରୀ କିସମ ପାଇଁ ମିଳୁନି ପଟ୍ଟା
ନିରାକାରପୁର,୮।୧୦(ମାନସ ଚନ୍ଦ୍ର ପଟ୍ଟନାୟକ)ବିଦ୍ୟାଳୟ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଖାଦ୍ୟ, ପୋଷାକ, ସାଇକେଲ, ବହି ଯୋଗାଇଦେବା ସହ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଏବେବି ବହୁ…
ପୁରୁଣା କାମ ଦେଖାଇ ଏମ୍ଜିଏନ୍ଆରଇଜିଏସ୍ ଅର୍ଥ ହଡ଼ପ
ନୂଆଗାଁ, ୮।୧୦ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍)ରେ ନାନା ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଏବେ ପୁରୁଣା କାମକୁ ଦେଖାଇ ଅର୍ଥ ହଡପ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏମ୍ଜିଏନ୍ଆର୍ଇଜିଏସ୍…
ଶହୀଦ ଦିବସରେ କେବଳ ତୋପ ସଲାମି
ନୟାଗଡ଼/ନୂଆଗାଁ, ୮ା୧୦(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ) ଭାରତ ସ୍ବାଧୀନତା ସଂଗ୍ରାମର ମହାନ ତୀର୍ଥକ୍ଷେତ୍ର ନୂଆଗାଁ ବ୍ଲକର ଥୁଆବାରୀ ଓ କୁଶବିଡା ମାଟି ହୋଇଯାଇଛି ଅଖୋଜା ଅଲୋଡା। ଦେଶ ସ୍ବାଧୀନତା ହେବାର ୭୬ ବର୍ଷ ପରେ ବି ଏହି ଗାଁ ପାଇ ପାରି ନାହିଁ…
ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ
ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍ ପ୍ରଜାତିର ୩୦ ଏବଂ ଗଡଓ୍ବାଲ ୨୦) ବିଦେଶୀ ପକ୍ଷୀ ଆସିଥିବା ଡିଏଫ୍ଓ ଅମ୍ଳାନ ନାୟକ ସୂଚନା…
ସୁଧୁରୁନି ପରିମଳ, ଡ୍ରେନେଜ ବ୍ୟବସ୍ଥା
ଜଟଣୀ,୬।୧୦(ରବୀନ୍ଦ୍ର ନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ପୌରପରିଷଦ ୨୩ ଓ୍ବାର୍ଡକୁ ନେଇ ଗଠିତ। ସେଥିମଧ୍ୟରୁ ୬ଟି ଓ୍ବାର୍ଡ ରେଲଓ୍ବେ ପ୍ରଶାସନ ଅଧୀନରେ ଥିବା ବେଳେ ଅନ୍ୟ ଓ୍ବାର୍ଡ ପୌର ପ୍ରଶାସନ ଅଧୀନରେ ରହିଛି। ସହରର ବିକାଶ ନଁାରେ କୋଟି କୋଟି…
Archives


