ଖୋର୍ଦ୍ଧା

ଡ୍ରେନ୍‌ରେ ଅଳିଆ, ଶୌଚାଳୟରେ ତାଲା

ଖୋର୍ଦ୍ଧା,୫ା୧୦(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ସ୍ବଚ୍ଛତା ପ୍ରହସନ ପାଲଟିଛି। ସହରରୁ ଅଧିକାଂଶ ଦିନ ଅଳିଆ ହଟୁ ନ ଥିବାବେଳେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ସପ୍ତାହେ ହେଲା ଲଘୁଚାପ ବର୍ଷାରେ ଡ୍ରେନରୁ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଭାସୁଛି।…

ଡଏଚ୍‌ଏଚ୍‌ରେ ଆଇସିୟୁ ଉଦ୍‌ଘାଟିତ

ଖୋର୍ଦ୍ଧା, ୫ା୧୦ (ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ବିଧାୟକ ପାଣ୍ଠିରୁ ଦେଢ କୋଟି ଟଙ୍କା ବ୍ୟୟ ଅଟକଳରେ ୧୦ ଶଯ୍ୟା ବିଶିଷ୍ଟ ଇଣ୍ଟେନ୍‌ସିଭ କେୟାର ୟୁନିଟ(ଆଇସିୟୁ) ଉଦ୍‌ଘାଟିତ ହୋଇଯାଇଛି। ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟଅତିଥି ଭାବେ ଯୋଗ…

ଗୋରୁବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ନିରାକାରପୁର,୪ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ବୁଧବାର ସିକୋ ନିକଟରୁ ଏକ ଗୋରୁ ବୋଝେଇ ଓଆର-୦୨-ବିଏକ୍ସ -୩୯୦୧ ନମ୍ବର ବିଶିଷ୍ଟ ଗାଡ଼ି ଜବତ କରିଥିବା ସହ ସେଥିରେ ଥିବା ୪ଟି ଗୋରୁକୁ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା…

‘କର୍କଟ ରୋଗୀଙ୍କୁ ବାହାରକୁ ଯିବାକୁ ପଡ଼ିବ ନାହିଁ’

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜଟଣୀ ନାଇଜର କ୍ୟାମ୍ପସରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋମି ଭାବା କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉକ୍ତ ହସ୍ପିଟାଲରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା ସହ ଗବେଷଣା…

ରାଜପଥରେ ବୁଲିଲା ଦନ୍ତା

ନିରାକାରପୁର,୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀପଲଙ୍କ ଉତ୍ପାତ ଦୀର୍ଘ ବର୍ଷ ହେଲା ରହିଆସିଛି। ବିଭିନ୍ନ ସମୟରେ ହାତୀପଲ ଖାଦ୍ୟ ପାଇଁ ଗାଁ ମୁହଁା ହେଉଛନ୍ତି । ରବିବାର ଅପରାହ୍ନରେ ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରିଆ…

ଜରାଜୀର୍ଣ୍ଣ ଅବସ୍ଥାରେ ଭାଗବତ ଟୁଙ୍ଗି

ବେଗୁନିଆ,୨୯ା୯(ହର ପ୍ରସନ୍ନ ପଣ୍ଡା): ଭାଦ୍ରବ ମାସ ଶୁକ୍ଳ ପକ୍ଷ ଇନ୍ଦ୍ରୋତ୍ସବ ପୂର୍ଣ୍ଣିମାରେ ଶ୍ରୀମଦ୍‌ ଭାଗବତ ଦେବଙ୍କ ଜନ୍ମ। ହିନ୍ଦୁଧର୍ମର ଅଷ୍ଟାଦଶ ପୁରାଣ ମଧ୍ୟରେ ଶ୍ରେଷ୍ଠ ଗ୍ରନ୍ଥ ହେଉଛି ଶ୍ରୀମଦ୍‌ ଭାଗବତ। ତାଳପତ୍ର ପୋଥିରେ ବର୍ଣ୍ଣିତ ହୋଇଥିବା ଗ୍ରନ୍ଥାବଳୀକୁ ପୂଜାର୍ଚ୍ଚନା ଓ ପାଠ…

ଜିଲାରେ ଶିଶୁ ଭିକ୍ଷାବୃତ୍ତି ସମ୍ପୂର୍ଣ୍ଣ ବନ୍ଦ ହେବ

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଶିଶୁ ପାଇଁ ଦିନଟିଏ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିଲେ। ଜିଲାସ୍ତରୀୟ ବାଲ୍ୟବିବାହ ନିରୋଧ ଟାସ୍କଫୋର୍ସ, ବେଟି ବଚାଓ ବେଟି ପଢାଅ ଏବଂ ଶିଶୁ…

ହର୍ବାଲ୍‌ ଜୁସ୍‌ ପାଇଁ ବଢ଼ୁଛି ଗ୍ରାହକଙ୍କ ଆଦର

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ)ଦୈନିକ ଜୀବନଚର୍ଯ୍ୟା ଏବଂ ଖାଦ୍ୟପେୟରେ ଅସନ୍ତୁଳନ କାରଣରୁ ମନୁଷ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ମଧୁମେୟ, ରକ୍ତଚାପ, ଅଧକପାଳି, କୋଷ୍ଠକାଠିନ୍ୟ, ଅଜୀର୍ଣ୍ଣ ପରି ଅନେକ ରୋଗରେ ଆକ୍ରାନ୍ତ ହୋଇ ଛଟପଟ ହେଉଛନ୍ତି। ଏହାର ନିରାକରଣ…

ନିଲାମ ହେଲା ୬୬ କିଲୋ ଲଡୁ

ଜଟଣୀ,୨୮।୯(ରବୀନ୍ଦ୍ରନାଥ ମହାକୁଡ଼)ଗଣେଶ ମହୋତ୍ସବର ୯ମ ଦିନରେ ପ୍ରତି ବର୍ଷ ଭଳି ଗୋପବନ୍ଧୁ ଛକ ବ୍ୟବସାୟୀ ସଂଘ ପକ୍ଷରୁ ୬୬ କିଲୋ ଲଡ଼ୁ ନିଲାମ କରାଯାଇଛି। ବ୍ୟବସାୟୀ ସଂଘ ସଭାପତି ସୁରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଲଡୁ ନିଲାମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।…

ସାପ ଧରିିବା ସହ ସଚେତନ କରୁଛନ୍ତି ରିୟା

ଖୋର୍ଦ୍ଧା,୨୬ା୯(ପ୍ରଭାତ ପାଣିଗ୍ରାହୀ):ସାଧାରଣତଃ ସାପ ନାଁ ଶୁଣିଲେ ଲୋକଙ୍କ ମନରେ ଛନକା ପଶିିଯାଏ। ସାପ କାମୁଡିଲେ ଗାଁ ଗହଳିରେ ଲୋକେ ଏବେ ବି ଝଡ଼ାଫୁଙ୍କା କିମ୍ବା ମହାଦେବଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଥାନ୍ତି। ଏପରି ଅନ୍ଧ ବିଶ୍ୱାସ ସମ୍ପର୍କରେ ଜନସଚେତନତା ସୃଷ୍ଟି ସହ ମଣିଷ…

ସ୍କୁଲରେ ତାଲା, ପାଠପଢ଼ା ବ୍ୟାହତ

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ୩ଦଫା ଦାବି ନେଇ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ଦିନ ହେଲା ଧାରଣାରେ ବସିଛନ୍ତି ଖୋର୍ଦ୍ଧା ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ। ସେପଟେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟାଳୟରେ ତାଲା ଝୁଲୁଥିବା ବେଳେ ପିଲାଙ୍କ ପାଠପଢା ଠପ୍‌ ହୋଇଯାଇଛି।…

ଏଟିଏମ୍‌ କାଟି ୨୩.୩୯ ଲକ୍ଷ ନେଇଗଲେ

ଜଟଣୀ,୨୩ା୯(ରବୀନ୍ଦ୍ର ନାଥ ମହାକୁଡ଼): ଜଟଣୀ ଥାନା ଅଧୀନ ଗଜପତିନଗର ରେତଙ୍ଗ କଲୋନୀ ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଏଟିଏମ୍‌ କାଟି ଦୁର୍ବୃତ୍ତମାନେ ୨୩ ଲକ୍ଷ ୩୯ ହଜାର ଟଙ୍କା ଲୁଟି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏଫ୍‌ଏସ୍‌ଏସ୍‌ ପିଏନ୍‌ବି ଏଟିଏମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri