ନନ୍ଦନକାନନକୁ ଆସିଲେ ନୂଆ ଅତିଥି
ବାରଙ୍ଗ,୯।୯: ନନ୍ଦନକାନନକୁ ପ୍ରାଣୀ ଅଦଳ ବଦଳ ପ୍ରକ୍ରିୟାରେ ନୂଆ ଅତିଥି ଆସିଛନ୍ତି। ମିଜୋରାମର ଆଇଜୋଲ ପ୍ରାଣୀ ଉଦ୍ୟାନରୁ କିଛି ପଶୁପକ୍ଷୀଙ୍କୁ ଅଣାଯାଇଛି। ସେମାନେ ହେଲେ ଦୁଇଟି ହୁଲକ ଗିବନ, ଦୁଇଟି ଘୁଷୁରୀ ଲାଞ୍ଜ ବିଶିଷ୍ଟ ମକାକ ଓ ଗୋଟିଏ ହିମାଳୟାନ କଳାଭାଲୁ…
୫୦ କେଜିର ଲଡୁ ଲାଗି ହେବ
ଜଟଣୀ,୮ା୯(ରବୀନ୍ଦ୍ର ନାଥ ମହାକୁଡ଼): ଗଣେଶ ପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏଥିପାଇଁ ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ସମସ୍ତେ ନିଜ ତୋରଣକୁ ଅନ୍ୟଠୁ ଭିନ୍ନ…
ଏଥର ୪୫ ଫୁଟର ଏଲ୍ଇଡି ଲାୟନ ଗେଟ୍
ଜଟଣୀ,୭ା୯(ରବୀନ୍ଦ୍ରନାଥ ମହାକୁଡ଼)ଆଉ ଦିନ କେଇଟା ପରେ ଗଣେଶପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏବେଠୁ କାରିଗର, ଆୟୋଜକ ଓ ଭକ୍ତଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ…
ଦୁର୍ବଳ ମୌସୁମୀ ଚାଷୀଙ୍କ ଚିନ୍ତା ବଢ଼ାଉଛି
ଖୋର୍ଦ୍ଧା,୪ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ବର୍ଷା ଅଭାବରୁ ଚାଷଜମି ଫାଟି ଆଁ କଲାଣି। ମୌସୁମୀ ଆଗମନରେ ବିଳମ୍ବ, ସ୍ବଳ୍ପ ବୃଷ୍ଟି କାରଣରୁ ବୁଣାଯାଇଥିବା ଧାନ ଗଜାମରୁଡ଼ି ହେବା ସହ ଅଦ୍ୟାବଧି ଅନେକ ସ୍ଥାନରେ ଧାନତଳି ପକାଯାଇପାରିନାହିଁ। ଶୁଖିଲା ବିଲକୁ ଦେଖି ଚାଷୀକୁଳ…
ବିକାଶଠୁ ପଛରେ ପଡ଼ିଛି ପର୍ଯ୍ୟଟନକ୍ଷେତ୍ର
ଖୋର୍ଦ୍ଧା,୪ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ଅନେକ ପର୍ଯ୍ୟଟନ କ୍ଷେତ୍ର ଅବହେଳିତ ହୋଇପଡ଼ିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଧୀରେ ଧୀରେ ପର୍ଯ୍ୟଟକ ମୁହଁ ଫେରାଇବାରେ ଲାଗିଛନ୍ତି। ବିଶେଷକରି ବରୁଣେଇ ରୋପ୍ ଓ୍ବେ, ଖୋର୍ଦ୍ଧାଗଡ଼, ଉଷ୍ଣପ୍ରସ୍ରବଣ, ହଟ୍ଟକେଶ୍ୱର ପୀଠ ଏବଂ ଗୁରୁଜଙ୍ଗ ଶ୍ରୀଧବଳେଶ୍ୱର ପୀଠ…
ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ଆତ୍ମହତ୍ୟା କଲେ ସ୍ତ୍ରୀ
ଖୋର୍ଦ୍ଧା,୧।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ବଣିଆଟାଙ୍ଗି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ସ୍ତ୍ରୀ’ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଦମ୍ପତ୍ତି ହେଲେ ସମରେନ୍ଦ୍ର ସେନାପତି(୪୦) ଓ ସୁନିତା(୩୫)। ପୋଲିସ…
ବଜ୍ରପାତରେ ନାବାଳକଙ୍କ ସମେତ ୨ ମୃତ, ୩ ଆହତ
ବାଣପୁର(ଶଙ୍କର ବସ୍ତି)/ଗମ୍ଭାରୀମୁଣ୍ଡା,୨ା୯(ଦିଲ୍ଲୀପ ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଶନିବାର ବଜ୍ରପାତ ହେବାରୁ ଜଣେ ନାବାଳକଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଏହି ଥାନା ଅଧୀନ ଅରାଙ୍ଗ ଗ୍ରାମର ରଞ୍ଜିତ୍…
ବ୍ରିଜ୍ରେ ଝୁଲି ରହିଲା ହାଇୱା
ବାରଙ୍ଗ,୧।୯(ଲିଙ୍ଗରାଜ ରାଉତ): ଦ୍ରୁତଗତିରେ ଆସୁଥିବା ହାଇୱାଟି ଭାରସାମ୍ୟ ହରାଇ ରଘୁନାଥପୁର ଗାଁମୁଣ୍ଡରେ ଥିବା ବୁଢାନାଳ ସେତୁର ବ୍ୟାରିକେଡକୁ ଧକ୍କାଦେଇ ଝୁଲି ପଡ଼ିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ହାଇୱା ଚାଳକ ଫେରାର ହୋଇଯାଇଥିବା ବେଳେ କାହାର କୌଣସି କ୍ଷତି ହୋଇ ନାହିଁ। ପ୍ରକାଶ…
ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେଉନି ପୌର ପ୍ରଶାସନ
ଖୋର୍ଦ୍ଧା,୧ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପୌର ପରିଷଦ ଗୁରୁବାର ୬୪ତମ ସ୍ବାୟତ୍ତ ଶାସନ ଦିବସ ପାଳନ କରିଛି। ଦୀପ ତଳ ଅନ୍ଧାର ଭଳି ରାଜଧାନୀ ଜିଲା ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ପରିମଳ, ବିପର୍ଯ୍ୟସ୍ତ ଡ୍ରେନେଜ ଏବଂ ରାସ୍ତାକଡ କ୍ୟାବିନ ସହରର…
ନନ୍ଦନକାନନକୁ ଆସିଲା ତାମରିନ, ଗୁଣ୍ଡୁଚି ମାଙ୍କଡ଼
ବାରଙ୍ଗ,୧ା୯(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଗୁରୁବାର ହାଇଦ୍ରାବାଦରୁ ହଳେ ଗୋଲଡେନ ହ୍ୟାଣ୍ଡ ତାମରିନ ଓ ହଳେ ଗୁଣ୍ଡୁଚିମାଙ୍କଡ କ୍ରୟ କରି ନନ୍ଦନକାନନ କର୍ତ୍ତୃପକ୍ଷ ଆଣିଛନ୍ତି। ଫଳରେ ନନ୍ଦନକାନନ ତାଲିକାରେ ପଶୁପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ତେଲେଙ୍ଗାନାର ଜନ ଗ୍ରୋଭ ଆଣ୍ଡ୍…
ମୌଳିକ ସୁବିଧାରୁ ବଞ୍ଚିତ ପୌରବାସୀ
ଜଟଣୀ,୩୧।୮(ରବୀନ୍ଦ୍ରନାଥ ମହାକୁଡ଼)ଖୋର୍ଦ୍ଧା ଜିଲା ଜଟଣୀ ପୌର ପରିଷଦ ତା’ର ୫୧ ବର୍ଷ ପୂର୍ତ୍ତି ପାଳନ ଏବଂ ନିଖିଳ ଭରତ ସ୍ବାୟତ୍ତ ଶାସନ ଦିବସ -୨୦୨୩ ପାଳନ କରିବାକୁ ଯାଉଛି। ଉକ୍ତ ଦିବସ ପାଳନ ପାଇଁ ସହରରେ ଥିବା ପୌରପରିଷଦର ବିଭିନ୍ନ ଅନୁଷ୍ଠାନକୁ…
ଅଳିଆଗଦାରୁ ମିଳିଲା ୯୦୦ ବର୍ଷର କୀର୍ତ୍ତିରାଜି
ବାଲିପାଟଣା,୨୯।୮(ଅଭିମନ୍ୟୁ ନାୟକ):ରକ୍ଷଣାବେକ୍ଷଣ ଅଭାବରୁ ରାଜ୍ୟର ବହୁ ପୁରାତନ କୀର୍ତ୍ତିରାଜି ସବୁ ଧୀରେ ଧୀରେ ହଜିଗଲାଣି। ତେବେ ଏଭଳି ଏକ ପୁରାତନ କୀର୍ତ୍ତିରାଜି ଖୋର୍ଦ୍ଧା ଜିଲା ବାଲିପାଟଣା ତହସିଲ ଅନ୍ତର୍ଗତ ଗୁଆପୁର ଗ୍ରାମରେ ଥିବା ଦେଖିବାକୁ ମିଳିଛି। ଗୁଆପୁର ଗ୍ରାମର ବାଲୁଙ୍କେଶ୍ୱର ମନ୍ଦିର…
Archives


