ଖୋର୍ଦ୍ଧା

ପାଇକ ବିଦ୍ରୋହର ଅନ୍ତୁଡ଼ିଶାଳ ଖୋର୍ଦ୍ଧାଗଡ଼ ଜରାଜୀର୍ଣ୍ଣ

ଖୋର୍ଦ୍ଧା,୨୧ା୧(ପ୍ରଭାତ ପାଣିଗ୍ରାହୀ)ପାଇକ ବିଦ୍ରୋହର ଐତିହାସିକ ସଂଗ୍ରାମ, ଗାରିମାମୟ ଐତିହ୍ୟକୁ ନିଜ ବକ୍ଷରେ ଜାବୁଡ଼ି ଧରି ଦଣ୍ଡାୟମାନ ରହିଛି ଖୋର୍ଦ୍ଧାଗଡ଼। ଅତୀତର ସ୍ମୃତିକୁ ସାଉଁଟି ରଖିଥିବା ଏହି ଗଡ଼ ଏବେ ବିଲୁପ୍ତ ଓ ଭଗ୍ନ ଅବସ୍ଥାରେ ରହିଛି। ଯେଉଁଠାରୁ ଦିନେ ପାଇକ ବୀରମାନେ…

୨ କଣ୍ଟେନର ସହ ପ୍ରାୟ ୭୯ରୁ ଅଧିକ ଗୋରୁ ଜବତ, ଖସିଗଲେ ମାଫିଆ

ଖୋର୍ଦ୍ଧା,୨୦।୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳ ଗୋମାଫିଆଙ୍କ ଭୂସ୍ବର୍ଗ ପାଲଟିଛି। ଗୋଚାଲାଣ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଗୋରୁ ବୋଝେଇ କଣ୍ଟେନର ରାଜ୍ୟ ବାହାରକୁ ଚାଲଣ ହେବା ପାଇଁ ଜାମୁସାହିରେ ଗୋରୁ ବୋଝେଇ ହେଉଥିବା ନେଇ ପୋଲିସକୁ…

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କଲେଜ ଅଧ୍ୟକ୍ଷା

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା କେରଙ୍ଗ କଲେଜ ଅଧ୍ୟକ୍ଷା ବିଦ୍ୟୁତ୍‌ ପ୍ରଭା ଜେନା ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡିଛନ୍ତି। ଉକ୍ତ କଲେଜର ସହକାରୀ ଲାଇବ୍ରାରିୟନ ଧିରଜ ବଡ଼ଜେନାଙ୍କ ସ୍ତ୍ରୀଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ…

ବଢୁଛି ଖଣି ମାଫିଆଙ୍କ ଦୌରାତ୍ମ୍ୟ

ଖୋର୍ଦ୍ଧା,୧୯ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ପାହାଡ଼ ଖନନ କରିବା ସହ ଦୈନିକ ଶହ ଶହ ଟ୍ରକରେ ଲଘୁ ଖଣିଜ ସମ୍ପଦ ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ମାଙ୍କଡ଼ା ପଥର, ମୋରମ,…

ବଟି ପାଇଁ ୧୯ ବସ୍‌କୁ ୫ଘଣ୍ଟା ଅଟକାଇଲେ

ନିରାକାରପୁର,୧୮।୧(ମାନସଚନ୍ଦ୍ର ପଟ୍ଟନାୟକ)ଖୋର୍ଦ୍ଧା ଜିଲା ବଡ଼ ପୋଖରିଆ ଛକ ୧୬ ନଂ. ଜାତୀୟ ରାଜପଥଠାରେ ବୁଧବାର ସକାଳ ସାଢେ ୫ଟାରୁ ୯ଟା ପର୍ଯ୍ୟନ୍ତ ଏକ ଯାତ୍ରୀବାହୀ ବସ୍‌କୁ କିଛି ବ୍ୟକ୍ତି ବଟି ଆଦାୟ ପାଇଁ ଅଟକାଇଥିଲେ। ଫଳରେ ବ୍ରହ୍ମପୁରଠାରୁ ଭୁବନେଶ୍ୱର ଓ କଟକ…

ଚଢ଼ାଉ କରିବାକୁ ଯାଇଥିଲେ ଖଣି ଅଧିକାରୀ, ମାରିକି ଗାତରେ ପକାଇଦେଲେ ଖଣି ମାଫିଆ

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ଚଢ଼ାଉ ବେଳେ ଖଣି ଅଧିକାରୀ ଜଗନ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଖଣି ମାଫିଆଙ୍କ ଆକ୍ରମଣରେ ଜଗନ ଲହୁଲୁହାଣ ହୋଇଛନ୍ତି । ରବିବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲା ଟାଉନ ଥାନା ଅନ୍ତର୍ଗତ ଶରଧାପୁର ନିକଟ ଗୁଡୁମ ଜକରା…

ମାସିକିଆ ବଟିଦେଇ ଖଣିରୁ ଲୁଟ୍‌

ଖୋର୍ଦ୍ଧା,୧୬ା୧(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧା ଜିଲାରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ପାହାଡ଼ ଖନନ କରିବା ସହ ଦୈନିକ ଶହ ଶହ ଟ୍ରକରେ ଲଘୁ ଖଣିଜ ସମ୍ପଦ ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ମାଙ୍କଡ଼ା ପଥର, ମୋରମ, କଳାମୁଗୁନି…

ଆଜି ମକର ସଂକ୍ରାନ୍ତି: ହଟକେଶ୍ୱର ପୀଠ ଚଳଚଞ୍ଚଳ, ଦହନକୁଣ୍ଡରେ ଗୁଆ ଖୋଜୁଛନ୍ତି ଶ୍ରଦ୍ଧାଳୁ

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ମକର ସଂକ୍ରାନ୍ତି ତଥା ସୋମବାରଠାରୁ ଖୋର୍ଦ୍ଧା ଜିଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀ ହଟକେଶ୍ୱରଙ୍କ ମକରମେଳା ଅନୁଷ୍ଠିତ ହେଉଛି। ଏଥିସହ ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ଉଷ୍ଣ ପ୍ରସ୍ରବଣଠାରେ ମକର ମହୋତ୍ସବ ଆୟୋଜିତ ହେଉଛି। ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ…

ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଭୁବନେଶ୍ୱର,୧୨ା୧: କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପରେ ତାଙ୍କ ସାନପୁଅ ମନ୍ମଥ ରାଉତରାୟ ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ସୁର ଶୁକ୍ରବାର ଘୋଷଣା କରିଛନ୍ତି। ସୁର ଗଣମାଧ୍ୟମ ଆଗରେ ଏକଥା ସ୍ପଷ୍ଟ କରିଛନ୍ତି। ସୁର କହିଛନ୍ତି,…

ନୂଆ ଜଗନ୍ନାଥ ସଡ଼କରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୧୦ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅନ୍ତର୍ଗତ ନିରାକାରପୁର ଓ ରାମେଶ୍ୱର ପଞ୍ଚାୟତ ଅଞ୍ଚଳରେ ଗତ ୩ରୁ ୪ଦିନ ଧରି ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ପକ୍ଷରୁ ଘଉଡ଼ାଇବା ଲାଗି ଚେଷ୍ଟା ସତେ ଏହି ହାତୀପଲ ଅଞ୍ଚଳ…

ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ

ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ। ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ। ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ

ଗମ୍ଭାରୀମୁଣ୍ଡା,୮ା୧(ଦିଲୀପ ସ୍ବାଇଁ): ସରକାର ବିଭିନ୍ନ ମନ୍ଦିର ଓ ମଠର ପୁନରୁଦ୍ଧାର କରିବା ସହ ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଖୋର୍ଦ୍ଧା ଜିଲା ବାଣପୁରରେ ଥିବା ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?