ଚାକିରି ଛାଡ଼ି ଚାଷ ଆପଣାଇଲେ
ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): କଥାରେ ଅଛି, ଇଚ୍ଛା ଥିଲେ ସଫଳତା ଆପେ ଆପେ ମିଳିଥାଏ। ଦୃଢ଼ ମନୋବଳ ଓ କଠିନ ପରିଶ୍ରମ ଶୀର୍ଷରେ ପହଞ୍ଚାଇଥାଏ। ଏହାର ଉଦାହରଣ ସାଜିଛନ୍ତି ୩ ଯୁବବନ୍ଧୁ। କଲେଜ ପାଠପଢ଼ା ସାରିବା ପରେ କିଛିଦିନର ଚାକିରିକୁ ଛାଡ଼ି ପରିବା…
ଜଳ ଉତ୍ସ ଅବରୋଧମୁକ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଖୋର୍ଦ୍ଧା, ୨୮ା୮(ପ୍ରଭାତ ପାଣିଗ୍ରାହୀ): ଚାଷଜମିକୁ ଜଳ ଯୋଗାଣ ଉତ୍ସ ଅବରୋଧମୁକ୍ତ କରିବାକୁ ଏ ସଂକ୍ରାନ୍ତ ଆଗତ ଏକ ମାମଲାର ବିଚାର କରି ଓଡ଼ିଶା ହାଇକୋର୍ଟ ବେଗୁନିଆ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ଚାଷୀଙ୍କ ସମସ୍ୟାର ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି।…
ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ନାମ ଲେଖା ପ୍ରସଙ୍ଗ: ତଥ୍ୟ, ପ୍ରମାଣ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନରେ ଶିଥିଳତା
ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): ବଲାଙ୍ଗୀର ନକଲି ସାର୍ଟିଫିକେଟ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲିଟିଛି। ନିକଟରେ ଏହି ଘଟଣାରେ ୫ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏପରି କି ଜଣେ ନକଲି ଅଧ୍ୟାପକ ମଧ୍ୟ ଗିରଫ ହୋଇଛନ୍ତି। ହେଲେ ପୁରୀସ୍ଥିତ ଗୋପବନ୍ଧୁ…
ବଦଳିବ ଖୋର୍ଦ୍ଧାଗଡ଼ର ରୂପରେଖ
ଖୋର୍ଦ୍ଧା,୨୭ା୮(ପ୍ରଭାତ ପାଣିଗ୍ରାହୀ)ସ୍ଥାନୀୟ ହାବେଳି ପଡ଼ିଆରେ ଗତ ୨୨ ତାରିଖରେ ଆୟୋଜିତ ଜନଶୁଣାଣି ସମାବେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଯୋଗଦେଇ ପାଇକ ଗବେଷଣା ପ୍ରତିିଷ୍ଠାନ ଏବଂ ଖୋର୍ଦ୍ଧାଗଡ଼ର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ କରାଯିବ ବୋଲି ଘୋଷଣା କରିଥିଲେ। ମାସକ ମଧ୍ୟରେ ଏହାର ସବିଶେଷ…
ନନ୍ଦନକାନନରେ ସିଂହ ଶାବକର ମୃତ୍ୟୁ
ବାରଙ୍ଗ,୨୬।୮: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୯ ମାସର ଅଣ୍ଡିରା ସିଂହ ଶାବକର ମୃତ୍ୟୁ ଘଟିଛି । କିଛି ଦିନ ହେବ ସିଂହୀ ବିଜିଲୀର ୫ ସିଂହ ଶାବକ ଅସୁସ୍ଥ ହୋଇଯାଇଥିଲେ। ସେଥିମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଛି। ୯ ମାସ ତଳେ ସିଂହି…
ସ୍ମାର୍ଟ ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର
ଜଟଣୀ,୨୪।୮(ରବୀନ୍ଦ୍ର ମହାକୁଡ଼)ଜଟଣୀ ବ୍ଲକ କନ୍ତିଆ ପଞ୍ଚାୟତରେ ୫-ଟି ସ୍କୁଲରେ ରୂପାନ୍ତର ହୋଇଥିବା ସରକାରୀ ବିଦ୍ୟାଳୟ ଛାତରୁ ବୁଧବାର ଏକ ପ୍ଲାଷ୍ଟର ଖସିପଡ଼ିଛି। ଫଳରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି। ତେବେ ସ୍ମାର୍ଟସ୍କୁଲର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ…
ଡାକ୍ତରଙ୍କ ଘରୋଇ କ୍ଲିନିକ୍ ମୋହ
ଖୋର୍ଦ୍ଧା,୨୪ା୮(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ କେତେଜଣ ଡାକ୍ତର ନିର୍ଦ୍ଧରିତ ସମୟରେ ମେଡିକାଲରେ ରୋଗୀଙ୍କୁ ଦେଖିବା ପରିବର୍ତ୍ତେ ନିକଟସ୍ଥ ଘରୋଇ କ୍ଲିନିକ୍ରେ ସମୟ ଦେଉଛନ୍ତି। ସରକାରୀ ମେଡିକାଲରେ ସ୍ବାସ୍ଥ୍ୟସେବାରେ ଉନ୍ନତି…
ଖାଲି ପଦବୀରେ ବିଶ୍ୱବିଦ୍ୟାଳୟ ସ୍ବପ୍ନ
ଖୋର୍ଦ୍ଧା,୨୪ା୮ (ପ୍ରଭାତ ପାଣିଗ୍ରାହୀ)ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକ ଖୋର୍ଦ୍ଧାରେ ଶିକ୍ଷାର ପ୍ରଗତି ପାଇଁ ଏକ ମହାବିଦ୍ୟାଳୟ ଗଢିଥିଲେ। ତାଙ୍କ ନାମ ଅନୁସାରେ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ନାମକରଣ କରାଯାଇଛି। ୧୯୫୮ରେ ସ୍ଥାପିତ ଏହି ମହାବିଦ୍ୟାଳୟ ୨୦୦୬ରେ ସ୍ବୟଂଶାସିତ ମାନ୍ୟତା ପାଇଛି।…
୫-ଟି ସଚିବଙ୍କ ଗସ୍ତର ଦ୍ୱିତୀୟ ଦିନ
ଖୋର୍ଦ୍ଧା,୨୩ା୮(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଜିଲା ଗସ୍ତ କରୁଛନ୍ତି। ଏହି କ୍ରମରେ ବୁଧବାର ଖୋର୍ଦ୍ଧା ଜିଲାରେ ଥିଲା ୫-ଟି ସଚିବଙ୍କ ଦ୍ବିତୀୟ ଦିନ। ବିଭିନ୍ନ ଉନ୍ନୟନମୂଳକ ଯୋଜନା, ବିକାଶ କାମର ସମୀକ୍ଷା କରିଥିଲେ। ଲୋକଙ୍କ…
୨୦୨୪ରୁ ମେଗା ପାଇପଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ
ଖୋର୍ଦ୍ଧା,୨୩।୮(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତାଙ୍କ ବ୍ୟକ୍ତିଗତ (୫-ଟି) ସଚିବ ଭି.କେ. ପାଣ୍ଡିଆନ୍ ରାଜ୍ୟର ବିଭିନ୍ନ ଜିଲା ଗସ୍ତକରି ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଏହିକ୍ରମରେ ମଙ୍ଗଳବାର ୫-ଟି ସଚିବ ଖୋର୍ଦ୍ଧା ଗସ୍ତରେ…
ବୃଦ୍ଧଙ୍କ ଆକାଉଣ୍ଟରେ ଥିଲା ମହିଳାଙ୍କ ନାଁ , ପେନସନ୍ରୁ ବଞ୍ଚିତ ବୃଦ୍ଧ
ନିରାକାରପୁର,୨୨।୮(ମାନସ ଚନ୍ଦ୍ର ପଟ୍ଟନାୟକ)ଏବେ ଗାଁ ଗହଳିରେ ବିନା ତାଲିମ ପ୍ରାପ୍ତ ଏବଂ କମ୍ପୁଟରରେ କିଛି ଧାରଣା ନ ଥିବା କିଛି ବ୍ୟକ୍ତି ଗୋଟେ ଗୋଟେ କମ୍ପୁଟର ରଖି ସେଠାରେ ଅନ୍ଲାଇନ୍ ସେବା ଗୁଡିକ ଯୋଗାଇ ଦେବା ପାଇଁ ପ୍ରୟାସ କରି ଗାଁ…
୫ଟି ସଚିବଙ୍କ ଖୋର୍ଦ୍ଧା ଗସ୍ତ: ପାଇକଙ୍କ ଉନ୍ନତି ପାଇଁ ଗବେଷଣା ପ୍ରତିଷ୍ଠାନ, ଖୋର୍ଦ୍ଧାଗଡର ହେବ ପୁନରୁଦ୍ଧାର
ଖୋର୍ଦ୍ଧା,ବେଗୁନିଆ୨୨।୮(ପ୍ରଭାତପାଣିଗ୍ରାହୀ, ହରପ୍ରସନ୍ନ ପଣ୍ଡା) : ୫ଟି ସଚିବ ଭି କେ ପାଣ୍ଡିଆନ ଦୁଇ ଦିନିଆ ଖୋର୍ଦ୍ଧା ଜିଲା ଗସ୍ତରେ ଆସିଛନ୍ତି। ପ୍ରଥମ ଦିନରେ ବେଗୁନିଆ ବ୍ଲକ ଅନ୍ତର୍ଗତ ବେଗୁନିଆ ମିନି ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଲୋକମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ଲୋକଙ୍କ…
Archives


