ଖୋର୍ଦ୍ଧା

ସତ୍ୟ-ମିଥ୍ୟା ବାଟକୁ ବାଛିବା ନିଷ୍ପତ୍ତି ଆମର

ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ):ଓଡ଼ିଆ ଭାଷା, ଓଡ଼ିଆ ଜାତି ଏବଂ କଳିଙ୍ଗର ଇତିହାସ ଯେଉଁମାନେ ପଢ଼ିଛନ୍ତି ସେମାନେ ଜାଣିଛନ୍ତି ଏହି ମାଟି ଭାରତବର୍ଷର ଏକ ଅଙ୍ଗ ନ ଥିଲା। ସେହିଭଳି ଏଇ ମାଟିକୁ ସିଧାସଳଖ କୌଣସି ମୁସଲ୍‌ମାନ କିମ୍ବା ବ୍ରିଟିଶ ଶାସକ ଶାସନ କରିନାହାନ୍ତି।…

ବାଘଛାଲ ବ୍ରିକି ପାଇଁ ଡିଲ୍‌ ବେଳେ ଧରିଲା ଏସ୍‌ଟିଏଫ୍‌, ଦୁଇ ବାଘଛାଲ ଜବତ, ୨ ଗିରଫ

ନୟାଗଡ଼,୨୦ା୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲାରୁ ଦୁଇ ବାଘଛାଲ ବେପାରୀଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଛି। ବାଘଛାଲ ବିକ୍ରି ପାଇଁ ଡିଲ୍‌ ହୋଇଥିବା ଖବର ପାଇ ଏସ୍‌ଟିଏଫ୍‌ ଟିମ୍‌ ଯୋଜନା ମୁତାବକ ଗ୍ରାହକ ସାଜି ସୋମବାର ଡିଲ୍‌ କରିଥିଲା। ଆଉ ଏହି ଡିଲ୍‌…

ଖେଳୁଥିବା ବେଳେ ଶିଶୁ ନିଖୋଜ, ପାଣିରେ ଚାଲିଛି ଖୋଜା

ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଉଜ୍ୱଳା ଗୋପପାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସେହି ଗ୍ରାମର ସୁବାସ ପ୍ରଧାନଙ୍କ ୪ ବର୍ଷର ପୁଅ ଦାଣ୍ଡରେ ଖେଳୁଥିବା ବେଳେ ହଠାତ୍‌ କେଉଁଆଡ଼େ ଉଭାନ ହୋଇଯାଇଛି। ଚାରିଆଡ଼େ…

ପରିସ୍ରା କରିବାକୁ ଆସି ଅନ୍ଧାରରେ କୂଅରେ ଖସିପଡ଼ିଲେ ବ୍ୟକ୍ତି, ଚାଲିଗଲା ଜୀବନ

ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ବଡ଼ବଜାରସ୍ଥିତ ଗଣେଶ ପଡ଼ିଆଠାରେ ଥିବା କୂଅରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଝାଞ୍ଜିରି ମଙ୍ଗଳା ହନୁମାନ ମନ୍ଦିରସ୍ଥିତ ସମରେନ୍ଦ୍ର ମହାନ୍ତି(୪୪)। ସୂଚନାଯୋଗ୍ୟ, ମୃତ…

ନିରାକାରପୁର ବଜାରରେ ଆୟକର ବିଭାଗର ଚଢ଼ାଉ

ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ବଜାରରେ ଶନିବାର ଜଟଣୀ ଆୟକର ବିଭିଗ ପକ୍ଷରୁ ଦିନ ତମାମ ଏବଂ ସନ୍ଧ୍ୟାରେ ମଧ୍ୟ ଚଢାଉ ଜାରି ରହିଛି। ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବିଭାଗ ପକ୍ଷରୁ ସ୍ପେଶାଲ ପୋଲିସ ସ୍କ୍ବାଡ ବିଭିନ୍ନ…

ବିଶ୍ୱସ୍ତରୀୟ ହେବ ନନ୍ଦନକାନନ: ଜଙ୍ଗଲ ମନ୍ତ୍ରୀ

ବାରଙ୍ଗ,୧୮।୧୧(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ବହୁ ପ୍ରତୀକ୍ଷିତ ‘ରୋପ୍‌ୱେ’ ପୁଣିଥରେ ଆରମ୍ଭ ହୋଇଛି। ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉଦ୍‌ଘାଟନ କରିଛନ୍ତି। ୧୩ବର୍ଷ…

ପୁଣିଥରେ ନନ୍ଦନକାନନ ରୋପ୍‌ୱେର ମଜା ନେବେ ପର୍ଯ୍ୟଟକ

ବାରଙ୍ଗ,୧୭।୧୧(ଲିଙ୍ଗରାଜ ରାଉତ): ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍‌ଓ୍ବେର ମଜା ନେବେ। ଏହି ବହୁପ୍ରତୀକ୍ଷିତ ରୋପ୍‌ୱେ ଶୁକ୍ରବାର ଉଦ୍‌ଘାଟନ ହେବାକୁ ଯାଉଛି। ଅପରାହ୍ନ ୪ଟାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ।…

ଅବହେଳିତ ରାମଚଣ୍ଡୀ ମଧ୍ୟ ଇଂରାଜୀ ବିଦ୍ୟାଳୟ

ଟାଙ୍ଗୀ ଖୋର୍ଦ୍ଧା, ୧୬।୧୧(ରଘୁନାଥ ସାହୁ)ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପାରୀ ଗ୍ରାମ ପଞ୍ଚାୟତର ଭୋବରା ଗାଁ ମୁଣ୍ଡରେ ୧୯୮୮ ମସିହାରେ ଅର୍ଜୁନପୁର, ବରପାଲି, କାସନ୍ଦା, ରାମଚନ୍ଦ୍ରପୁର, ଭୋବରା, ହରିଚନ୍ଦନପୁର ଗ୍ରାମରେ ଏକ ମଧ୍ୟ ଇଂରାଜୀ ବିଦ୍ୟାଳୟ ଖୋଲାଯାଇଥିଲା। ରାମଚନ୍ଦ୍ର ସ୍ବାଇଁ, ବ୍ରହ୍ମଚାରୀ ଦାସ,…

ଚିଲିକା ପକ୍ଷୀଙ୍କ ପାଇଁ ବିପଦ ପାଲଟିଛି ଚିଙ୍ଗୁଡ଼ି ଘେରି

ଖୋର୍ଦ୍ଧା, ୧୬।୧୧ (ପ୍ରଭାତ ପାଣିଗ୍ରାହୀ)ପ୍ରତିବର୍ଷ ଶୀତ ଋତୁରେ ଚିଲିକାକୁ ବହୁସଂଖ୍ୟାରେ ବିଦେଶାଗତ ପକ୍ଷୀ ଆସିଥାନ୍ତି। ୨ଶହରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ସମାଗମ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ତେବେ ଚିଲିକାରେ ପ୍ଳାଷ୍ଟିକ, ପଲିଥିନ, ବେଆଇନ ଚିଙ୍ଗୁଡି ଘେରି ଏହାର ଜୈବ ବିବିିଧତାକୁ…

ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କଲେ ହାତୀ, ଆତଙ୍କରେ ଚାଷୀ

ନିରାକାରପୁର, ୧୪।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ବର୍ଷା ନ ଥିବା ଯୋଗୁଁ ଚାଷୀ ଏକ ପ୍ରକାର ମାନସିକ ଦୁର୍ବଳ ହୋଇପଡିଥିବା ବେଳେ ଜଙ୍ଗଲୀ ହାତୀଙ୍କ ଉତ୍ପାତ ଏବେ ସେମାନଙ୍କୁ ଶକ୍ତ ଆଘାତ ଦେଇଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନରେ…

ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୪।୧୧: ସ୍ବାମୀଙ୍କ ଦୁର୍ଘଟଣାରେ ମତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୋଲଗଡ଼ ଥାନା ଅନ୍ତର୍ଗତ ବାଙ୍କୋଇ ନିକଟ ବେଣାଗାଡ଼ିଆରେ। ମୃତକ ଜଣକ ହେଲେ ଅନିନ୍ଦିତା ସୁବୁଦ୍ଧି। ପୋଲିସ ମୃତଦେହ ଜବତ କରି ଖୋର୍ଦ୍ଧା ମେଡିକାଲରେ…

ଦୀପାବଳିରେ ଲିଭିଗଲା ଜୀବନ ଦୀପ, ପୁଅକୁ ବଞ୍ଚାଇବା ପାଇଁ ଯାଇ କାଠଯୋଡ଼ିରେ ବୁଡ଼ି ପ୍ରାଣ ହରାଇଲେ ବାପା

ବାରଙ୍ଗ,୧୨ା୧୧(ଲିଙ୍ଗରାଜ ରାଉତ): ଆଜି ଦୀପାବଳିରେ ଏକ ଅଘଟଣ ଘଟିଛି। ପୁଅକୁ ବଞ୍ଚାଇବା ପାଇଁ ଯାଇ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି ବାପା। ଏଭଳି ଘଟଣା ଘଟିଛି ବାରଙ୍ଗ ବ୍ଲକ ନରାଜ କୈବର୍ତ୍ତ ସାହି ନିକଟସ୍ଥ କାଠଯୋଡ଼ି ନଦୀରେ। ମୃତକ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?