ବନ୍ୟାଜଳ କମୁଛି, ଦୁର୍ଦ୍ଦଶା ବଢୁଛି
ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ମହାନଦୀ ଫୁଲୁଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଲକ ଓରବସିଂ ପଞ୍ଚାୟତର ହିରିମୂଳ ଗ୍ରାମ ପାଣିଘେରରେ ରହି ବାହ୍ୟଜଗତରୁ ବିଛିନ୍ନ ହୋଇପଡ଼ିଛି। ଡିହଖଳା, ଦୁର୍ଗାପୁର, ମାନପୁର ଓ ଧବଳପୁର ଗ୍ରାମ ପାଣିଘେରରେ ରହିଥିଲା। ଏବେ ଏହି ଗାଁଗୁଡିକରୁ ବନ୍ୟାଜଳ ଧୀାର…
କେନାଲ ବନ୍ଧରେ ୨୦ ଫୁଟର ଘାଇ
ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ଅଚାନକ ବନ୍ଧ ଭାଙ୍ଗିବା ଫଳରେ ସ୍ଥାନୀୟ ନର୍ସରୀ ଆଉ କଲେଜ ପଡ଼ିଆ…
ହିରିମୂଳ ବିଚ୍ଛିନ୍ନ, ୪ ଗଁା ଜଳବନ୍ଦୀ
ଖୋର୍ଦ୍ଧା (ପ୍ରଭାତ ପାଣିଗ୍ରାହୀ)/ିରାକରପୁର, ୬ା୮(ମାନସ ଚନ୍ଦ୍ର ପଟ୍ଟନାୟକ)ରାଜ୍ୟରେ ଲଗାଣ ବର୍ଷା ଓ ହୀରାକୁଦର ଗେଟ୍ ଖୋଲାଯିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏହାର ଶାଖା ନଦୀ ରାଜୁଆ, ମଲାଗୁଣୀ ଓ ଦୟାରେ ଜଳସ୍ତର ମଧ୍ୟ ବଢୁଛି। ଫଳରେ ଖୋର୍ଦ୍ଧା ବ୍ଲକ…
‘ଯୁବପିଢ଼ି ସଚେତନ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ’
ଖୋର୍ଦ୍ଧା,୪ା୮(ପ୍ରଭାତ ପାଣିଗ୍ରାହୀ): ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତରେ ଯୁବସମାଜ ଏକ ପ୍ରମୁଖ ଅଙ୍ଗ। ତେଣୁ ଯୁବପିଢ଼ି ନିଜ ଦାୟିତ୍ୱକୁ ହୃଦୟଙ୍ଗମ କରିବା ସହ ସଚେତନ ହେଲେ ଗଣତନ୍ତ୍ର ସୁଦୃଢ଼ ଓ ସମୃଦ୍ଧ ପଥରେ ଆଗେଇପାରିବ। ଗଣମାଧ୍ୟମ ସମସ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ…
କୁଶଭଦ୍ରା, ଭାର୍ଗବୀରେ ବଢୁଛି ଜଳସ୍ତର
ବାଲିପାଟଣା,୪ା୮(ଅଭିମନ୍ୟୁ ନାୟକ): ରାଜ୍ୟରେ ବର୍ଷା ଥମୁ ନ ଥିବା ବେଳେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୁଶଭଦ୍ରା ଓ ଭାର୍ଗବୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବନ୍ୟାଜଳ ପ୍ରବେଶ କରିବାରୁ ସରିପୁର ଗ୍ରାମ ନିକଟ କୁଶଭଦ୍ରା ନଦୀ ଭିତରେ…
ମାଛ ମାରୁଥିବା ବେଳେ ହେଲା ବଜ୍ରପାତ: ବାପ-ପୁଅଙ୍କ ଜୀବନ ଗଲା
ବାଲୁଗାଁ,୩୧ା୭(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଚିଲିକା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଚିଲିକା ମଝିକୁ ମାଛ ଧରିବା ପାଇଁ ଯାଇଥିବା ବାପ-ପୁଅଙ୍କର ବଜ୍ରପାତରେ ଅକାଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରବିବାର ବିଳମ୍ବିତ ରାତିରେ ବାଲୁଗାଁ ବିଜ୍ଞାପିତ…
‘ରାଜ୍ୟରେ ଶିକ୍ଷାର ମାନ ହ୍ରାସ ପାଉଛି’
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ ଜଟଣୀ,୩୧ା୭(ରବୀନ୍ଦ୍ର ନାଥ ମହାକୁଡ଼):ରାଜ୍ୟରେ ବର୍ତ୍ତମାନ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷାର ମାନ ହ୍ରାସ ପାଇବାରେ ଲାଗିଛି। ଯାହାଦ୍ୱାରା ଛାତ୍ରୀଛାତ୍ରଙ୍କ ପାଠପଢ଼ା ଉପରେ ପ୍ରଭାବ ପଡୁଛି। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବା ଏବଂ ସରକାରୀ ପ୍ରୋତ୍ସାହନ ଅଭାବ ଏହାର…
୨ ବର୍ଷ ହେଲା କାମ ସରୁନି
ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ବିକାଶ ଏକପ୍ରକାର ସ୍ଥାଣୁ ପାଲଟିଛି। ପ୍ରତିବର୍ଷ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ କାମ ଚାଲୁଛି। ତେବେ ପୁରୁଣା ପ୍ରକଳ୍ପ କାମ ସରୁନି। ଗତ ୨ବର୍ଷ ଧରି ଚାଲିଥିବା ବରୁଣେଇ ସ୍ମାର୍ଟ ପାର୍କ ଏବଂ ସାମନ୍ତରାପୁରସ୍ଥିତ ଜରି ପୋଖରୀ ସୌନ୍ଦର୍ଯ୍ୟକରଣ…
୬୦ ପ୍ରତିଶତ ଜମିରେ ହୋଇନି ତଳିରୁଆ
ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଜୁନ୍ରେ ନିଅଣ୍ଟିଆ ରହିଲା, ମୌସୁମୀ ବର୍ଷା ଯେତିକି ହେବା କଥା ସେତିକି ହେଲାନାହିଁ। ସ୍ବାଭାବିକଠାରୁ ପ୍ରାୟ ୩୦ ପ୍ରତିଶତ କମ୍ ବର୍ଷା ହୋଇଥିଲା। ବର୍ଷା ଅଭାବରୁ ଜମି ଶୁଖିଲା ପଡ଼ିିଲା। ନିଅଣ୍ଟିଆ ବର୍ଷା ଯୋଗୁ ଜିଲାରେ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।…
ବର୍ଷାରେ ଧୋଇଗଲା ପାଣ୍ଡିଆବିଲି ରାସ୍ତା
ଜଟଣୀ,୨୮ା୭(ରବୀନ୍ଦ୍ର ନାଥ ମହାକୁଡ଼): ଲଘୁଚାପଜନିତ ବର୍ଷା ଯୋଗୁ ବୁଧବାର ସନ୍ଧ୍ୟାରେ ଜଟଣୀ ବ୍ଲକ ବେଣାପଞ୍ଜରୀ ପଞ୍ଚାୟତ ଅନ୍ତର୍ଗତ ପାଣ୍ଡିଆବିଲିକୁ ଯାଇଥିବା ରାସ୍ତା ଧୋଇଯାଇଛି। ଫଳରେ ପୁରୀ ଜିଲା କଣାସ, ଡେଲାଙ୍ଗ ଓ ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକର କେତେକ ଗ୍ରାମ ବାହ୍ୟଜଗତରୁ…
ସମସ୍ୟା ଘେରରେ ପ୍ରାଣୀ ଚିକିତ୍ସାଳୟ
ନିରାକାରପୁର,୨୮ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ଆର୍ଡି କାର୍ଯ୍ୟାଳୟ ନିକଟରେ ରହିଛି ପ୍ରାଣୀ ଚିକିତ୍ସାଳୟ। ନିରାକାରପୁର, ଡିଆ, ରାମେଶ୍ୱର, ଲେଣ୍ଡୋ ଆଦି ପଞ୍ଚାୟତର ଗୃହପାଳିତ ପ୍ରାଣୀ ଓ ପକ୍ଷୀଙ୍କ ସମେତ ବିଭିନ୍ନ ସମୟରେ ଦୁର୍ଘଟଣାର ଶିକାର ହୋଇଥିବା ଷଣ୍ଢ,…
ନୂଆ ରୂପରେ ହରିଡ଼ାମଡ଼ା ପୋଖରୀ
ଖୋର୍ଦ୍ଧା,୨୮ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ମେଣ୍ଢାଶାଳ ପଞ୍ଚାୟତ ଅନ୍ତର୍ଗତ ହରିଡାମଡ଼ା ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଧରିତ୍ରୀ ଏବଂ ଏନ୍ଭାଇରନ୍ମେଣ୍ଟାଲିଷ୍ଟ ଫାଉଣ୍ଡେଶନ ଅଫ୍ ଇଣ୍ଡିଆ (ଇଏଫ୍ଆଇ)ର ମିଳିତ ଆନୁକୂଲ୍ୟରେ ଏହି ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି। ଦିନେ ପରିତ୍ୟକ୍ତ ଅବସ୍ଥାରେ ଅବ୍ୟବହୃତ…
Archives


