ଖୋର୍ଦ୍ଧା

ଗାଁରେ ପହଞ୍ଚିଲା ମହିଳା ଏସ୍‌ଆଇଙ୍କ ମୃତଦେହ: ବିଭିନ୍ନ ଦାବିରେ ରାସ୍ତାରୋକୋ କଲେ ଗ୍ରାମବାସୀ

ନିରାକାରପୁର,୨୯ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଥିଲେ। ତେବେ ସୋମବାର ତାଙ୍କ ମୃତଦେହ ନିଜ ଗ୍ରାମ ଖୋର୍ଦ୍ଧା ଜିଲା ନିରାକାରପୁରରେ ପହଞ୍ଚିବା ପରେ ସ୍ଥାନୀୟ କଲେଜ ଛକଠାରେ ମୃତଦେହ ରଖି...

ଶୋଭାପାଇବ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ

ଜଟଣୀ,୨୯ା୮(ଡି.ଏନ୍‌.ଏ.): ଆଉ ଦିନକ ପରେ ଗଣେଶ ପୂଜା। ଏ ନେଇ ଉତ୍ସବ ମୁଖର ପୁରପଲ୍ଲୀ। ଦୁଇବର୍ଷ ପରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। ଏହି...

ପ୍ରତିଶ୍ରୁତିରେ ଅଟକିଛି ଲେଖନପୁର ଆଡ଼ିବନ୍ଧ ନିର୍ମାଣ

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ବ୍ଲକରେ ବନ୍ୟା ତାଣ୍ଡବ ରଚିଥିଲା। ପାଣି ଛାଡ଼ିବା ପରେ ଏବେ ସ୍ଥିତି ସ୍ବାଭାବିକ ହୋଇଛି। ବନ୍ୟାପାଣି ଘେରରେ ଥିବା ବିପନ୍ନ ପରିବାରଙ୍କ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗ୍ରାମବାସୀ ବନ୍ୟାକଷ୍ଟକୁ ଭୁଲି ନିଜ କାମରେ ଲାଗିଲେଣି।...

୧୮ ମାସରେ ସରିବ ନିର୍ମାଣ କାର୍ଯ୍ୟ

ଜଟଣୀ,୨୮।୮(ଡି.ଏନ୍‌.ଏ.):ଜଟଣୀସ୍ଥିତ ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ନାଇଜର) କ୍ୟାମ୍ପସ୍‌ ପରିସରରେ ହେବାକୁ ଥିବା ଟାଟା ମେମୋରିଆଲ କ୍ୟାନ୍‌ସର ମେଡିକାଲ ନିର୍ମାଣ ବିଷୟରେ ଶନିବାର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ...

୩ ଦିନ କ୍ଷୟକ୍ଷତି ଆକଳନ କରିବ ଟିମ୍‌

ଖୋର୍ଦ୍ଧା ଅଫିସ,୨୮।୮: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାର ଅନେକ ଗଁା ଜଳମଗ୍ନ ହୋଇଥିବା ବେଳେ ଶତାଧିକ ଗ୍ରାମବାସୀ ପ୍ରଭାବିତ ହୋଇଥିଲେ। ଏକର ଏକର ଚାଷଜମିରେ ବନ୍ୟାପାଣି ମାଡ଼ି ଫସଲ ନଷ୍ଟ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ଓଡ଼ିଶାର ସ୍ଥିତି...

ସଜେଇ ହେଲାଣି ପୂଜାମଣ୍ଡପ

ଜଟଣୀ,୨୮।୮(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ଗଣେଶ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଦୁଇ ବର୍ଷ ପରେ ବିନା କରୋନା କଟକଣାରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ...

ଚୋରି ସମ୍ପର୍କରେ ନ ମାନିବାରୁ ପିଟି ମାରିଦେଇଥିଲେ

ଖୋର୍ଦ୍ଧା ଅଫିସ,୨୭ା୮: ଖୋର୍ଦ୍ଧା ଟାଉନ ଥାନା ଅଧୀନ ପୁବୁସାହିର ବାସୁଦେବ ପ୍ରଧାନ ହତ୍ୟାକାଣ୍ଡ ମାମଲାରେ ଶନିବାର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଧୀନ ପୁବୁସାହି କପିଳେଶ୍ୱରପୁରର ମୁଖ୍ୟ ଅଭିଯୁକ୍ତ...

ମୁଖ୍ୟ ଆକର୍ଷଣ ସାଜିବ ୩୫ କିଲୋ ଲଡୁ

ଜଟଣୀ,୨୬।୮(ଡି.ଏନ୍‌.ଏ.):ଆଉ ଦିନ କେଇଟା ପରେ ଗଣେଶ ପୂଜା। ଏହି ପୂଜା ପାଳନକୁ ନେଇ ଖୋର୍ଦ୍ଧାର ଜଟଣୀ ସହର ଚଳଚଞ୍ଚଳ ହୋଇପଡ଼ିଛି। ଦୁଇ ବର୍ଷର ବ୍ୟବଧାନ ପରେ ଭକ୍ତଙ୍କ ଗହଣରେ ପୂଜା ହେଉଥିବାରୁ ଏକାଠି ହେବେ ଭକ୍ତ ଏବଂ ଭଗବାନ। ସହରର...

ଷ୍ଟାଡିୟମରେ ମିନାବଜାର ଅନିଶ୍ଚିତତାକୁ ନେଇ ଅସନ୍ତୋଷ

ଜଟଣୀ, ୨୬।୮(ଡି.ଏନ୍‌.ଏ):ରାଜ୍ୟରେ ଖୋର୍ଦ୍ଧା ଜିଲା ଜଟଣୀ ଗଣେଶ ପୂଜାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ପୂଜା ସମୟରେ ମନୋରଞ୍ଜନ ଏବଂ କିଣା ବିକା ପାଇଁ ବିଭିନ୍ନ ସ୍ଥାନରେ ବ୍ୟବସାୟୀ ସଂଘ ଏବଂ ସାମାଜିକ ଅନୁଷ୍ଠାନ ପକ୍ଷରୁ ମିନାବଜାର ପଡିଥାଏ। ତେବେ...

ହତ୍ୟାକରି ମହାନଦୀକୁ ଫିଙ୍ଗିଦେଇଥିଲେ

ଖୋର୍ଦ୍ଧା ଅଫିସ, ୨୬ା୮:ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପୁବୁସାହିର ଯୁବକ ବାସୁଦେବ ପ୍ରଧାନଙ୍କ ନିଖୋଜ ଘଟଣା ନୂଆମୋଡ଼ ନେଇଛି। ବାସୁଦେବଙ୍କୁ ଅଭିଯୁକ୍ତ କବାଡ଼ିଆ ମାଲିକ ରବୀନ୍ଦ୍ର ମୁଦୁଲି ହତ୍ୟା କରି ବୋଲେରୋରେ ମୃତଦେହ ନେଇ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା...

୪ ବର୍ଷ ବିତିଲା, ସରୁନି ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଜଟଣୀ,୨୫ା୮(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ସହ ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ଼ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେବେ ଜଟଣୀ ପୌରାଞ୍ଚଳ ଅଧୀନ କୁଦିଆରୀ ଦଶଦୋଳ ମେଳଣ ପଡ଼ିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ନିର୍ମାଣ ହେଉଥିବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ୪ ବର୍ଷ...

ଚାଷୀଙ୍କୁ ଚିନ୍ତା: ୧୦,୯୬୨ ହେକ୍ଟର ଫସଲ ନଷ୍ଟ

ଖୋର୍ଦ୍ଧା ଅଫିସ,୨୫ା୮: ଖୋର୍ଦ୍ଧା ବ୍ଲକର ନରଣଗଡ଼, ଓରବରସିଂ, ବ୍ରଜମୋହନପୁର ପଞ୍ଚାୟତର ୧୭ ଗାଁ ଏବେ ବି ବନ୍ୟାପାଣି ଘେରରେ ରହିଛି। ଜଳସ୍ତର କମୁଛି ହେଲେ ଲୋକଙ୍କ ଦୁର୍ଦ୍ଦଶା ଥମୁନି। ଏକର ଏକର ଚାଷଜମି ବୁଡ଼ି ରହିଛି। ମୌସୁମୀ ପ୍ରବେଶରେ ବିଳମ୍ବ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri