ଖୋର୍ଦ୍ଧା

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ ମାଲିକ ସହ ୨ଜଣ ସହଯୋଗୀ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌ କରିବାକୁ ପିପିପିଏସି ନିକଟରେ ପ୍ରସ୍ତାବ ରହିଥିଲା। ତେବେ ନିୟମାନୁସାରେ ୨୪ ଘଣ୍ଟାରେ ୧୦…

ଅଧରାତିରେ ବାଣପୁର ଥାନାରେ ଉନ୍ମତ୍ତକାଣ୍ଡ: ପୋଲିସ ହାଏ ହାଏ ସ୍ଲୋଗାନ ଦେଲେ ଯୁବକ

ବାଣପୁର,୨୧।୫(ଦିଲ୍ଲୀପ କୁମାର ସ୍ବାଇଁ): ବୁଧବାର ଅଧରାତିରେ ବାଣପୁର ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠି ପୋଲିସ ପାଖକୁ ଯିବାକୁ ସାଧାରଣ ଲୋକେ ଡରନ୍ତି କିନ୍ତୁ ବିଳମ୍ବିତ ରାତିରେ ଜୈନିକ ଯୁବକ ଫୁଙ୍ଗୁଳା ଦେହରେ କେବଳ ଏକ ଅନ୍ତବସ୍ତ୍ର ପିନ୍ଧି ଥାନା…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମୃତ ପ୍ରସୂତୀ ଜଣକ ହେଲେ ବାଣପୁର ବଡ଼ ହନ୍ତୁଆଡ଼ ହରିଜନ ସାହିର ପାୟଲ…

ପୋଖରୀରୁ ମିଳିଲା ହାତୀ ଛୁଆର ମୃତଦେହ , ଘଟଣାସ୍ଥଳରେ ବନବିଭାଗ

ନିରାକାରପୁର ୨୦।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ ପଞ୍ଚାୟତ ଜଙ୍କିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମ ପୋଖରୀରୁ ବୁଧବାର ସକାଳୁ ଏକ ହାତୀ ଛୁଆର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଅନୁସାରେ ବେଗୁନିଆ ବ୍ଲକର…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ ଆହ୍ୱାନ ଦେଇଛନ୍ତିା ଶିବିରରେ ନୀତିନ ନବୀନ ଉଦ୍ବୋଧନଦେଇ କହିଥିଲେ ଯେ, ଆଜିର ଯୁବପିଢ଼ୀ,…

କାର୍‌କୁ ଧକ୍କାଦେଲା ଚିପ୍ସ ବୋଝେଇ ହାଇଓ୍ବା, ୨ ଜଣଙ୍କ ଜୀବନ ଗଲା

ବାରଙ୍ଗ,୧୫ା୫(ଲିଙ୍ଗରାଜ ରାଉତ): ଭୁବନେଶ୍ୱର ଚନ୍ଦକା ରାସ୍ତା ଭୋଳାଛକଠାରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର୍‌କୁ ଚିପ୍ସ ବୋଝେଇ ହାଇୱା ଧକା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। କାହାର ଅଦ୍ୟାବଧି ପରିଚୟ…

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼ ବନ୍ଧା ଅବସ୍ଥାରେ ଚିନୁ ହିଁ ବାଉଁଶରେ ପିଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୭…

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶ: ମୋନାଲିସା ଟପ୍ପର

ଖୋର୍ଦ୍ଧା,୧୩ା୫(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅଷ୍ଟାଦଶ ତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରମାନଙ୍କ ମୋଟ୍‌ ପାସ ହାର ଶତକଡ଼ା ୯୦.୦୬ ପ୍ରତିଶତ ରହିଛି। ଚଳିତ ବର୍ଷ…

କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ଭୁବନେଶ୍ୱର,୧୧।୫: ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା କହିଛନ୍ତି। କୋରାପୁଟରେ ୯୦%, କୋଟିଆରେ ଶତ ପ୍ରତିଶତ ଘରଗଣନା ଶେଷ ହୋଇଛି। ଆନ୍ଧ୍ର…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ଦୁଇଟି ବାଇକ୍‌ ଉପରେ ଚଢ଼ିଯାଇଥିଲା। ଦୁର୍ଘଟଣା ଘଟାଇ ଟ୍ରକଟି ଫେରାର ହୋଇଯାଇଥିବା…

ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ କଥା କହିଲେ ସାଙ୍ଗ ଓମ୍‌, ଯୁବତୀଙ୍କୁ ମାଡ଼ ମାରିଥିଲେ ହେଲେ…

ଭୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଖୁଲାସ କଲେ ସାଙ୍ଗ ଓମ ପ୍ରକାଶ। ଦୁଇ ଯୁବତୀ ଆଣିଥିବା ଅଭିଯୋଗକୁ ଓମ୍‌ ଖଣ୍ଡନ କରିଛନ୍ତି। ତେବେ ସୌମ୍ୟ ଯୁବତୀଙ୍କୁ ମାଡ଼ ମାରିଥିବା ଘଟଣାକୁ ସେ ସୱୀକାର କରିଛନ୍ତି। ଅସଦାଚରଣ ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?