ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ି ପ୍ରାଣ ହରାଇଲେ ମହିଳା
ଚିଲିକା,୩ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ଅନ୍ତର୍ଗତ ସାମନ୍ତରାପୁର ସହିଦନଗରର ଜଣେ ମହିଳାଙ୍କର ପାଣିରେ ବୁଡ଼ି ଜୀବନ ଯାଇଛି। ମୃତକ ଜଣକ ହେଲେ ବାପୁ ପଣ୍ଡାଙ୍କ ସ୍ତ୍ରୀ ଟିକିନି। ଟିକିନି ସୋମବାର ଭୋର୍ ୪ଟାରୁ ପୋଖରୀରେ ଗାଧୋଉ ଥିବା ସମୟରେ ତାଙ୍କର…
୧୫ରେ ସରିବ ଓଭରବ୍ରିଜ୍ ନିର୍ମାଣ କାମ
ଜଟଣୀ,୩ା୭(ରବୀନ୍ଦ୍ର ନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ସୀତାରାମ ଛକ(ଆନ୍ଧ୍ରବ୍ୟାଙ୍କ)ରୁ କୁଦିଆରୀ ବଜାର (ଚିତ୍ରାଳୟ ପ୍ରେକ୍ଷାଳୟ) ପର୍ଯ୍ୟନ୍ତ ଚାଲିଥିବା ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ଆସନ୍ତା ୧୫ ତାରିଖରେ ସରିବ ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ରବିବାର ଏନେଇ…
ସାମାନ୍ୟ ବର୍ଷାରେ ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି
ବେଗୁନିଆପଡ଼ା,୨ା୭(ସୁଶାନ୍ତ କୁମାର ପଟ୍ଟନାୟକ): ମାତ୍ର ଅଧଘଣ୍ଟାଏ ବର୍ଷାରେ ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି। ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଦିଗାପଡ଼ା ପଞ୍ଚାୟତର ଜେ ଛଚିନାରେ ରବିବାର ଅପରାହ୍ନରେ ସାମାନ୍ୟ ବର୍ଷା ପରେ କୃତିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପଯୁକ୍ତ…
ଦୁଇ ବାଇକ୍ ମୁହାଁମୁହିଁ: ଜଣେ ମୃତ, ଦୁଇ ଗୁରୁତର
ବାଣପୁର,୨ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମ ଛକ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,…
ଋଣଭାରରେ ଦମ୍ପତିଙ୍କ ଆତ୍ମହତ୍ୟା
ଖୋର୍ଦ୍ଧା ଅଫିସ,୨।୭(ପ୍ରଭାତ ପାଣିଗ୍ରାହୀ) : ପୁରୀ ଜିଲା କଣାସ ବ୍ଲକ ଅଁଳାଯୋଡିରେ ଘରୋଇ ଫାଇନାନ୍ସ କମ୍ପାନୀର ଦାଦାଗିରି । କମ୍ପାନୀ କର୍ମଚାରୀଙ୍କ ଦୌରାତ୍ମ, ଋଣ ଶୁଝିବା ପାଇଁ ମାନସିକ ଚାପରୁ ରବିବାର ଭୋର ସମୟରେ ବୃଦ୍ଧ ଦମ୍ପତିଙ୍କ ରଶି ଲଗାଇ ଆତ୍ମହତ୍ୟା…
ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ: ତାରାପ୍ରସାଦ ମାର୍ଥା ଶ୍ରେଷ୍ଠ ସ୍ନାତକ
ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ପଞ୍ଚଦଶତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର ବାର୍ଷିକ ପରୀକ୍ଷା ଫଳ-୨୦୨୩ ଶିକ୍ଷା ବର୍ଷ ନିମନ୍ତେ ଶୁକ୍ରବାର ମୈତ୍ରୀଭବନ ପରିସରରେ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରଙ୍କ ମୋଟ୍ ପାସ୍ ହାର ଶତକଡ଼ା ୮୭.୮ ପ୍ରତିଶତ ରହିଥିବା…
ଅବହେଳିତ ଶହୀଦ ସ୍ମୃତିସ୍ତମ୍ଭ
ଖୋର୍ଦ୍ଧା,୩୦ା୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍ଘାଟନ କରିଥିଲେ। ଶହୀଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ନିର୍ମିତ ହୋଇଥିବା ସ୍ତମ୍ଭ ଚାରିପଟେ ଗଛଲତା ମାଡ଼ିଗଲାଣି। ଏକଦା ଏହି ସ୍ତମ୍ଭ ନିର୍ମାଣ…
ପାଇକ ସଂଗ୍ରହାଳୟରେ ପୁଣି ତାଲା
ଖୋର୍ଦ୍ଧା,୩୦ା୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପାଇକ ବୀରଙ୍କ ବୀରତ୍ୱ କାହାଣୀ ଏବଂ ସ୍ମୃତିକୁ ସାଉଁଟିବା ସକାଶେ ରାଜ୍ୟ ସରକାର ଖୋର୍ଦ୍ଧାରେ ଏକ ପାଇକ ସଂଗ୍ରହାଳୟ ନିର୍ମାଣ କରିଥିଲେ। ଲକ୍ଷ୍ୟ ଥିଲା ବିଟ୍ରିଶ ସହିତ ଲଢ଼େଇ କରି ବଳିଦାନ ଦେଇଥିବା ପାଇକଙ୍କ ବୀରତ୍ୱର…
ବୋଲଗଡ଼ର ସବୁ ମେଡିକାଲରେ ଡାକ୍ତର ନିଯୁକ୍ତ
ବୋଲଗଡ,୨୯।୬(ଦେବବ୍ରତ ହୋତା)ସ୍ଥାନୀୟ ବିଧାୟକଙ୍କ ପ୍ରତିଶ୍ରୁତି ମୁତାବକ ସୁଧୁରିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସ୍ବାସ୍ଥ୍ୟସେବା। ନୂଆ ଡାକ୍ତର ନିଯୁକ୍ତ ହେବା ସହ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯାଇଛି। ବୋଲଗଡ ବ୍ଲକ ଅନ୍ତର୍ଗତ ସମୁଦାୟ ୮ଟି…
ବାହୁଡା ଯାତ୍ରା ଭିଡ଼ରେ ଫସିଗଲା ଆମ୍ବୁଲାନ୍ସ
ନିରାକାରପୁର,୨୮।୬(ଡି.ଏନ୍.ଏ.): ବାହୁଡା ଯାତ୍ରା ଅବସରରେ ବୁଧବାର ଖୋର୍ଦ୍ଧା ଜିଲା ନିରାକାରପୁର ରେଳ ଫାଟକରେ ପ୍ରବଳ ଭିଡ଼ ଯୋଗୁ ରୋଗୀଙ୍କୁ ନେଇଯାଉଥିବା ଏକ ଆମ୍ବୁଲାନ୍ସ ପ୍ରାୟ ୧ ଘଣ୍ଟା ଗହଳି ଭିତରେ ଫସି ରହିଥିବା ଦେଖିବାକୁ ମିଳିଥିଲା। ସୂଚନା ଯୋଗ୍ୟ, ଦକ୍ଷିଣ ଓ…
ବଢୁଛି ବେଆଇନ ବ୍ଲାଷ୍ଟିଂ
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ବେଗୁନିଆ, ୨୬ା୬(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଓ ଖଣିରୁ ମାଙ୍କଡ଼ା ପଥର, ମୋରମ ଚୋରାଚାଲାଣ ବଢ଼ିଚାଲିଛି। ଏକାଧିକ ଖଣିକୁ ଶ୍ରୀମନ୍ଦିର ପ୍ରଶାସନର ଅନୁମୋଦନ ନ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବ୍ଲାଷ୍ଟିଂ ପାଇଁ ମଧ୍ୟ ଅନୁମତି…
ଚପଲ ଖୋଲିବାକୁ କହିବାରୁ ଆଟେଣ୍ଡାଣ୍ଟଙ୍କୁ ଅର୍ଦ୍ଧନଗ୍ନ ଘଟଣା: ଏନ୍ଏଚ୍ଆର୍ସିରେ ଅଭିଯୋଗ
ଖୋର୍ଦ୍ଧା,୨୬ା୬(ପ୍ରଭାତ ପାଣିଗ୍ରାହୀ): ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆର୍ଏମ୍)ଙ୍କ ସ୍ତ୍ରୀଙ୍କୁ ଚପଲ ଖୋଲିବାକୁ କହିବାରୁ ଝାଡ଼ଖଣ୍ଡ ଧାନବାଦ ମଣ୍ଡଳ ରେଲଓ୍ବେ ହସ୍ପିଟାଲ ଆଟେଣ୍ଡାଣ୍ଟ ବସନ୍ତ ଉପାଧ୍ୟାୟଙ୍କୁ ଅର୍ଦ୍ଧନଗ୍ନ କରାଯିବା ଘଟଣାରେ ମାନବିକ ଅଧିକାର ଉଲ୍ଲଂଘନ ହୋଇଛି। ଏନେଇ ପୁରୀର ମାନବ ଅଧିକାର କର୍ମୀ…
Archives


