ଖୋର୍ଦ୍ଧା

ଶହୀଦ ସ୍ମୃତିିସ୍ତମ୍ଭ ଅବହେଳିତ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ସ୍ବାଧୀନତା ଆନ୍ଦୋଳନରେ ଶହୀଦ ହୋଇଥିବା ସଂଗ୍ରାମୀଙ୍କ ସମ୍ମାନ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲା ସଂସ୍କୃତି ଭବନ ପରିସରରେ ଶହୀଦ ସ୍ମୃତିସ୍ତମ୍ଭ ପ୍ରତିଷ୍ଠା ହୋଇଥିଲା। ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ମୃତିସ୍ତମ୍ଭକୁ ଉଦ୍‌ଘାଟନ କରିଥିଲେ। ତେବେ ଏହି ସ୍ମୃତିସ୍ତମ୍ଭ…

ଆକର୍ଷଣ ସାଜିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ୨୦ ବେଶ

ଜଟଣୀ,୧୧।୯(ରବୀନ୍ଦ୍ର ନାଥ ମହାକୁଡ଼): ଗଣେଶପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏଥିପାଇଁ ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ସମସ୍ତେ ନିଜ ତୋରଣକୁ ଅନ୍ୟଠୁ ଭିନ୍ନ ଓ…

ପରିତ୍ୟକ୍ତ ଅବସ୍ଥାରେ ପାଇକ ସଂଗ୍ରହାଳୟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍‌ଘାଟନ ସହ ପାଇକ ସଂଗ୍ରହାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ଲକ୍ଷ ଟଙ୍କା ବ୍ୟୟରେ ଏହି କୋଠା ନିର୍ମାଣ କରାଯାଇଥିଲା।…

କାଲିଠୁ ନିଖୋଜ ଥିଲେ, ଆଜି ମିଳିଲା ମୃତଦେହ

ବାଣପୁର,୧୧ା୯(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ବଡ଼କୂଳ ପଞ୍ଚାୟତ ଅଶରୀପାଟଣା ଗ୍ରାମର ବାସୁଦେବ ନାୟକ(୪୦) ରବିବାର ପୂର୍ବାହ୍ନରୁ କେଉଁଆଡେ ଚାଲିଯାଇ ଘରକୁ ଫେରି ନ ଥିବା କହିଥିଲେ ତାଙ୍କ ପରିବାର ଲୋକେ। ତେବେ ଆଜି ସକାଳୁ ପାନ୍ଥନିବାସ ଜେଟି…

ସିଙ୍ଗଲ ଓ୍ବିଣ୍ଡୋରେ ମିଳିବ ଗଣେଶ ପୂଜା ଅନୁମତି

ଜଟଣୀ,୧୦ା୯(ରବୀନ୍ଦ୍ର ନାଥ ମହାକୁଡ଼)ଆସନ୍ତା ୧୯ତାରିଖରେ ଗଣେଶ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଏହି ପରିପ୍ରେକ୍ଷୀରେ ଗଣେଶ ପୂଜା ଓ…

ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ବାରଙ୍ଗ,୯।୯: ନନ୍ଦନକାନନକୁ ପ୍ରାଣୀ ଅଦଳ ବଦଳ ପ୍ରକ୍ରିୟାରେ ନୂଆ ଅତିଥି ଆସିଛନ୍ତି। ମିଜୋରାମର ଆଇଜୋଲ ପ୍ରାଣୀ ଉଦ୍ୟାନରୁ କିଛି ପଶୁପକ୍ଷୀଙ୍କୁ ଅଣାଯାଇଛି। ସେମାନେ ହେଲେ ଦୁଇଟି ହୁଲକ ଗିବନ, ଦୁଇଟି ଘୁଷୁରୀ ଲାଞ୍ଜ ବିଶିଷ୍ଟ ମକାକ ଓ ଗୋଟିଏ ହିମାଳୟାନ କଳାଭାଲୁ…

୫୦ କେଜିର ଲଡୁ ଲାଗି ହେବ

ଜଟଣୀ,୮ା୯(ରବୀନ୍ଦ୍ର ନାଥ ମହାକୁଡ଼): ଗଣେଶ ପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏଥିପାଇଁ ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ସମସ୍ତେ ନିଜ ତୋରଣକୁ ଅନ୍ୟଠୁ ଭିନ୍ନ…

ଏଥର ୪୫ ଫୁଟର ଏଲ୍‌ଇଡି ଲାୟନ ଗେଟ୍‌

ଜଟଣୀ,୭ା୯(ରବୀନ୍ଦ୍ରନାଥ ମହାକୁଡ଼)ଆଉ ଦିନ କେଇଟା ପରେ ଗଣେଶପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏବେଠୁ କାରିଗର, ଆୟୋଜକ ଓ ଭକ୍ତଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ…

ଦୁର୍ବଳ ମୌସୁମୀ ଚାଷୀଙ୍କ ଚିନ୍ତା ବଢ଼ାଉଛି

ଖୋର୍ଦ୍ଧା,୪ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ବର୍ଷା ଅଭାବରୁ ଚାଷଜମି ଫାଟି ଆଁ କଲାଣି। ମୌସୁମୀ ଆଗମନରେ ବିଳମ୍ବ, ସ୍ବଳ୍ପ ବୃଷ୍ଟି କାରଣରୁ ବୁଣାଯାଇଥିବା ଧାନ ଗଜାମରୁଡ଼ି ହେବା ସହ ଅଦ୍ୟାବଧି ଅନେକ ସ୍ଥାନରେ ଧାନତଳି ପକାଯାଇପାରିନାହିଁ। ଶୁଖିଲା ବିଲକୁ ଦେଖି ଚାଷୀକୁଳ…

ବିକାଶଠୁ ପଛରେ ପଡ଼ିଛି ପର୍ଯ୍ୟଟନକ୍ଷେତ୍ର

ଖୋର୍ଦ୍ଧା,୪ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ଅନେକ ପର୍ଯ୍ୟଟନ କ୍ଷେତ୍ର ଅବହେଳିତ ହୋଇପଡ଼ିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଧୀରେ ଧୀରେ ପର୍ଯ୍ୟଟକ ମୁହଁ ଫେରାଇବାରେ ଲାଗିଛନ୍ତି। ବିଶେଷକରି ବରୁଣେଇ ରୋପ୍‌ ଓ୍ବେ, ଖୋର୍ଦ୍ଧାଗଡ଼, ଉଷ୍ଣପ୍ରସ୍ରବଣ, ହଟ୍ଟକେଶ୍ୱର ପୀଠ ଏବଂ ଗୁରୁଜଙ୍ଗ ଶ୍ରୀଧବଳେଶ୍ୱର ପୀଠ…

ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ଆତ୍ମହତ୍ୟା କଲେ ସ୍ତ୍ରୀ

ଖୋର୍ଦ୍ଧା,୧।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ବଣିଆଟାଙ୍ଗି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ସ୍ତ୍ରୀ’ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଦମ୍ପତ୍ତି ହେଲେ ସମରେନ୍ଦ୍ର ସେନାପତି(୪୦) ଓ ସୁନିତା(୩୫)। ପୋଲିସ…

ବଜ୍ରପାତରେ ନାବାଳକଙ୍କ ସମେତ ୨ ମୃତ, ୩ ଆହତ

ବାଣପୁର(ଶଙ୍କର ବସ୍ତି)/ଗମ୍ଭାରୀମୁଣ୍ଡା,୨ା୯(ଦିଲ୍ଲୀପ ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଶନିବାର ବଜ୍ରପାତ ହେବାରୁ ଜଣେ ନାବାଳକଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଏହି ଥାନା ଅଧୀନ ଅରାଙ୍ଗ ଗ୍ରାମର ରଞ୍ଜିତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?