କୋଦୁଓବେରେଣୀ-ଭାପୁର ରାସ୍ତା ଶୋଚନୀୟ
ଖୋର୍ଦ୍ଧା,୨୪ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ କୋଦୁଓବେରେଣୀଠାରୁ ନୟାଗଡ଼ ଜିଲା ଭାପୁର (ବାଇପାସ୍)କୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପ୍ରାୟ ୧୦ କିମିର ଏହି ରାସ୍ତା ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ତେବେ…
କାମରେ ଆସୁନି ଜଳସେଚନ ପ୍ରକଳ୍ପ, ଚିନ୍ତାରେ ଚାଷୀ
ବେଗୁନିଆ,୨୩ା୬(ହର ପ୍ରସନ୍ନ ପଣ୍ଡା): ଆଉ ଦିନ କେଇଟା ପରେ ଜୁନ୍ ମାସ ସରିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ଖରିଫ୍ ଚାଷ କାର୍ଯ୍ୟ ଆଗେଇ ପାରୁନି। କଁା ଭଁା ଜମିରେ ଚାଷୀ ବିହନ ବୁଣି ଚାଷକାର୍ଯ୍ୟ ଆରମ୍ଭ…
ବଜ୍ରପାତରେ ମନ୍ଦିରର ନୀଳଚକ୍ର ଖସିପଡ଼ିଲା
ନିରାକାରପୁର,୨୩ା୬(ମାନସ ଚନ୍ଦ୍ର ପଟ୍ଟନାୟକ ): ମୌସୁମୀ ଛୁଇଁବା ପୂର୍ବରୁ ଗୁରୁବାର ପୂର୍ବାହ୍ନରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ହୋଇଛି। ତେବେ ବଜ୍ରପାତ ଘଟି ଖୋର୍ଦ୍ଧା ଜିଲା ନିରାକାରପୁର ନିକଟ ଗଡ଼ଖାରଦ ପାହାଡ଼ ଉପରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରର…
ଝିଅକୁ ଝୁରି ଜୀବନ ହାରିଲେ ବାପା
ନିରାକାରପୁର,୨୨।୬(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ପଦ୍ମପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବଡ଼ ଝିଅର ମୃତ୍ୟୁ ପରେ ଝିଅକୁ ଝୁରି ଶେଷରେ ବାପା ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…
ପ୍ରବଳ ଗରମରେ ଛାତ୍ର, ୨ ଶିକ୍ଷକ ଅସୁସ୍ଥ
ଖୋର୍ଦ୍ଧା,୨୨ା୬(ପ୍ରଭାତ ପାଣିଗ୍ରାହୀ)ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବାବେଳେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲଗୁଡ଼ିକ ପାଇଁ ଖରା ଛୁଟି ଘୋଷଣା କରିଥିଲେ। ତେବେ ତାତିର ପ୍ରଭାବ କମି ନ ଥିବା ସତ୍ତ୍ୱେ ବୁଧବାରଠାରୁ ସ୍କୁଲ…
ଠିକାଦାରଙ୍କୁ ଗୁଳିକରି ହତ୍ୟା
ଖୋର୍ଦ୍ଧା ଅଫିସ/ନିରାକାରପୁର,୧୯ା୬(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ବିଳମ୍ବିତ ରାତିରେ ଚଣ୍ଡେଶ୍ବର ଛକରେ ଜଣେ ଠିକାଦାରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେ ହେଲେ ରାଧାମୋହନପୁରର ରମେଶ ଚନ୍ଦ୍ର ରାଉତ(୪୮)। ପୂର୍ବ…
ଗୋଚର ଜମିରୁ ଚାଲିଛି ମାଙ୍କଡ଼ା ପଥର ଚାଲାଣ
ଖୋର୍ଦ୍ଧା ଅଫିସ,୧୨ା୬: ଖୋର୍ଦ୍ଧାରେ ଲଘୁ ଖଣିଜ ସମ୍ପଦ ଲୁଟ୍ ବଢ଼ିଚାଲିଛି। ସରକାରୀ ଜମି, କାଜୁ ଜଙ୍ଗଲ ଏବଂ ଶ୍ରୀମନ୍ଦିର ଜମି ଉପରେ ରହିଛି ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି। ସବୁଠି ମାଙ୍କଡ଼ା ପଥର କଟାଚାଲିଛି। ଫଳରେ ଜମି, ଜଙ୍ଗଲ ନଷ୍ଟ ହେବା…
ସହରରେ ବଢୁଛି ଚୋରା ବନ୍ଧୁକ କାରବାର
ଖୋର୍ଦ୍ଧା ଅଫିସ,୧୨ା୬: ଖୋର୍ଦ୍ଧା ନିଶା କାରବାରର ହବ୍ ପାଲଟିଥିବା ବେଳେ ଚୋରା ବନ୍ଧୁକ କାରବାର ମଧ୍ୟ ବଢ଼ିଚାଲିଛି। ଏକାଧିକ ଅସାମାଜିକ ଯୁବକଙ୍କ ପାଖରେ ବନ୍ଧୁକ ରହିଛି। ମାରଣାସ୍ତ୍ର, ବୋମା ପରିବର୍ତ୍ତେ ଏବେ କଥା କଥାକେ ଗୁଳି ଫୁଟୁଛି। ସହରରେ ଅପରାଧ ବଢ଼ିଚାଲିଥିବା…
ଡ୍ରଗ୍ସ ମାଫିଆ ସୋମନାଥଙ୍କ ମୃତ୍ୟୁ
ଖୋର୍ଦ୍ଧାଅଫିସ,୧୦।୬ : ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳଙ୍କର ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ପରିବାର ପରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ଘଟଣାରେ ଅନ୍ୟ ଜଣେ କୁଖ୍ୟାତ ଡ୍ରଗ୍ସ ମାଫିଆଙ୍କ ସଂପୃକ୍ତି ନେଇ ସୋମନାଥଙ୍କ ପରିବାର…
ସାପ କାମୁଡାରେ ନାବାଳକର ମୃତ୍ୟୁ
ନିରାକାରପୁର,୯।୬( ଡି.ଏନ.ଏ): ସାପ କାମୁଡାରେ ଜଣେ ନାବାଳକର ମତ୍ୟୁ ଘଟିଛି। ମୃତକ ନାବାଳକ ଜଣକହେଲେ ଖୋର୍ଦ୍ଧା ଜିଲା ଜଙ୍କିଆଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ଉପର ମୋଟା ଗ୍ରାମର ଶୁଭଙ୍କର ପାଇକରାୟ ଓରଫ ଶୁଭ(୧୦) ବୋଲି ଜଣାପଡିଛି। ଶୁଭ ରାତିରେ ଶୋଇଥିବା ବେଳେ…
ସରୁନି ବୋଟିଂ, ପାର୍କ ଓ ସ୍ମାର୍ଟ ଶ୍ମଶାନ କାମ
ଖୋର୍ଦ୍ଧା ଅଫିସ,୮ା୬: ଖୋର୍ଦ୍ଧା ପୌର ପରିଷଦ (କେଏମ୍ସି) ଏକପ୍ରକାର ସ୍ଥାଣୁ ପାଲଟିଛି। ସହରବାସୀଙ୍କଠାରୁ ବର୍ଷକୁ ବିଭିନ୍ନ ବାବଦକୁ କେଏମ୍ସି ପକ୍ଷରୁ ଲକ୍ଷାଧିକ ଟଙ୍କା ରାଜସ୍ବ ଆଦାୟ କରାଯାଉଛି। ମାତ୍ର ସହରବାସୀଙ୍କୁ ମୌଳିକ ସୁବିଧା ମିଳୁନାହିଁ। ଖୋର୍ଦ୍ଧା ସହରର ପରିମଳ, ରାସ୍ତାଘାଟ ବ୍ୟବସ୍ଥା…
ଦାଣ୍ଡ ଦୁଆରେ କଚାଡ଼ ମାରିଦେଲା ଦନ୍ତା
ନିରାକାରପୁର,୬।୬(ଡି.ଏନ୍.ଏ.): ମଙ୍ଗଳବାର ଭୋରରେ ହାତୀ ଆକ୍ରମଣ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ରେଞ୍ଜ ଅଧୀନ ଦଲକ ଗ୍ରାମର ଦେବରାଜ ହରିଚନ୍ଦନ (୫0)। ମିଳିଥିବା ସୂଚନା ମୁତାବକ, ଦେବରାଜ ଭୋରୁ ଉଠି ଦାଣ୍ଡ ଦୁଆରକୁ ଆସିଥିଲେ। ସେତିକିବେଳେ ସେ…
Archives


