ଖୋର୍ଦ୍ଧା

ଅବ୍ୟବସ୍ଥାରେ ପୌର ପରିଷଦ ଗୋଶାଳା

ଜଟଣୀ,୨୬ା୫(ଡି.ଏନ୍‌.ଏ.): ଗୋ ବଂଶ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେବା ସହ ବହୁ ଅର୍ଥ ବିନିଯୋଗ କରୁଛନ୍ତି। ବୁଲା ଗୋରୁ ଓ ଷଣ୍ଢଙ୍କୁ ଉଦ୍ଧାର କରାଯାଇ ଗୋଶାଳାରେ ଉପଯୁକ୍ତ ସେବା ସହିତ ଚିକିତ୍ସା ଯୋଗାଇ ଦିଆଯାଉଛି। ତେବେ ଖୋର୍ଦ୍ଧା ଜିଲା…

ଦୁର୍ବଳ ନଦୀବନ୍ଧ ମରାମତି ସାରିବାକୁ ତାଗିଦ

ଖୋର୍ଦ୍ଧା ଅଫିସ,୨୫ା୫: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପ୍ରାକୃତିକ ବିପର୍ଯ୍ୟୟ ଉପରେ ଆଲୋଚନା ହୋଇଥିଲା। ଦୁର୍ବଳ ନଦୀବନ୍ଧ ମରାମତି, ଡ୍ରେନେଜ ପୁନରୁଦ୍ଧାର, ଜଳ ନିଷ୍କାସନ,…

ଜବରଦଖଲରେ କେନାଲ ଜାଗା,ଚାଷରୁ ମୁହଁ ଫେରାଇଲେଣି ଚାଷୀ

ନିରାକାରପୁର,୨୪ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଷୀଙ୍କ ସୁବିଧା ପାଇଁ ୧୯୮୧ ଡିସେମ୍ବର ୨୧ରେ ରାମେଶ୍ୱରଗଡ଼ଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇ ନଦୀଠାରୁ ଦୂରରେ ଥିବା ଚାଷୀ କିଭଳି ଠିକ୍‌ ଭାବରେ ପାଣି ପାଇପାରିବେ ସେଥିପାଇଁ କେନାଲ…

ବିଡିଓଙ୍କ ଜାଲ୍‌ ଦସ୍ତଖତ କରି ଭାଜପା ନେତା ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୩ା୫ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବିଡିଓ ଐଶ୍ୱର୍ଯ୍ୟା ସାମନ୍ତରାୟଙ୍କ ଦସ୍ତଖତକୁ ଜାଲ୍‌ କରି ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗରେ ଟାଙ୍ଗୀ ଥାନା ପୋଲିସ ଜଣେ ଠିକାଦାରଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ…

୩0 ଗ୍ରାମର ବ୍ରାଉନ ସୁଗାର ଜବତ,ଜଣେ ଗିରଫ

ନିରାକାରପୁର, ୨୩।୫(ଡି.ଏନ.ଏ): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଆଜି ଟାଙ୍ଗୀ ଅବକାରୀ ବିଭାଗ ଚଢ଼ାଉକରି ଜଣେ ଚୋରା ବେପାରୀକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜଙ୍କିଆଥାନା ଛଣଗିରି ଗ୍ରାମର ସଞ୍ଜୟ ମହାପାତ୍ର (୩୫)। ି ସୂତ୍ରରୁ ଖବରପାଇ ଟାଙ୍ଗୀ ଅବକାରୀ…

ଡ଼. ପୂର୍ଣ୍ଣ ଚନ୍ଦ୍ର ଦାଶଙ୍କୁ ମିଳିଲା କଳିଙ୍ଗ ଭାରତୀ ସମ୍ମାନ

ନିରାକାରପୁର, ୨୩।୫: କଳିଙ୍ଗ ଭାରତୀ ମର୍ଯ୍ୟାଦା ଜନକ ବିଛନ୍ଦ ଚରଣ ସମ୍ମାନ ରାଜ୍ୟ, ଜାତୀୟ ଓ ଅର୍ନ୍ତଜାତୀୟ ସାହିତି୍ୟକ ଏବଂ ଭଞ୍ଜ ସାହିତ୍ୟ ଗବେଷକ ଆଲୋଚକ ଖୋର୍ଦ୍ଧା ଜିଲା ନିରାକାରପୁରର ଡ଼ ପୂର୍ଣ୍ଣ ଚନ୍ଦ୍ର ଦାଶଙ୍କୁ କଟକ ଭଞ୍ଜ ମଣ୍ଡପରେ ପ୍ରଦାନ…

‘ଆଇଟିସି ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ସୁଦୃଢ଼ କରିବ’

ଖୋର୍ଦ୍ଧା ଅଫିସ,୨୩ା୫: ଖୋର୍ଦ୍ଧା ଶିଳ୍ପାଞ୍ଚଳଠାରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇଟିସିର ଅତ୍ୟାଧୁନିକ ଇଣ୍ଟିଗ୍ରେଟେଡ ଗ୍ରାହକ ସାମଗ୍ରୀ ଉପତ୍ାଦନ ଏବଂ ଲଜିଷ୍ଟିକ(ଆଇସିଏମଏଲ) ସୁବିଧା କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ୩୫ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କେନ୍ଦ୍ରରେ ନୂତନ କୃଷି ମୂଲ୍ୟବୋଧ…

ଡିଭାଇଡରରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ନାଚୁଣୀ,୨୨ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲା…

ପାଣି ପାଇଁ ଲମ୍ବା ଧାଡ଼ି

ବାରଙ୍ଗ,୨୨।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠରେ ପିଇବା ପାଣି ସମସ୍ୟା ବଢ଼ିବାରେ ଲାଗିଛି। ବାରଙ୍ଗ ବ୍ଲକ ଦାଢ଼ାପାଟଣା ଗ୍ରାମ ପଞ୍ଚାୟତ ଅଧୀନ ବଙ୍ଗାଳୀ ସାହିରେ ପାଣି ନେବାକୁ ଟ୍ୟାଙ୍କର ପାଖରେ ଲମ୍ବା ଧାଡ଼ି ଲାଗିଥିବା ରବିବାର ଦେଖିବାକୁ ମିଳିଛି। ବିଶୁଦ୍ଧ ପାନୀୟ ଜଳ ଯୋଗାଣ…

କଣ୍ଟ୍ରୋଲ ଚାଉଳରେ ମିଶାଯାଉଛି ଫର୍ଟିଫାଏଡ ଚାଉଳ

ବୋଲଗଡ଼,୨୨ା୫(ଡି.ଏନ୍‌.ଏ.): ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ଦିଆଯାଉଥିବା ଚାଉଳରେ ମିଶାଯାଉଛି ଫର୍ଟିଫାଏଡ ଚାଉଳ। ତେବେ ପ୍ରଶାସନର ସଚେତନତା ଅଭାବରୁ ହିତାଧିକାରୀମାନେ ଉକ୍ତ ଫର୍ଟିଫାଏଡ ଚାଉଳକୁ ପ୍ଲାଷ୍ଟିକ ଚାଉଳ ବୋଲି ସନ୍ଦେହ କରୁଛନ୍ତି। ବୋଲଗଡ଼ ବ୍ଲକ ଅନ୍ତର୍ଗତ ଡାବରଧୁଆପାଟଣା ଓ ଆଖପାଖ ପଞ୍ଚାୟତର…

ଚୋରା ମାଙ୍କଡ଼ା ପଥର ବୋଝେଇ ଟ୍ରାକ୍ଟର ଛାଡ଼ି ମାଫିଆ ଫେରାର

ନିରାକାରପୁର,୨୦ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମାଙ୍କଡ଼ା ଖଣି ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ଶନିବାର ଥାନା ପକ୍ଷରୁ ରାମେଶ୍ୱର ଅଞ୍ଚଳରେ ଚାଲିଥିବା ଚୋରା ମାଙ୍କଡ଼ା ଖଣିରେ ପୋଲିସ ଚଢ଼ାଉ କରି ସେଠାରେ ମାଙ୍କଡ଼ା ବୋଝେଇ…

ଖୋଲାରେ ପଡ଼ିଛି ରଥ କାଠ

ନିରାକାରପୁର,୧୮ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତରେ ଥିବା ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ପୀଠରେ ପ୍ରତିବର୍ଷ ଅଶୋକାଷ୍ଟମୀରେ ବିଜୟା ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଯାତ୍ରା ସରିବା ପରେ ଉକ୍ତ ରଥକୁ ଖୋଲାଯାଇ ଆଗାମୀ ବର୍ଷ ପାଇଁ ଏହି କାଠଗୁଡିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri