ଖୋର୍ଦ୍ଧା

ଗର୍ଭବତୀଙ୍କୁ ପିଟି ହତ୍ୟା ଅଭିଯୋଗ

ଖୋର୍ଦ୍ଧା,୧୩ା୮(ପ୍ରଭାତ ପାଣିଗ୍ରାହୀ): ସଦରଥାନା ଅନ୍ତର୍ଗତ ନିଜିଗଡ଼ ତାପଙ୍ଗଗଡ଼ ସାହିରେ ଗର୍ଭବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶାଶୁଘର ପରିବାରଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ମୃତକାଙ୍କ ମାଆ ଭାନୁମତି ଦେଇ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସ୍ବାମୀଙ୍କୁ ଅଟକ…

୮ ଶ୍ରେଣୀକୁ ୫ ଶିକ୍ଷକ

ବୋଲଗଡ଼,୧୩ା୮(ଦେବବ୍ରତ ହୋତା)ବିଦ୍ୟାଳୟର ଉନ୍ନତୀକରଣ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହିତ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନାସବୁ କେଉଁଠି ପହଞ୍ଚୁଛି ତ କେଉଁଠି ପହଞ୍ଚି ପାରୁନାହିଁ। ଫଳରେ ଅନେକ ସ୍ଥାନରେ ଶିକ୍ଷକ…

ଜରାଜୀର୍ଣ୍ଣ ଅବସ୍ଥାରେ ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ

ବୋଲଗଡ,୧୧।୮(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡରେ ଥିବା ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ଟେଲିଫୋନ ଏକ୍ସଚେଞ୍ଜ କାର୍ଯ୍ୟାଳୟଟି ଜରାଜୀର୍ଣ୍ଣ ହୋଇପଡିରହିଛି। ଆଗରୁ ଏହା ଭଡାଘରେ କାର୍ଯ୍ୟ କରୁଥିଲା ବେଳେ ୨୦୦୦ ମସିହାରେ ବୋଲଗଡର କେନ୍ଦ୍ରସ୍ଥଳରେ ଏକ ସୁଦୃଶ୍ୟ ଅଟ୍ଟାଳିକା ନିର୍ମାଣ କରି…

ଖୋଲୁଛି ପ୍ରକାଶଙ୍କ କଳା ସାମ୍ରାଜ୍ୟ ଗୁମର

ଖୋର୍ଦ୍ଧା,୧୧ା୮(ପ୍ରଭାତ ପାଣିଗ୍ରାହୀ): ପୂର୍ବତନ ଖୋର୍ଦ୍ଧା ବ୍ଲକ ବିଜେଡି ସଭାପତି ପ୍ରକାଶ ରାଉତରାୟଙ୍କ କଳା ସାମ୍ରାଜ୍ୟର କାହାଣୀ ଧୀରେ ଧୀରେ ଖୋଲୁଛି। ବଡ଼ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିବାବେଳେ ୪ଜଣଙ୍କୁ ସୋମବାର ଭୁବନେଶ୍ୱର କମିଶନରେଟ ପୋଲିସ କଳିଙ୍ଗବିହାରରୁ ଗିରଫ କରିଥିଲା। ଏମାନଙ୍କ ମଧ୍ୟରେ…

ମହାନଦୀରେ ବୁଡ଼ି ୨ ଛାତ୍ର ନିଖୋଜ

ବାରଙ୍ଗ,୯।୮(ଲିଙ୍ଗରାଜ ରାଉତ): ନରାଜ ପାଖ ମହାନଦୀରେ ମଙ୍ଗଳବାର ବୁଡ଼ିଯାଇ ୨ଜଣ ଛାତ୍ର ନିଖୋଜ ହୋଇଛନ୍ତି। ସେମାନେ ହେଲେ କଟକସ୍ଥିତ ମଙ୍ଗଳାବାଗ ଅଞ୍ଚଳର ଆଦିତ୍ୟ ଅଭିଷେକ ମଲ୍ଲିକ ଓ ଦେଉଳ ସାହିର ଦେବପ୍ରିୟ ଚୌଧୁରୀ। ଏମାନେ କଟକ ଷ୍ଟୁଆଟର୍‌ସ ସ୍କୁଲରେ ପଢୁଥିବା ଯୁକ୍ତଦୁଇ…

ବନ୍ୟାଜଳ କମୁଛି, ଦୁର୍ଦ୍ଦଶା ବଢୁଛି

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ମହାନଦୀ ଫୁଲୁଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଲକ ଓରବସିଂ ପଞ୍ଚାୟତର ହିରିମୂଳ ଗ୍ରାମ ପାଣିଘେରରେ ରହି ବାହ୍ୟଜଗତରୁ ବିଛିନ୍ନ ହୋଇପଡ଼ିଛି। ଡିହଖଳା, ଦୁର୍ଗାପୁର, ମାନପୁର ଓ ଧବଳପୁର ଗ୍ରାମ ପାଣିଘେରରେ ରହିଥିଲା। ଏବେ ଏହି ଗାଁଗୁଡିକରୁ ବନ୍ୟାଜଳ ଧୀାର…

କେନାଲ ବନ୍ଧରେ ୨୦ ଫୁଟର ଘାଇ

ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ଅଚାନକ ବନ୍ଧ ଭାଙ୍ଗିବା ଫଳରେ ସ୍ଥାନୀୟ ନର୍ସରୀ ଆଉ କଲେଜ ପଡ଼ିଆ…

ହିରିମୂଳ ବିଚ୍ଛିନ୍ନ, ୪ ଗଁା ଜଳବନ୍ଦୀ

ଖୋର୍ଦ୍ଧା (ପ୍ରଭାତ ପାଣିଗ୍ରାହୀ)/ିରାକରପୁର, ୬ା୮(ମାନସ ଚନ୍ଦ୍ର ପଟ୍ଟନାୟକ)ରାଜ୍ୟରେ ଲଗାଣ ବର୍ଷା ଓ ହୀରାକୁଦର ଗେଟ୍‌ ଖୋଲାଯିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏହାର ଶାଖା ନଦୀ ରାଜୁଆ, ମଲାଗୁଣୀ ଓ ଦୟାରେ ଜଳସ୍ତର ମଧ୍ୟ ବଢୁଛି। ଫଳରେ ଖୋର୍ଦ୍ଧା ବ୍ଲକ…

‘ଯୁବପିଢ଼ି ସଚେତନ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ’

ଖୋର୍ଦ୍ଧା,୪ା୮(ପ୍ରଭାତ ପାଣିଗ୍ରାହୀ): ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତରେ ଯୁବସମାଜ ଏକ ପ୍ରମୁଖ ଅଙ୍ଗ। ତେଣୁ ଯୁବପିଢ଼ି ନିଜ ଦାୟିତ୍ୱକୁ ହୃଦୟଙ୍ଗମ କରିବା ସହ ସଚେତନ ହେଲେ ଗଣତନ୍ତ୍ର ସୁଦୃଢ଼ ଓ ସମୃଦ୍ଧ ପଥରେ ଆଗେଇପାରିବ। ଗଣମାଧ୍ୟମ ସମସ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ…

କୁଶଭଦ୍ରା, ଭାର୍ଗବୀରେ ବଢୁଛି ଜଳସ୍ତର

ବାଲିପାଟଣା,୪ା୮(ଅଭିମନ୍ୟୁ ନାୟକ): ରାଜ୍ୟରେ ବର୍ଷା ଥମୁ ନ ଥିବା ବେଳେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୁଶଭଦ୍ରା ଓ ଭାର୍ଗବୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବନ୍ୟାଜଳ ପ୍ରବେଶ କରିବାରୁ ସରିପୁର ଗ୍ରାମ ନିକଟ କୁଶଭଦ୍ରା ନଦୀ ଭିତରେ…

ମାଛ ମାରୁଥିବା ବେଳେ ହେଲା ବଜ୍ରପାତ: ବାପ-ପୁଅଙ୍କ ଜୀବନ ଗଲା

ବାଲୁଗାଁ,୩୧ା୭(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଚିଲିକା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଚିଲିକା ମଝିକୁ ମାଛ ଧରିବା ପାଇଁ ଯାଇଥିବା ବାପ-ପୁଅଙ୍କର ବଜ୍ରପାତରେ ଅକାଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରବିବାର ବିଳମ୍ବିତ ରାତିରେ ବାଲୁଗାଁ ବିଜ୍ଞାପିତ…

‘ରାଜ୍ୟରେ ଶିକ୍ଷାର ମାନ ହ୍ରାସ ପାଉଛି’

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ ଜଟଣୀ,୩୧ା୭(ରବୀନ୍ଦ୍ର ନାଥ ମହାକୁଡ଼):ରାଜ୍ୟରେ ବର୍ତ୍ତମାନ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷାର ମାନ ହ୍ରାସ ପାଇବାରେ ଲାଗିଛି। ଯାହାଦ୍ୱାରା ଛାତ୍ରୀଛାତ୍ରଙ୍କ ପାଠପଢ଼ା ଉପରେ ପ୍ରଭାବ ପଡୁଛି। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବା ଏବଂ ସରକାରୀ ପ୍ରୋତ୍ସାହନ ଅଭାବ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?