ଗୋଳବାଇରେ ଦନ୍ତା ହାତୀ ଆତଙ୍କ
ନିରାକାରପୁର,୮।୫: (ଡିଏନ୍ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧିନରେ ଥିବା ଗୋଳବାଇ ଅଞ୍ଚଳରେ ଏକ ଦନ୍ତାହାତୀ ଦେଖାଯାଇଛି। ଉକ୍ତ ହାତୀଟି ନିଜ ଦଳରୁ ହଜି ଯାଇ ୨ ଦିନ ହେଲା ଖାଦ୍ୟ ଅନ୍ନେଷଣରେ ଆସି ଗାଁ ନିକଟରେ ଥିବା ଜଙ୍ଗଲରେ ରହୁଛି।…
ସଫେଇ ହେଉନି ଡ୍ରେନ୍, ରାସ୍ତାରେ ଜମୁଛି ପାଣି
ଜଟଣୀ,୮ା୫(ଡି.ଏନ୍.ଏ.): ଜଟଣୀ ପୌରାଞ୍ଚଳରେ ଡ୍ରେନ୍ ସଫେଇ ନ ହେବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସହରବାସୀ। ଅସରାଏ ବର୍ଷା ହେଲେ ସହରର ସାହିବସ୍ତିରୁ ଆରମ୍ଭକରି ମୁଖ୍ୟ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଗତ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ବର୍ଷା ହେବାରୁ…
ସରକାରୀ ନିୟମକୁ ଅଣଦେଖା, ଖରାରେ କାମ କରୁଛନ୍ତି ଶ୍ରମିକ
ନିରାକାରପୁର,୮ା୫(ଡି.ଏନ୍.ଏ.): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାରଙ୍କ ଶ୍ରମ ନିୟମ ଅନୁଯାୟୀ ଏପ୍ରିଲ ପହିଲାରୁ ସମସ୍ତ ଶ୍ରମିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ତେବେ କେତେଜଣ ଅସାଧୁ ଠିକାଦାର ଏହି ନିୟମ…
ମାନ୍ୟତା ସତ୍ତ୍ୱେ ଅବହେଳିତ ‘ମଣ୍ଡନଗିରି’
ଖୋର୍ଦ୍ଧା ଅଫିସ,୮ା୫: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ସଂପୁର ଗ୍ରାମ ନିକଟରେ ରହିଛି ମୁଣ୍ଡିଆପଡ଼ା ବା ମଣ୍ଡନଗିରି ପାହାଡ଼। ପ୍ରାକୃତିକ ସବୁଜିମା ଭରା ପରିବେଶ ମଧ୍ୟରେ ଏହି ପାହାଡ଼ ଉପରେ ଶ୍ରୀରଘୁନାଥ ଜୀଉଙ୍କ ପୀଠ ଅବସ୍ଥିତ। ଏହା…
ରାଜପଥରେ ଓଲଟିଲା ଥଣ୍ଡା ବୋଝେଇ ଟ୍ରକ୍
ନିରାକାରପୁର,୭।୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ଥଣ୍ଡା ବୋଝେଇ ଟ୍ରକ୍ ଓଲଟି ପଡିଥିଲା। ସୂଚନାଯୋଗ୍ୟ, ଥଣ୍ଡା ବୋଝେଇ ଟ୍ରକ୍ଟି ଖୋର୍ଦ୍ଧାରୁ ଟାଙ୍ଗୀ ଯାଉଥିବା ବେଳେ ବାଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।…
‘ସେଫ୍ ସିଟି ଡ୍ରାଇଭ’ ଅଭିଯାନକୁ ନେଇ ଉଠିଲା ପ୍ରଶ୍ନ
ଭୁବନେଶ୍ୱର ,୭ା୫(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତ ଏକ ଲେଡିଜ୍ ହଷ୍ଟେଲରେ ଶୁକ୍ରବାର ରାତିରେ କେତେଜଣ ଅସାମାଜିକ ଯୁବକ ଧସେଇ ପଶିବା ସହ ଜଣେ ଯୁବତୀଙ୍କୁ ଆକ୍ରମଣ କରିବା ସହ ପଥର ମାଡ଼ କରିଥିଲେ। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ…
ସ୍ମାର୍ଟସିଟି ପ୍ରକଳ୍ପ ଅବଧି ବର୍ଷେ ବଢ଼ିଲା
ଭୁବନେଶ୍ୱର , ୭ା୫ (ବ୍ୟୁରୋ) ୨୦୧୫ରେ ‘୧୦୦ ସ୍ମାର୍ଟସିଟି ମିଶନ’ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ମିଶନରେ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଯଥା ଭୁବନେଶ୍ୱର ଏବଂ ରାଉରକେଲାକୁ ସାମିଲ କରାଯାଇ ବ୍ୟାପକ ଉନ୍ନତି କରାଯିବା ସହ ସ୍ମାର୍ଟସିଟିରେ…
ବର୍ଷା ହେଲେ ବଢୁଛି ଅଣ୍ଡରପାସ୍ ସମସ୍ୟା
ଖୋର୍ଦ୍ଧା ଅଫିସ, ୭ା୫: ବହୁ ପ୍ରତୀକ୍ଷିତ ଜଟଣୀ ଓଭରବ୍ରିଜ୍ ନିର୍ମାଣ କାମ ସରୁ ନ ଥିବା ବେଳେ ସୀତାରାମ ଛକସ୍ଥିତ ରେଲଓ୍ବେ ଅଣ୍ଡରପାସ୍ରେ ବର୍ଷାପାଣି ଜମିରହୁଛି। ଏହି ଅଣ୍ଡରପାସ୍ ଖୋର୍ଦ୍ଧା ଓ ପିପିଲିକୁ ମୁଖ୍ୟରାସ୍ତା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହେବା ସହ…
୫-ଟି ରୂପାନ୍ତରଣରେ ଝଲସିଲା ଜଙ୍କିଆ ଭଗବତ ଦେବ ବିଦ୍ୟାପୀଠ
ନିରାକାରପୁର,୬ା୫(ଡି.ଏନ୍.ଏ.): ଶନିବାର ଓଡ଼ିଶାରେ ୩୨୩ଟି ହାଇସ୍କୁଲର ୫-ଟି ରୂପାନ୍ତରଣରେ ସାମିଲ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୬୨ଟି ସ୍କୁଲ ଏହି ଯୋଜନାରେ ସାମିଲ ହୋଇ ଉଦ୍ଘାଟିତ ହୋଇଛି। ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଜଙ୍କିଆ ପଞ୍ଚାୟତ ଭଗବତ ଦେବ ବିଦ୍ୟାପୀଠ ମଧ୍ୟ ଆଜି…
ଟ୍ରେନ ବଗିରୁ ନବଜାତ ଶିଶୁ ଉଦ୍ଧାର
ଖୋର୍ଦ୍ଧା ଅଫିସ,୬।୫ : ଖୋର୍ଦ୍ଧାରୋଡ଼ ଷ୍ଟେଶନରୁ ଶନିବାର ଏକ ନବଜାତ ଶିଶୁ ପୁତ୍ରଙ୍କୁ ରେଳବାଇ ପୋଲିସ ଶନିବାର ଉଦ୍ଧାର କରିଛି। ବାଙ୍ଗାଲୋରରୁ ଭୁବନେଶ୍ବର ଆସୁଥିବା ସାଇପ୍ରଶାନ୍ତି ନିଳୟମ୍ ଟ୍ରେନର ଜେନେରାଲ ବଗିରୁ ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। କେହି ଜନ୍ମ ପରେ ଶିଶୁଙ୍କୁ…
ଘୋଷଯାତ୍ରା ପାଇଁ ପୁରୀ ପଠାଗଲା ଫାସିକାଠ
ଖୋର୍ଦ୍ଧା ଅଫିସ,୬।୫ : ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ଶ୍ରୀକ୍ଷେତ୍ର ଶ୍ରୀନଅର ନିକଟ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ରଥ ନିର୍ମାଣ ପାଇଁ ଖୋର୍ଦ୍ଧା ବନଖଣ୍ଡ ଅଧୀନ ବାଙ୍କୀ ବୈଦ୍ଧେଶ୍ବର ଜଙ୍ଗଲରୁ ୧୫ଖଣ୍ଡ ଫାସିକାଠ ଶନିବାର ଟ୍ରକ ଯୋଗେ ପଠାଯାଇଛି ।…
ଜେସିବିରେ କନ୍ୟାଘରକୁ ଆସିଲେ ବର
ଖଣ୍ଡପଡ଼ା,୩।୫(ସ୍ବ.ପ୍ର.): ଦିନଥିଲା ବିବାହ ପାଇଁ ବର କନ୍ୟାଘରକୁ ବରଯାତ୍ରୀ ନେଇ ଶଗଡ଼, ପାଲିଙ୍କି କିମ୍ବା ଘୋଡ଼ା ଗାଡ଼ିରେ ବସି ଆସୁଥିଲେ। ଏପରି କି ନଦୀକୂଳିଆ ଲୋକମାନେ ଡଙ୍ଗାରେ ବର ନେଇ ବିବାହ ପାଇଁ କନ୍ୟାଘରେ ପହଞ୍ଚୁଥିଲେ। ହେଲେ ଆଜିର ସଭ୍ୟ ସମାଜରେ…
Archives


