ବ୍ଲାଷ୍ଟିଂ ଅନୁମତି ନାହିଁ, ବଢୁଛି ଚୋରାଚାଲାଣ
ଖୋର୍ଦ୍ଧା ଅଫିସ,୧ା୫: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚାଲାଣ ବଢିବାରେ ଲାଗିଛି। ପ୍ରଶାସନ ପକ୍ଷରୁ କେତେକ ପଥର ଖଣିକୁ ବ୍ଲାଷ୍ଟିଂ ଅନୁମତି ମିଳିନାହିଁ। ଏହାସତ୍ତ୍ୱେ କିପରି ବ୍ଲାଷ୍ଟିଂ ଚାଲିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି…
ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ
ଖୋର୍ଦ୍ଧା ଅଫିସ,୧ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ୨୦୨୦-୨୧ ବ୍ୟାଚ୍ରେ ବିନା ଏନ୍ଇଇଟିରେ ୨ଜଣ ଛାତ୍ରୀଛାତ୍ର ଆୟୁର୍ବେଦ ଡାକ୍ତରୀ ପାଠ ପଢ଼ୁଥିବା ନେଇ ଏକ ଖବର ଗତ ଜାନୁୟାରୀ ୧୦ତାରିଖ ଧରିତ୍ରୀରେ ପ୍ରକାଶ ପାଇଥିଲା। ଉକ୍ତ ଘଟଣାକୁ ୩ମାସ ବିତିଥିବାବେଳେ ଆୟୁଷ…
ଆଇଚର-ମୋ ବସ୍ ମୁହାଁମୁହିଁ: ୧୦ ଆହତ
ଖୋର୍ଦ୍ଧା ଅଫିସ,୩୦ା୪: ୧୬ନଂ ଜାତୀୟ ରାଜପଥ ପାଲଟିଛି ମରଣାଯନ୍ତା। ଶୁକ୍ରବାର ଗଡ଼ଖୋର୍ଦ୍ଧା ଛକରେ ଦୁଇ ଗାଡ଼ି ମୁହାମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିଲେ। ସେହିପରି ରବିବାର ମଧ୍ୟାହ୍ନରେ ଏହି ରାଜପଥ ପିତାପଲ୍ଲୀ ଛକରେ ମୋ…
ପିଣ୍ଡି ଏକ ଦୁର୍ଗ ସଦୃଶ ରହିଥିଲା
ଖୋର୍ଦ୍ଧା ଅଫିସ,୩୦।୪: ପାଇକ ବିଦ୍ରୋହ ହେଉଛି ଓଡ଼ିଆ ଜାତିର ଅସ୍ମିତା, ଏ ମାଟିର ଗର୍ବ ଓ ଗୌରବ। ଭାରତ ସ୍ବାଧୀନତା ସଂଗ୍ରାମରେ ପାଇକ ବିଦ୍ରୋହ ଇତିହାସର ସ୍ବର୍ଣ୍ଣାକ୍ଷାରରେ ଲିପିବଦ୍ଧ ହୋଇ ରହିଛି। ଏହି ଐତିହାସିକ ସଂଗ୍ରାମ ପଛର ମହାନାୟକଙ୍କୁ ସମ୍ମାନ ଉଦ୍ଦେଶ୍ୟରେ…
ରାସ୍ତାରେ ୧୦୮ ଆମ୍ବୁଲାନ୍ସ ପଙ୍କଚର, ରୋଗୀ ହଇରାଣ
ଖୋର୍ଦ୍ଧା ଅଫିସ,୨୯।୪: ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ଲାଗି ସରକାର ଗୁରୁତ୍ୱ ଦେଉଛନ୍ତି। ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି କେନ୍ଦ୍ର ସରକାରଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ସହଭାଗିତାରେ ୧୦୮ ଆମ୍ବୁଲାନ୍ସ ସେବା ଚାଲିଛି। ରୋଗୀଙ୍କୁ ୨୪ ଘଣ୍ଟିଆ ସେବା ଯୋଗାଉଛି। ତେବେ…
ଜଣେ ମୃତ,୨ଗୁରୁତର
ଖୋର୍ଦ୍ଧା ଅଫିସ,୨୯।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକରେ ଗୁରୁବାର ମର୍ମ୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଡ଼ଖୋର୍ଦ୍ଧା ଛକ ରାଜପଥରେ ଲାଗିଥିବା ସିସିଟିଭି କ୍ୟାମେରା ସଜାଡିବା ଲାଗି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଗାଡ଼ିର ପଛପଟୁ ଧକ୍କା ଦେଇ…
୧୫ ବର୍ଷରେ ଗଲାଣି ୧୭୩୫ ଜୀବନ
ଖୋର୍ଦ୍ଧା ଅଫିସ,୨୯।୪: ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିଚାଲିଛି। ବେପରୁଆ ଗାଡ଼ିଚାଳନା ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ସେଥିରୁ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ଘଟୁଥିବା ଜଣାପଡିଛି। ଖୋର୍ଦ୍ଧା ଜିଲା ଦେଇ ଯାଇଥିବା ଦୁଇ ଜାତୀୟ ରାଜପଥ ୫୭ ନମ୍ବର ଏବଂ ୧୬ନଂ. ଅସୁରକ୍ଷିତ।…
ଅବକାରୀ ଚଢାଉ: ଦେଶୀମଦ ସମେତ ସ୍କୁଟି ଜବତ, ଅଭିଯୁକ୍ତ ଗିରଫ
ବାଣପୁର,୨୭।୪(ଡି.ଏନ.ଏ.): ଦିନକୁ ଦିନ ଖୋର୍ଦ୍ଧା ଜିଲା ବାଲୁଗାଁ,ବାଣପୁର, ଚିଲିକା ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢିବାରେ ଲାଗିଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଚଢାଉ କରି ଗିରଫ କରିଲେ ମଧ୍ୟ ସୁଧୁରିବାର ନାଁ ଧରୁ ନାହାନ୍ତି ଚୋରା ଦେଶୀମଦ…
ନିଜକୁ ଭୂତ ସଂଘ ସଭାପତି କହୁଥିବା ବିପିନ ଗିରଫ
ଖୋର୍ଦ୍ଧା ଅଫିସ,୨୭ା୪: ନିଜକୁ ଭୂତ ସଂଘର ସଭାପତି କହୁଥିବା ବିପିନ କୁମାର ରାଉତରାୟ ବୁଧବାର ଗିରଫ ହୋଇଛନ୍ତି। ଏକ ଓ୍ବାରେଣ୍ଟ ବଳରେ ଖୋର୍ଦ୍ଧା ସଦର ଥାନା ପୋଲିସ ନନ୍ଦପୁରରୁ ତାଙ୍କୁ ଗିରଫ କରିଛି। ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲକୁ ପଠାଇ…
ପିଲାଙ୍କ ବହି ବିକିବା ଘଟଣା: ସିଆର୍ସିସି ନିଲମ୍ବିତ
ଖୋର୍ଦ୍ଧା ଅଫିସ/ବୋଲଗଡ଼,୨୬।୪(ଡି.ଏନ୍.ଏ.) କବାଡ଼ିଆଙ୍କୁ ପିଲାଙ୍କ ବହି ବିକ୍ରି କରିବା ଘଟଣାରେ ମଙ୍ଗଳବାର ଖୋର୍ଦ୍ଧା ଜିଲା ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନ ଦେଉଳି କ୍ଲଷ୍ଟରର ସିଆର୍ସିସି ମନମୋହନ ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କୁ ପୂର୍ବ କାର୍ଯ୍ୟସ୍ଥଳୀ ତାଳତୁମ୍ବସ୍ଥିତ ପଶ୍ଚିମଦେବ ସରକାରୀ…
ବହିବିକି ବିଦା ହେଲେ ସିଆର୍ସିସି
ଖୋର୍ଦ୍ଧା ଅଫିସ,୨୫।୪: ବହିବିକି ପଦରୁ ଅବ୍ୟାହତ ହେଲେ ସିଆର୍ସିସି। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲାରେ। ଦେଉଳି କ୍ଲଷ୍ଟର ସିଆରସିସି ମନମୋହନ ମିଶ୍ର ବହି ବିକିଥିଲେ। ଏ ନେଇ ବୋଲଗଡ଼ ବିଇଓ ନିରଞ୍ଜନ ମହାନ୍ତି ସମ୍ପୃକ୍ତ ସିଆରସିସିଙ୍କୁ କାର୍ଯ୍ୟରୁ ଅବ୍ୟାହତ କରିଛନ୍ତି।…
ମହାପ୍ରଭୁଙ୍କ ପାଟବସ୍ତ୍ର ବୁଣାକାମ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୪ା୪: ପବିତ୍ର ଅକ୍ଷୟତୃତୀୟାରେ ରବିବାର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତି ନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ଆସନ୍ତା ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ ପାଟବସ୍ତ୍ର ଯୋଗାଇବାକୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗ୍ରାମରେ ରବିବାରଠାରୁ…
Archives


